• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ନକ୍ସଲ ହିଂସାକାଣ୍ଡରେ ସମ୍ପୃକ୍ତ ଥିବା ଯୋଗୁଁ ଗଜପତିର ପ୍ରାଥମିକ ଶିକ୍ଷକ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
August 15, 2025
in Uncategorized
0
ନକ୍ସଲ ହିଂସାକାଣ୍ଡରେ ସମ୍ପୃକ୍ତ ଥିବା ଯୋଗୁଁ ଗଜପତିର ପ୍ରାଥମିକ ଶିକ୍ଷକ ଗିରଫ
Share on FacebookShare on TwitterWhatsapp

ଆର,ଉଦୟଗିରି  (ଓଡ଼ିଶା ତାଜା ନ୍ୟୁଜ୍) :- ଗଜପତି ଜିଲ୍ଲାର ଜଣେ ପ୍ରାଥମିକ ଶିକ୍ଷକ ନକ୍ସଲ କାର୍ଯ୍ୟକଳାପ ସହ ହିଂସାକାଣ୍ଡରେ ଜଡିତ ଥିବା ଯୋଗୁଁ ପୋଲିସ ସମ୍ପୃକ୍ତ ଶିକ୍ଷକଙ୍କୁ ଗିରଫ କରିଥିବା ସୂଚନା ମିଳିଛି । ଏହି ଜିଲ୍ଲାର ଅଡବା ଥାନା ନୂଆ ଖଜୁରୀପଦା ସରକାରୀ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକଙ୍କୁ ପୋଲିସ ଗିରଫ କରିଛି । ଗିରଫ ଶିକ୍ଷକ ହେଲେ ପ୍ରତାପ କୁମାର ନାୟକ । ସେ ଗତ କିଛି ବର୍ଷ ହେଲା ଏହି ପ୍ରାଥମିକ ବିଦ୍ୟାଳୟରେ ଏକ୍ସ କ୍ୟାଡର ସହକାରୀ ଶିକ୍ଷକ ଭାବେ ନିଯୁକ୍ତି ପାଇଛନ୍ତି.

ଅଡବା ଥାନା ଅଧୂକାରୀ ଶୁଭ୍ରାନ୍ତ ପଣ୍ଡା ଆମ ଗଜପତି ଜିଲ୍ଲା ପ୍ରତିନିଧି ତାରିଣୀ ପ୍ରସାଦ ପଣ୍ଡାଙ୍କୁ ସୂଚନା ପ୍ରଦାନ କରି କହିଛନ୍ତିଯେ, ପ୍ରତାପ କୁମାର ନାୟକ ପୂର୍ବରୁ ନକ୍ସଲ ସଂଗଠନରେ ସାମିଲ ଥିଲେ. ସେତେବେଳେ ବିଭିନ୍ନ ସ୍ଥାନରେ ହୋଇଥିବା ପୃଥ୍ବା ନକ୍ସଲ ହିଂସାକାଣ୍ଡରେ ସେ ସମ୍ପୃକ୍ତ ଥିଲେ । ୨୦୧୧ ମସିହାରେ ତାଙ୍କ ନାମରେ ନକ୍ସଲ ହିଂସାକାଣ୍ଡ ନେଇ କେଶ ନଂ ୧୩୫/୧୧ରେ ଅଡବା ଥାନାରେ ଏକ ମାମଲା ରୁଜୁ ହୋଇଥିଲା. ଏହି ମାମଲା ଆଧାରରେ ପ୍ରତାପଙ୍କୁ ଗିରଫ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version