ବେଲପଡ଼ା (ଓଡ଼ିଶା ତାଜା ନ୍ୟୁଜ୍) :- ବଲାଙ୍ଗୀର ଜିଲ୍ଲାର ବେଲପଡ଼ା ବ୍ଲକ ବିଛୁବାହାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସରକାର ଙ୍କ ନିର୍ଦ୍ଦେଶ କ୍ରମେ ଆଜି ସ୍ୱତନ୍ତ୍ର ପିତାମାତା ଓ ପରିଚାଲନା କମିଟି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ପ୍ରଧାନ ଶିକ୍ଷକ ଘନଶ୍ୟାମ ବେହେରା, ଶିକ୍ଷକ ଜ୍ୟୋତିର୍ମୟ ନାଗ ଉପସ୍ଥିତ ରହି ଅଭିଭାଷଣ ଦେଇଥିଲେ । ଏହି ସଭାରେ ଛାତ୍ରଛାତ୍ରୀ ମାନଙ୍କ ପିତା ମାତା ଉପସ୍ଥିତ ରହିଥିଲେ ।















