• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ୱାଧୀନତା ଦିବସରେ ତ୍ରିରଙ୍ଗା ଧ୍ଵନି ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
August 17, 2025
in ଓଡ଼ିଶା, ଗଞ୍ଜାମ, ହୋମ୍
0
ସ୍ୱାଧୀନତା ଦିବସରେ ତ୍ରିରଙ୍ଗା ଧ୍ଵନି ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ହିଞ୍ଜିଳିକାଟୁ (ଓଡ଼ିଶା ତାଜା ନ୍ୟୁଜ୍) ହିଞ୍ଜିଳିକାଟୁ  :-  ହିଞ୍ଜିଳିକାଟୁ ସହର ଓ ଗ୍ରାମାଞ୍ଚଳରେ ଶୁକ୍ରବାର ୭୯ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଆଡମ୍ବରପୂର୍ଣ୍ଣ ଭାବେ ପାଳିତ ହୋଇଛି । ପଞ୍ଚାୟତ ସମିତିରେ ଅଧ୍ୟକ୍ଷା ସରସ୍ୱତୀ ସେଠୀ, ତହସିଲ କାର୍ଯ୍ୟାଳୟରେ ତହସିଲଦାର ତପନ କୁମାର ମହାପାତ୍ର, ଉପଖଣ୍ଡ ଚିକିତ୍ସାଳୟରେ ଅଧୀକ୍ଷକ ଡ଼ାକ୍ତର ଶ୍ରୀକାନ୍ତ ସାହୁ,ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିରରେ କାର୍ଯ୍ୟ ନିର୍ବାହୀ ଅଧିକାରୀ ସୁକାନ୍ତ ଚନ୍ଦ୍ର ବେଉରା,ଡାକ୍ତର ବଳରାମ ଜେନା,

ହିଞ୍ଜିଳି ଥାନାରେ ଆଇଆଇସି ଶ୍ରୀନିବାସ ସେଠୀ, ପୌର ପରିଷଦ ଓ ଏମସିସିରେ ପୌର ପରିଷଦ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପୋଲେଇ,ଜଳ ସମ୍ପଦ ବିଭାଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ ପୂର୍ଣ୍ଣଚନ୍ଦ୍ର ପାଣିଗ୍ରାହୀ, ଗ୍ରାମ୍ୟ ଉନ୍ନୟନ ବିଭାଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ ପ୍ରଦୀପ କୁମାର ପାଢୀ, ସହକାରୀ ଯନ୍ତ୍ରୀ ଇଂ ଗିରିଶ ଚନ୍ଦ୍ର ନାୟକ,ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ ମଳୟ କୁମାର ନାୟକ, କ୍ଷୁଦ୍ର ଜଳ ସେଚନ ବିଭାଗରେ ସହକାରୀ ଯନ୍ତ୍ରୀ ଇଂ ବିନ୍ଦୁ ସାଗର ପଣ୍ଡା,

ଅଗ୍ନିଶମ ବିଭାଗରେ କେନ୍ଦ୍ର ଅଧିକାରୀ ବାଗରାଇ ମୁର୍ମୁ, ଅବକାରୀ ଥାନାରେ ଉପ ନିରୀକ୍ଷକ ସୁମିତ୍ରା ବିଶି,ଜେଏମଏଫସିରେ ବିଚାରପତି ସଙ୍ଗୀତା ମଲ୍ଲିକ, ରାଧାକୃଷ୍ଣ ପରିବା ବଜାର ସଂଘରେ ସଭାପତି ଅନୀଲ କୁମାର ମହାପାତ୍ର,ଉପ ନିବନ୍ଧକ କାର୍ଯ୍ୟାଳୟରେ ଉପ ନିବନ୍ଧକ ପ୍ରଜ୍ଞା ପ୍ରିୟଦର୍ଶିନୀ ଦାଶ,ବିଇଓ କାର୍ଯ୍ୟାଳୟରେ ବିଇଓ ଚାନ୍ଦିନୀ ପଣ୍ଡା,ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଉପେନ୍ଦ୍ର ସାବତ, ସରକାରୀ ଏନ୍ଏସି ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ରଜନୀ କାନ୍ତ ସାହୁ, କେନ୍ଦ୍ରୀୟ ବିଦ୍ୟାଳୟରେ ଅଧ୍ୟକ୍ଷ ରଞ୍ଜନ ବେହେରା,

ଓଏଭି ଶାସନ ଆମ୍ବଗାଁରେ ବିଡ଼ିଓ ସାଗରିକା ଷଢ଼ଙ, ଆରଏମସିରେ ସମ୍ପାଦକ ବିନାୟକ ବିଶ୍ଵାଳ,ଟିପିଏସଓଡିଏଲ କାର୍ଯ୍ୟାଳୟରେ ନିର୍ବାହୀ ଯନ୍ତ୍ରୀ ଗୋପାଳକୃଷ୍ଣ ପଣ୍ଡା, ପୋଡ଼ିଙ୍ଗି ପଲ୍ଲୀ ବିକାଶ ସ୍ଵେଚ୍ଛାସେବୀ ଅନୁଷ୍ଠାନ,ତ୍ରିରଙ୍ଗା ସେବା ସଂଘ,ଅଟୋ ମାଲିକ ସଂଘ ତରଫରୁ ଜାତୀୟ ପତାକା ଉତ୍ତୋଳନ କରି ସ୍ୱାଧୀନତା ଦିବସର ବିଶେଷତ୍ୱ,ସଂଗ୍ରାମୀ ବୀରପୁତ୍ରଙ୍କ ଦେଶପ୍ରେମ ଓ ବଳିଦାନ ସମ୍ପର୍କରେ ଅତିଥି ମାନେ ବକ୍ତବ୍ୟ ପ୍ରଦାନ କରିଥିଲେ । ଏଥିସହିତ ବିଭିନ୍ନ ବେସରକାରୀ ଅନୁଷ୍ଠାନ,ଶିକ୍ଷାନୁଷ୍ଠାନ ଓ ପଞ୍ଚାୟତ ଗୁଡ଼ିକରେ ସରପଞ୍ଚ କାଳିଆ ଦାସ,କୃଷ୍ଣ ଚନ୍ଦ୍ର ଭଉଳ, ରଶ୍ମିତା ପ୍ରଧାନ, ଅମର ବରଡ, ସୁଦର୍ଶନ ରାଉତ ଓ ନୀଳାଚଳ ସାହୁ ପ୍ରମୁଖ ଜାତୀୟ ପତାକା ଉତ୍ତୋଳନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

April 25, 2026
ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version