• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁସ୍ତକ ଉନ୍ମୋଚନ ଉତ୍ସବରେ ଯୋଗଦେଲେ ଦଶପଲ୍ଲା ବିଧାୟକ

Proprietor Abhimanyu Maharana by Proprietor Abhimanyu Maharana
August 18, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ପୁସ୍ତକ ଉନ୍ମୋଚନ ଉତ୍ସବରେ ଯୋଗଦେଲେ ଦଶପଲ୍ଲା ବିଧାୟକ
Share on FacebookShare on TwitterWhatsapp

ନୂଆଗାଁ (ଓଡ଼ିଶା ତାଜା ନ୍ୟୁଜ୍) :- ନୟାଗଡ଼ ଜିଲ୍ଲାର ଜାଜ୍ଵଲ୍ୟମାନ ସାରସ୍ବତ ସାଧକ, କବି, ପ୍ରାବନ୍ଧିକ, ଗାଳ୍ପିକ, ଔପନାସିକ ତଥା ଲେଖକ ଡ. ସୁରେଶ ଚନ୍ଦ୍ର ବରାଡ଼ଙ୍କ ଉପନ୍ୟାସ ‘ଡଙ୍ଗରରେ ନିଆଁ’ ପୁସ୍ତକ ଲୋକାର୍ପିତ ହୋଇ ଯାଇଛି । ସ୍ବାଧୀନତା ଦିବସ ଅବସରରେ ଗ୍ରାମ ସଭାପତି ଭରତ ସାହୁଙ୍କ ପୌରୋହିତ୍ୟରେ ଥୁଆବାରୀ ଗ୍ରାମବାସୀମାନଙ୍କ ଦ୍ଵାରା ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଆଜି ଅତିଥି ମାନଙ୍କ କରକମଳରେ ଏହି ଉପନ୍ୟାସ ପୁସ୍ତକର ଲୋକାର୍ପଣ ହୋଇ ଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟର ଓଡ଼ିଆ ଭାଷା ସାହିତ୍ୟ ବିଭାଗର ପ୍ରାକ୍ତନ ମୁଖ୍ୟ ପ୍ରାଧ୍ୟାପକ ଡ.ଗୋବିନ୍ଦ ଚନ୍ଦ୍ର ଦାଶ,

ସମ୍ମାନିତ ଅତିଥି ରୂପେ ନୂଆଗାଁ ପଞ୍ଚାୟତ ସମିତି ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ପାରାଢ଼ିପି ସରପଞ୍ଚ ବିଭୂତି ଭୂଷଣ ପ୍ରଧାନ, ଗଉଡ଼ ଥୁଆବାରୀ ଓ୍ଵାଡ଼ର୍ମେମ୍ବର ଦିଲ୍ଲିପ କୁମାର ପରିଡ଼ା, ଲଡ଼ୁବାବା ସାହିତ୍ୟ ସଂସ୍କୃତି ପରିଷଦର ସଭାପତି ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ ମିଶ୍ର, ଶିକ୍ଷକ ପ୍ରକଶ କୁମାର ବେହେରା, ଶିକ୍ଷକ ପଞ୍ଚାନନ ପ୍ରଧାନ ଓ ଶିକ୍ଷକ ଗୋଦାବରୀ ବସନ୍ତିଆ ଯୋଗ ଦେଇଥିଲେ। ଓଡ଼ିଆ ସାହିତ୍ୟ ଭଣ୍ଡାରକୁ ଡ.ବରାଡଙ୍କର ଦାନ ପ୍ରଶଂସା ଯୋଗ୍ୟ ବୋଲି ଅତିଥି ମାନେ ସଭାରେ ମତ ବ୍ୟକ୍ତ କରିଥିଲେ ।

ସୁନାଖଳା ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ଅଧ୍ୟାପକ ସନ୍ତୋଷକୁମାର ସାହୁ ମଞ୍ଚ ସଂଚାଳନା କରିଥିବାବେଳେ ସ୍ବାଧୀନତା ସଂଗ୍ରାମୀ କଣ୍ଡୁରୀ ପରିଡ଼ାଙ୍କ ଜୀବନୀ ଅଧାରିତ ଉପନ୍ୟାସଟିର ସମୀକ୍ଷା କରିଥିଲେ ସମ୍ବର୍ଦ୍ଧନା ପରିବାରର ସଭାପତି କବି ନିରାକାର ସ୍ବାଇଁ । ଏହି କାର୍ଯ୍ୟକ୍ରମରେ ଥୁଆବାରୀର ଆବାଳ ବୃଦ୍ଧ ବନିତା ଯୋଗ ଦେଇ ନିଜ ଗାଁ ମାଟିର ମହକ କଣ୍ଡୁରୀ ପରିଡ଼ାଙ୍କ ସ୍ମୃତିରେ ବିଭୋର ହୋଇ ଆଖିରୁ ଅଶ୍ରୁ ଗଡ଼ାଇଥିଲେ। ଗାଁର ଝିଅମାନେ ଆବାହନୀ ସଂଗୀତ ପରିବେଷଣ କରିଥିଲେ । ବିଧାୟକ ଶ୍ରୀ ବେହେରା ଖୁବ୍ ଶୀଘ୍ର କଣ୍ଡୁରୀ ପରିଡ଼ାଙ୍କ ପ୍ରତିମୂତ୍ତିର୍ ତଥା ସ୍ମୃତି ସ୍ତମ୍ଭ ନିମାର୍ଣ କରିବାକୁ ପ୍ରତିଶୃତି ଦେଇଥିଲେ ।

ଏହି ଅବସରରେ ସଂଗ୍ରାମୀ ବୀର କଣ୍ଡୁରୀ ପରିଡ଼ାଙ୍କର ଛଅ ନାତି ସୁଦାମ ପରିଡ଼ା, ଜାଗର ପରିଡ଼ା, ଗୋବିନ୍ଦ ପରିଡ଼ା, ପୁରସ୍ତମ ପରିଡ଼ା, ସୁରେଶ ପରିଡ଼ା ଓ ଶତ୍ରୁଘନ ପରିଡ଼ାଙ୍କୁ ପୁଷ୍ପଗୁଚ୍ଛ, ଉତ୍ତରୀୟ ଓ ପ୍ରଶଂସାପତ୍ର ପ୍ରଦାନ ପୂର୍ବକ କଣ୍ଡୁରୀ ପରିଡ଼ା ସମ୍ମାନରେ ସମ୍ମାନିତ କରାଯାଇଥିଲା । ଅତିଥିମାନେ କବିଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ଉତ୍ତରୋତ୍ତର ସାରସ୍ବତ ଉନ୍ନତି ତଥା ଜୀବନରେ ସଫଳତା ପାଇଁ ଜଗନ୍ନାଥଙ୍କ ପାଖରେ ଅଳି କରିଥିଲେ । ଗ୍ରାମବାସୀଙ୍କ ସହଯୋଗ ପାଇଁ ସର୍ବଶେଷରେ ଡ. ସୁରେଶ ଚନ୍ଦ୍ର ବରାଡ଼ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିପାଟଣାର ଛାତ୍ର ଅଂଶୁମାନ ୫୭୩ ରଖି ଖୋର୍ଦ୍ଧା ଜିଲ୍ଲାର ଟପର୍

ବାଲିପାଟଣାର ଛାତ୍ର ଅଂଶୁମାନ ୫୭୩ ରଖି ଖୋର୍ଦ୍ଧା ଜିଲ୍ଲାର ଟପର୍

May 4, 2026
୫୮ ତମ ବାର୍ଷିକ ଉତ୍ସବ ଓ ପୂର୍ଣାନନ୍ଦ ଭକ୍ତ ସମ୍ମିଳନୀ

୫୮ ତମ ବାର୍ଷିକ ଉତ୍ସବ ଓ ପୂର୍ଣାନନ୍ଦ ଭକ୍ତ ସମ୍ମିଳନୀ

May 4, 2026
ଆଜି ତିନିରଥ ନାହାକା ତୁମ୍ବ ଅଖ ବିନ୍ଧରେ ପନ୍ଦାରି ଏବଂ ବଳା ପିନ୍ଧା ଅନୁକୂଳ ସମ୍ପନ୍ନ

ଆଜି ତିନିରଥ ନାହାକା ତୁମ୍ବ ଅଖ ବିନ୍ଧରେ ପନ୍ଦାରି ଏବଂ ବଳା ପିନ୍ଧା ଅନୁକୂଳ ସମ୍ପନ୍ନ

May 4, 2026
Hectic Preparations on for 8th Raja Mahotsava in Gurugram

ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିପାଟଣାର ଛାତ୍ର ଅଂଶୁମାନ ୫୭୩ ରଖି ଖୋର୍ଦ୍ଧା ଜିଲ୍ଲାର ଟପର୍

ବାଲିପାଟଣାର ଛାତ୍ର ଅଂଶୁମାନ ୫୭୩ ରଖି ଖୋର୍ଦ୍ଧା ଜିଲ୍ଲାର ଟପର୍

May 4, 2026
୫୮ ତମ ବାର୍ଷିକ ଉତ୍ସବ ଓ ପୂର୍ଣାନନ୍ଦ ଭକ୍ତ ସମ୍ମିଳନୀ

୫୮ ତମ ବାର୍ଷିକ ଉତ୍ସବ ଓ ପୂର୍ଣାନନ୍ଦ ଭକ୍ତ ସମ୍ମିଳନୀ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version