• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କେ ଏମ ଭାଲିଆସାହିରେ ୨ୟ ପର୍ଯ୍ୟାୟ ନିଷ୍ଠା ତାଲିମ ପରିସମାପ୍ତ

Proprietor Abhimanyu Maharana by Proprietor Abhimanyu Maharana
August 18, 2025
in ଓଡ଼ିଶା, ଗଜପତି, ହୋମ୍
0
କେ ଏମ ଭାଲିଆସାହିରେ ୨ୟ ପର୍ଯ୍ୟାୟ ନିଷ୍ଠା ତାଲିମ ପରିସମାପ୍ତ
Share on FacebookShare on TwitterWhatsapp

ଆର,ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍) :-  ଗଜପତି ଜିଲ୍ଲାର ରା ଉଦୟଗିରି ବ୍ଲକ୍ ଅନ୍ତର୍ଗତ ପି ଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ କେ ଏମ ଭାଲିଆସାହି ଠାରେ ବ୍ଲକ୍ ସ୍ତରୀୟ ନିଷ୍ଠା ସମତା ମୂଳକ ଓ ସମାବେଶୀ ତାଲିମ ଶିବିର ତା ୧୧-୦୮-୨୦୨୫ ରିଖ ଠାରୁ ତା ୧୬-୦୮-୨୦୨୫ ରିଖ ପର୍ଯ୍ୟନ୍ତ ପଞ୍ଚ ଦିବସ ବ୍ୟାପି ଆୟୋଜିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପ୍ରହ୍ଲାଦ ଶିଅଳ, ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ରାମଚନ୍ଦ୍ର ଦଳବେହେରା ଏବଂ ରା ଉଦୟଗିରି ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ବୀରେନ୍ଦ୍ର ମଣ୍ଡଳଙ୍କ ତତ୍ତ୍ୱାବଧାନ କ୍ରମେ ଉକ୍ତ କାର୍ଯକ୍ରମ ସଫଳତାର ସହ ସମାପନ ହୋଇଥିଲା ।

ଶିବିରର ପ୍ରଥମ ଦିବସରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ଶ୍ରୀନିବାସ ଵେହେରଦଳାଇ ଉଦଘାଟନ କରିବା ସହିତ ଗୋଷ୍ଠୀ ସାଧନ ଶିକ୍ଷକ ଶ୍ରୀଯୁକ୍ତ ବିରଞ୍ଚି ନାରାୟଣ ଦାସ, ଶ୍ରୀଯୁକ୍ତ ଅଭୟ କୁମାର ଦାସ, ପଙ୍କଜ ମଲ୍ଲିକ, ସୁବାସ ଚନ୍ଦ୍ର ପାଇକରାୟ ଓ ଯୋଗେଶ୍ୱର ମନ୍ଥରା ସମ୍ବଳ ସାଧନ କର୍ମୀ ଭାବରେ ତାଲିମ ପ୍ରଦାନ କରିଥିଲେ। ତାଲିମର ୨ୟ ପର୍ଯ୍ୟାୟରେ ୪୩ଜଣ ଶିକ୍ଷକ ଶିକ୍ଷୟତ୍ରୀ ତାଲିମ ଗ୍ରହଣ କରି ଦିବ୍ୟାଙ୍ଗ ଛାତ୍ର ଛାତ୍ରୀଙ୍କୁ ଶିକ୍ଷାର ମୁଖ୍ୟ ସ୍ରୋତରେ ସାମିଲ କରିବାର ଶପଥ ଗ୍ରହଣ କରିଥିଲେ।

ରା ଉଦୟଗିରି ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ଅଂଶ ଗ୍ରହଣ କରିଥିବା ଶିକ୍ଷକ ଶିକ୍ଷୟତ୍ରୀ ମାନେ ସକ୍ରିୟ ଭୂମିକା ଗ୍ରହଣ କରି କାର୍ଯ୍ୟକ୍ରମକୁ ସଫଳ କରାଇଥିଲେ। ନାଚ, ଗୀତ, ନାଟକ , ଅଭିନୟ ଏବଂ ନବରସ ଛନ୍ଦ, ଅଳଙ୍କାର ଆଦି ମାଧ୍ୟମରେ ସମ୍ୱଳ ସାଧନ କର୍ମୀ ଶ୍ରୀଯୁକ୍ତ ଅଭୟ କୁମାର ଦାସଙ୍କର ବଳିଷ୍ଠ ଶିକ୍ଷା ଦାନ ସମସ୍ତଙ୍କୁ ବିଶେଷ ଭାବରେ ଆକୃଷ୍ଟ କରିଥିଲା।ଉକ୍ତ କାର୍ଯକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

‘କୁହୁଡ଼ି’ ରେ ଉଦଘାଟିତ ହେଲା ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

‘କୁହୁଡ଼ି’ ରେ ଉଦଘାଟିତ ହେଲା ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version