ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କୋଟଗଡ ଥାନା ଅନ୍ତର୍ଗତ ଲାସେରୀ ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଅବସ୍ଥାରେ ବାଲିଗୁଡା ମେଡିକାଲ ରେ ଭର୍ତ୍ତି କରାଯାଇ ଚିକିତ୍ସିତ କରାଯାଉଥିବା ଜଣାପଡିଛି l ଘଟଣା ରୁ ପ୍ରକାଶ ଯେ, ତୁମୁଡିବନ୍ଧ ସ୍ଥିତ ନେତାଜୀ ସୁବାସ ବୋଷ କଲେଜ ରୁ କ୍ଲାସ ସାରି ନିଜ ଘର କୁ ବାଇକ ନଂ.ଓଡି-୧୨ ଏଫ- ୮୭୭୯ ଯୋଗେ ଫେରୁଥିଲେ ।















