• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଧର୍ମାନୁଷ୍ଠାନ ଖୋଲିବାକୁ ଜନସ୍ବାର୍ଥ ମାମଲା : ନିୟମ ଖିଲାପ କରୁଛନ୍ତି ରାଜ୍ୟ ସରକାର ; କଟକଣା ରଦ୍ଦ ହେଉ

Proprietor Abhimanyu Maharana by Proprietor Abhimanyu Maharana
September 10, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଧର୍ମାନୁଷ୍ଠାନ ଖୋଲିବାକୁ ଜନସ୍ବାର୍ଥ ମାମଲା : ନିୟମ ଖିଲାପ କରୁଛନ୍ତି ରାଜ୍ୟ ସରକାର ; କଟକଣା ରଦ୍ଦ ହେଉ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୦ ସେପ୍ଟେମ୍ବର ଗୁରୁବାର) ପୁରୀ :- ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ସହିତ ରାଜ୍ୟର ଅନ୍ୟ ସମସ୍ତ ମନ୍ଦିର, ମସଜିଦ୍, ଗୁରୁଦ୍ବାର, ଚର୍ଚ୍ଚ ସର୍ବସାଧାରଣଙ୍କ ପାଇଁ ଖୋଲିବା ପାଇଁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି । ଆଇନଜୀବୀ ଜୟନ୍ତ କୁମାର ବଳଙ୍କ ପକ୍ଷରୁ ଦାୟର ମାମଲାରେ ଦର୍ଶାଯାଇଛି ଯେ, ଜୁନ୍ ୮ରୁ ଧର୍ମାନୁଷ୍ଠାନ ସାଧାରଣ ଲୋକଙ୍କ ପାଇଁ ଖୋଲିବାକୁ ୨୦୨୦, ମେ ୩୧ରେ କେନ୍ଦ୍ର ସରକାର ନିୟମାବଳୀ ଜାରି କରିଥିଲେ । ପରେ ଅଗଷ୍ଟ ୨୯‌ରେ ଅନ୍‌ଲକ୍-୪ ନେଇ ଜାରି କରାଯାଇଥିବା ନିୟମାବଳୀ ଅନୁସାରେ କଣ୍ଟେନମେଣ୍ଟ ଜୋନ୍ ବାହାରେ କୌଣସି ପ୍ରକାର କଟକଣା ଜାରି କରିବା ପୂର୍ବରୁ ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାରଙ୍କ ଅନୁମତି ନେବାକୁ ପଡ଼ିବ ବୋଲି ଉଲ୍ଲେଖ କରିଥିଲେ । କିନ୍ତୁ ଏ ସମସ୍ତ ନିୟମ ଉଲ୍ଲଂଘନ କରି ରାଜ୍ୟ ସରକାର ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଧର୍ମାନୁଷ୍ଠାନ ସର୍ବସାଧାରଣଙ୍କ ପାଇଁ ଖୋଲିବା ଉପରେ କଟକଣା ଜାରି କରିଛନ୍ତି । ତେଣୁ ଅଗଷ୍ଟ ୩୧ର ଧର୍ମାନୁଷ୍ଠାନ ଉପରେ କଟକଣା ସଂପର୍କିତ ରାଜ୍ୟ ସରକାରଙ୍କ ନିୟମାବଳୀ ରଦ୍ଦ କରାଯାଉ ବୋଲି ଆବେଦନକାରୀ ଦର୍ଶାଇଛନ୍ତି । ଜୁଲାଇ ୩୧ରେ ସୁପ୍ରିମକୋର୍ଟ ନିଶିକାନ୍ତ ଦୁବେ ବନାମ କେନ୍ଦ୍ର ସରକାର ମାମଲାରେ ପ୍ରଦାନ କରିଥିବା ରାୟ ପ୍ରସଂଗରେ ଆବେଦନରେ ଉଲ୍ଲେଖ କରାଯିବା ସହିତ ଧର୍ମାନୁଷ୍ଠାନରେ ସାମାଜିକ ଦୂରତ୍ବ ଓ ଅନ୍ୟାନ୍ୟ କୋଭଡି-୧୯ ନିୟମାବଳୀ ପାଳନ କରି ଦର୍ଶନ ପାଇଁ ଅନୁମତି ଦେଇ ହେବ ବୋଲି ଦର୍ଶାଯାଇଛି । ୨୦୨୦, ଅଗଷ୍ଟ ୧୦ରେ ହାଇକୋର୍ଟ ଧର୍ମାନୁଷ୍ଠାନ ଖୋଲିବା ପ୍ରସଂଗରେ ବିଚାର କରି ନିଷ୍ପତ୍ତି ନେବାକୁ ରାଜ୍ୟ ସରକାରଙ୍କୁ କହିଥିଲେ । କିନ୍ତୁ ଏହି ନିର୍ଦ୍ଦେଶ ପାଳନ କରାଯାଇ ନାହିଁ ।

ଅନ୍ୟପକ୍ଷରେ ରାଜ୍ୟ ସରକାର ବିନା କାରଣରେ ନିୟମ ଉଲ୍ଲଂଘନ କରି ସେପ୍ଟେମ୍ବର ମାସ ଶେଷ ପର୍ଯ୍ୟନ୍ତ ସମସ୍ତ ଧର୍ମାନୁଷ୍ଠାନକୁ ସାଧାରଣ ଲୋକଙ୍କ ପାଇଁ ବନ୍ଦ ରଖିଛନ୍ତି । ଦୋକାନ, ହୋଟେଲ, ସପିଂ ମଲ୍, ଫିଟନେସ୍ ସେଣ୍ଟର, ଜିମ୍, ଯୋଗ‌ କେନ୍ଦ୍ର, ମଦ ଦୋକାନ, ଘରୋଇ ଓ ସରକାରୀ କାର୍ଯ୍ୟାଳୟ ଇତ୍ୟାଦି ଖୋଲିବାକୁ ରାଜ୍ୟ ସରକାର ଅନୁମତି ଦେଇଥିବାବେଳେ ସର୍ବସାଧାରଣଙ୍କ ପାଇଁ ଧର୍ମାନୁଷ୍ଠାନ ଖୋଲିବାରେ କେଉଁଠି ଅସୁବିଧା ରହିଲା ବୋଲି ଆବେଦନକାରୀ ପ୍ରଶ୍ନ ଉଠାଇଛନ୍ତି । ପୁରୀ ସହର କଣ୍ଟେନମେଣ୍ଟ ଜୋନ୍ ହୋଇ ନଥିବା ବେଳେ କେନ୍ଦ୍ର ସରକାରଙ୍କ ନିୟମାବଳୀ ଅନୁସାରେ ଶ୍ରୀଜଗନ୍ନାଥ ମନ୍ଦିରରେ ସାଧାରଣ ଭକ୍ତଙ୍କ ଦର୍ଶନ ପାଇଁ ଅନୁମତି ଦିଆଯାଉ ବୋଲି ଆବେଦନକାରୀ ଦର୍ଶାଇଛନ୍ତି । ମାମଲାରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ସ୍ବତନ୍ତ୍ର ରିଲିଫ କମିସନର, ଆଇନ ସଚିବ, ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି, ପୁରୀ ଜିଲ୍ଲାପାଳ, ଏସପି, ଦେବୋତ୍ତର କମିସନର, ପୁଲିସ ଡିଜିଙ୍କୁ ପକ୍ଷଭୁକ୍ତ କରାଯାଇଛି । ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ବିଭୂତି ଭୂ‌ଷଣ ଚୌଧୁରୀ ମାମଲା ପରିଚାଳନା କରୁଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version