କଟକ (ଓଡ଼ିଶା ତାଜା ନ୍ୟୁଜ୍) :- କଟକ ରେଲୱେ ଷ୍ଟେସନରେ ନିର୍ମାଣାଧୀନ ଛାତ ଭୁଶୁଡ଼ି ପଡ଼ିଛି । ପ୍ଲାଟଫର୍ମ ନମ୍ବର ୧ରେ ନିର୍ମାଣାଧୀନ ଛାତ ଭୁଶୁଡ଼ି ପଡ଼ିଛି । ଉପର ସେଡ୍ର କିଛି ଅଂଶ ମଧ୍ୟ ଟ୍ରାକ୍..? ଉପରେ ପଡ଼ିଛି । ପ୍ରାୟ ୫୦୦ ମିଟରରରୁ ଅଧିକ ଲମ୍ବ ଛାତ ଭୁଶୁଡ଼ି ପଡ଼ିଛି । ତେବେ ରେଳବାଇ ପକ୍ଷରୁ କୁହାଯାଇଛି ଯେ, କାମ କରୁଥିବା ଶ୍ରମିକଙ୍କ ଉପସ୍ଥାନ ନିଆଯାଇଛି ।















