• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖର୍ଚ୍ଚ ହୋଇଛି କୋଟି କୋଟି ଟଙ୍କା ହେଲେ ଭିତିଭୂମିର ଅଭାବ ଯୋଗୁଁ – ଗଜପତିରେ ଗୋଟିଏ ଶ୍ରେଣୀ ପ୍ରକୋଷ୍ଠରେ ୩ ଜଣ ଶିକ୍ଷକ ଶିକ୍ଷାଦାନ କରୁଛନ୍ତି

Proprietor Abhimanyu Maharana by Proprietor Abhimanyu Maharana
August 30, 2025
in ଓଡ଼ିଶା, ଗଜପତି, ହୋମ୍
0
ଖର୍ଚ୍ଚ ହୋଇଛି କୋଟି କୋଟି ଟଙ୍କା ହେଲେ ଭିତିଭୂମିର ଅଭାବ ଯୋଗୁଁ – ଗଜପତିରେ ଗୋଟିଏ ଶ୍ରେଣୀ ପ୍ରକୋଷ୍ଠରେ ୩ ଜଣ ଶିକ୍ଷକ ଶିକ୍ଷାଦାନ କରୁଛନ୍ତି
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି  (ଓଡ଼ିଶା ତାଜା ନ୍ୟୁଜ୍) :- ଗଜପତି ଜିଲ୍ଲାରେ କେନ୍ଦ୍ର ଓ ରାଜ୍ୟ ସରକାର ଶିକ୍ଷାକୁ ଗୁରୁତ୍ୱ ନେଇ ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ବ୍ୟୟ କରି ଆଦିବାସୀ ବହୁଳ ଦୁର୍ଗମ ଏହି ଜିଲ୍ଲାର ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷାର ନିକଟତର କରିବା ପାଇଁ ବହୁ ପ୍ରୟାସ ଓ ଯୋଜନା କାର୍ଯ୍ୟକାରୀ କରିଛନ୍ତି. କିନ୍ତୁ ଗଜପତି ଜିଲ୍ଲାରେ ଭିତ୍ତିଭୂମିର ଅଭାବ ଯୋଗୁଁ ଗୋଟିଏ ଶ୍ରେଣୀ ପ୍ରୋକଷ୍ଠରେ ୩ଜଣ ଶିକ୍ଷକ ଏକା ସମୟରେ ପାଠ ପଢାଉଛନ୍ତି. ଏଥିରୁ ସ୍ପଷ୍ଟଯେ, ଏହି ଜିଲ୍ଲାରେ କିପରି ଉତ୍ତମ ଶିକ୍ଷାଦାନ ଚାଲିଛି. ଯଦ୍ୱାରା ବିଶେଷକରି ଜିଲ୍ଲାର ଗ୍ରାମାଞ୍ଚଳର ଛାତ୍ରଛାତ୍ରୀମାନେ ପାଠପଢ଼ାରୁ ବଞ୍ଚିତ ହେଉଥିବା ଦେଖାଯାଇଛି।

ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲ୍ଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ତରଙ୍ଗଡ଼ା ପଞ୍ଚାୟତର ଦୁର୍ଗମ ଗ୍ରାମ କୋଣ୍ଡା ପାର୍ସମ୍ବା ପ୍ରାଥମିକ ବିଦ୍ୟାଳୟରେ । ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି. ବିଦ୍ୟାଳୟରେ ମୋଟ ୩୩ ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଥିବାବେଳେ ତିନି ଜଣ ଶିକ୍ଷକ ନିୟୋଜିତ ଅଛନ୍ତି। ବିଡମ୍ବନାର ବିଷୟ ଏହିକିଯେ ଗୋଟିଏ କଠୋରୀରେ ତିନିଜଣ ଶିକ୍ଷକ ଏକା ସମୟରେ ପାଠ ପଢାଉଛନ୍ତି. କିଭଳି ଭାବରେ ଶିକ୍ଷାଦାନ ଚାଲିଛି ତାହା ସଠିକ ଅନୁମେୟ କରାଯାଉଛି।

ଏତଦବ୍ୟତୀତ ବିଦ୍ୟାଳୟରେ ପାନୀୟ ଜଳର ଅଭାବ ଦେଖାଯାଇଛି। ମଧ୍ୟାହ୍ନ ଭୋଜନ ରୋଷେଇ ପାଇଁ ଅନ୍ୟ ଜାଗାରୁ ପାଣି ଆଣୁଥିବା ରୋଷେୟା କହିଛନ୍ତି. ଶୌଚାଳୟରେ ପାଣିର ବ୍ୟବସ୍ଥା ହୋଇନଥିବା ଯୋଗୁଁ ଛାତ୍ରଛାତ୍ରୀ ଓ ଶିକ୍ଷକ ମାନେ ନାହିଁ ନଥିବା ଅସୁବିଧାର ସମୁଖୀନ ହେଉଛନ୍ତି। ବିଦ୍ୟାଳୟରେ ପାଚେରୀ ମଧ୍ୟ ନାହିଁ। ଶିକ୍ଷକମାନେ ନିୟମିତ ଆସୁଥିଲେ ମଧ୍ୟ ଆବଶ୍ୟକୀୟ ଭିତ୍ତିଭୂମି ନଥିବା ହେତୁ ଶିକ୍ଷାଦାନ ନାମକୁ ମାତ୍ର ଚାଲିଛି. ଏନେଇ ସରକାର ଓ ଜିଲ୍ଲା ପ୍ରଶାସନ ଅତି ତୁରନ୍ତ ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି ଅଞ୍ଚଳବାସୀ ଦାବି କରିଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

March 14, 2026
ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version