• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଇନଭିଜିଲେଟରଙ୍କ ତୃଟି ଯୋଗୁଁ ପରୀକ୍ଷାର୍ଥୀଙ୍କ ଭବିଷ୍ୟତ ନଷ୍ଟ ପରୀକ୍ଷାରେ ଉପସ୍ଥିତ ଥିବା ସତ୍ୱେ ୨ବିଷୟରେ ଅନୁପସ୍ଥିତ – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
September 10, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଇନଭିଜିଲେଟରଙ୍କ ତୃଟି ଯୋଗୁଁ ପରୀକ୍ଷାର୍ଥୀଙ୍କ ଭବିଷ୍ୟତ ନଷ୍ଟ ପରୀକ୍ଷାରେ ଉପସ୍ଥିତ ଥିବା ସତ୍ୱେ ୨ବିଷୟରେ ଅନୁପସ୍ଥିତ – ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୦ ସେପ୍ଟେମ୍ବର ଗୁରୁବାର) ହିଞ୍ଜିଳିକାଟୁ :- ଓଡ଼ିଶା ମାଧ୍ୟାମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଚଳିତ ବର୍ଷ +୨ କଳା ପରୀକ୍ଷାରେ ଇନଭିଜିଲେଟରଙ୍କ ସାମାନ୍ୟ ତୃଟି ଯୋଗୁଁ ଜୈନିକା ପରୀକ୍ଷାର୍ଥୀଙ୍କ ଭବିଷ୍ୟତ ନଷ୍ଟ ହୋଇପଡ଼ିଛି । ଏଭଳି ଏକ ଘଟଣା ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ସ୍ୱଂୟଶାସିତ ବିଜ୍ଞାନ ମହାବିଦ୍ୟାଳୟରେ ଘଟିଛି । ଜଣେ +୨ କଳା ପରୀକ୍ଷାର୍ଥୀଙ୍କ ପରୀକ୍ଷାରେ ଉପସ୍ଥିତ ଥିବା ସତ୍ୱେ ୨ଟି ବିଷୟରେ ଅନୁପସ୍ଥିତ ଥିବା ଦର୍ଶାଯାଇଥିବାରୁ ସଂପୃକ୍ତ ମହାବିଦ୍ୟାଳୟର କର୍ମଚାରୀଙ୍କ ସାମାନ୍ୟ ଜ୍ଞାନର ଅଭାବ ନେଇ ବୁଦ୍ଧିଜୀବି ମହଲରେ ମତ ପ୍ରକାଶ ପାଇଛି । ଚଳିତ ମାସ ୫ ତାରିଖରେ +୨ କଳା ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ପରୀକ୍ଷାର୍ଥୀ ଜଣକ ଅନୁତୀର୍ଣ୍ଣ ହୋଇଥିବା ଜାଣିପାରିଥିଲେ । ପରେ ମାର୍କସିଟ ଇଂଟରନେଟରୁ ଡ଼ାଉନଲୋଡ଼ କରିବା ପରେ ୨ ବିଷୟରେ ଅନୁପସ୍ଥିତ ଥିବା ଜାଣିପାରିଥିଲେ ।

ଘଟଣା ନେଇ ପରୀକ୍ଷାର୍ଥୀ ଜଣକ ବୁଡଧବାର ଓ ଗୁରୁବାର ୨ ଦିନ ଧରି ମହାବିଦ୍ୟାଳୟ ଅଧ୍ୟକ୍ଷାଙ୍କ ନିକଟରେ ଗୁହାରି କରିଥିବା ଜଣାପଡ଼ିଛି । ପ୍ରକାଶ ଯେ, ଓଡ଼ିଶା ମାଧ୍ୟାମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଚଳିତ ବର୍ଷ +୨ କଳା ପରୀକ୍ଷା ଫଳ ଗତ ୫ ତାରିଖରେ ପ୍ରକାଶ ପାଇଥିଲା । ହିଞ୍ଜିଳିକାଟୁ ସ୍ୱଂୟଶାସିତ ବିଜ୍ଞାନ ମହାବିଦ୍ୟାଳୟର ଜଣେ +୨ କଳା ୨ବର୍ଷ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ଫଳ ପ୍ରକାଶ ପାଇବା ପରେ ସଂପୃକ୍ତ ଛାତ୍ରୀ ଜଣକ ଅନୁତୀର୍ଣ୍ଣ ହୋଇଥବା ଜାଣିବା ପରେ କେଉଁ ବିଷୟରେ ଅନୁତୀର୍ଣ୍ଣ ହୋଇଛନ୍ତି ସେ ନେଇ ଇଂଟନେଟରେ ମାର୍କ ଡ଼ାଉନଲୋଡ଼ କରିଥିଲେ । ରାଜନୀତି ବିଜ୍ଞାନ ଓ ଦ୍ୱିତୀୟ ଭାଷା ଇଂରାଜୀରେ ଅନୁପସ୍ଥିତ ଥିବା ଜଣାପଡ଼ିଥିଲା । କଲେଜ ଖୋଲିବା ପରେ ବୁଧବାର ଘଟଣା ନେଇ ମହାବିୀଦ୍ୟାଳୟର ଅଧ୍ୟକ୍ଷାଙ୍କୁ ସାକ୍ଷାତ କରି ଅବଗତ କରାଇଥିଲେ । ଘଟଣା ଅଧିକ ଗୁରୁତ୍ୱପୁର୍ଣ୍ଣ ଥିବାରୁ ବିଭାଗୀୟ ଉଚ୍ଚ କର୍ତୁପକ୍ଷଙ୍କ ସହ ଘଟଣା ନେଇ ଯୋଗାଯୋଗ କରି ଆବଶ୍ୟକ କାର୍ଯର୍୍ୟାନୁଷ୍ଠାନ ଗ୍ରହଣ କରିବା ଦିଗରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ପରୀକ୍ଷାର୍ଥୀଙ୍କୁ ଆଶ୍ୱାସନା ଦେଇଥିବା ପରୀକ୍ଷାର୍ଥୀ ଜଣକ କହିଛନ୍ତି ।

ଏ ନେଇ ମହାବିଦ୍ୟାଳୟର ଅଧ୍ୟକ୍ଷା ସ୍ୱସ୍ତିକା ପାଢିଙ୍କୁ ପଚାରିବାରୁ ସେ କହିଛନ୍ତି, ପରୀକ୍ଷାର୍ଥୀଙ୍କ ରୋଳନଂ- ୭୩୫୦୧୫ ରହିଥିବା ବେଳେ ପରୀକ୍ଷା ସମୟରେ ଉକ୍ତ ପ୍ରକୋଷ୍ଠରେ ନିୟୋଜିତ ଇନଭିଜିଲେଟ ଅସାବଧାନବଶତଃ ପରୀକ୍ଷାର୍ଥୀଙ୍କ ରୋଳନଂ- ୭୩୮୦୧୫ ପରିବର୍ତେ ୪୩୮୦୧୫ ଦର୍ଶାଇଥିବାରୁ ପରୀକ୍ଷାର୍ଥୀଙ୍କ ପରୀକ୍ଷା ଫଳରେ ଅନୁପସ୍ଥିତ ରହିଛି । ପରୀକ୍ଷା ସମୟରେ ମୁଁ ଅଧ୍ୟକ୍ଷ ନଥିଲି, ତଥାପି ଘଟଣଶକୁ ଗମ୍ଭୀରତାର ସହ ବିଚାର କରି ଘଟଣା ନେଇ ବିଭାଗୀୟ ଉଚ୍ଚ କର୍ତୁପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି । ସଂପୃକ୍ତ ପରୀକ୍ଷାର୍ଥୀଙ୍କ ଭୁଲ ରୋଳନଂ ଦର୍ଶାଯାଇଥିବା ବିଷୟରେ ରାଜନୀତି ବିଜ୍ଞାନ ବିଷୟରେ ୬୦ ନମ୍ବର ରହିଥିବା ବେଳେ ଇଂରାଜୀରେ ୨୦ ମାର୍କ ରହିଥିବା କହିଛନ୍ତି । ଅନ୍ୟପକ୍ଷରେ ଗଣମଶଧ୍ୟମରେ ଖବର ପ୍ରକାଶନ ନକରିବାକୁ ଅନୁରୋଧ କରିଛନ୍ତି । ସଂପୃକ୍ତ ଛାତ୍ରୀଙ୍କ ସହ ଯୋଗାଯୋଗ କରିଥିଲେ ମଧ୍ୟ ସମ୍ଭବପର ହୋଇନପାରିବା ଯୋଗୁଁ ପରୀକ୍ଷାର୍ଥୀଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ । ବିଭାଗୀୟ ଉଚ୍ଚ କର୍ତୁପକ୍ଷ ଏ ଦିଗରେ ଦୃଷ୍ଟି ପ୍ରଦାନ କରି ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୁଦ୍ଧିଜୀବି ମହଲରେ ମତ ପ୍ରକାଶ ପାଇଛି । (ହିଞ୍ଜିଳିକାଟୁ/ଶେଷଦେବ ସାହୁ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

July 1, 2026
ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

July 1, 2026
ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

July 1, 2026
ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version