• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ପୁରୀ ଷ୍ଟେସନ ନିକଟରୁ ବ୍ରାଉନସୁଗାର ଜବତ ୧ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
September 2, 2025
in ଅପରାଧ, ଓଡ଼ିଶା, ପୁରୀ, ହୋମ୍
0
ପୁରୀ ଷ୍ଟେସନ ନିକଟରୁ ବ୍ରାଉନସୁଗାର ଜବତ ୧ ଗିରଫ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ନି:ପ୍ର :- ପୁରୀ ଷ୍ଟେସନ ନିକଟ ତାରିଣୀ ଛକରେ ବ୍ରାଉନସୁଗାର ବିକ୍ରି କରୁଥିବା ସମୟରେ କୁମ୍ଭାରପଡା ପୋଲିସ ଖବର ପାଇ ଅଭିଯୁକ୍ତକୁ ଧରିଥିଲେ । ମାଜିଷ୍ଟ୍ରେଟ ସୁଚିତ୍ରା ମାଝିଙ୍କ ଉପସ୍ଥିତରେ ଏହି ବ୍ରାଉନସୁଗାରକୁ ଜବତ କରାଯାଇଥିଲା । ୧୩.୪୦ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଏହାର ଆନୁମାନିକ ବଜାର ମୂଲ୍ଯ ୧ ଲକ୍ଷ ୩୫ ହଜାର ଟଙ୍କା ।

ଏ ସଂପର୍କରେ ଥାନାରେ କେସ ନମ୍ବର ୪୦୧/୨୫ରେ ମାମଲା ରୁଜୁ କରି ଅଭିଯୁକ୍ତ ଆଶୁତୋଷ ବେହେରା ( ୩୧)ଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । କୁମ୍ଭାରପଡା ଥାନା ପୋଲିସ ସକାଳ ୯ଟା ରେ ପେଟ୍ରୋଲିଂ କରୁଥିବା ବେଳ ଏହି ଘଟଣା ନଜରକୁ ଆସିଥିଲା ।

ଆଶୁତୋଷ ଠାରୁ ବ୍ରାଉନସୁଗାର ସମେତ ୨୫୦ ଟଙ୍କା ଓ ଗୋଟିଏ ଡିଜିଟାଲ ଓଜନ ଯନ୍ତ୍ର ପୋଲିସ ସିଜ କରିଛି । ଏହି ବ୍ରାଉନସୁଗାର ଖୋର୍ଦ୍ଧାରୁ ଆଣିଥିବା ସେ ମାନିଥିଲା । ତାନାମରେ କୁମ୍ଭାରପଡା ଓ ବ୍ରହ୍ମଗିରି ଥାନାରେ ମାମଲା ରହିଥିବା ଜଣାପଡିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026
ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version