• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଗଜପତି : ଜଙ୍ଗଲର ପଥର କୋରଡରୁ ବୃଦ୍ଧଙ୍କ ଶବ ଉଦ୍ଧାର…. ୩ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
September 2, 2025
in ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
ଗଜପତି : ଜଙ୍ଗଲର ପଥର କୋରଡରୁ ବୃଦ୍ଧଙ୍କ ଶବ ଉଦ୍ଧାର…. ୩ ଗିରଫ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) ନି:ପ୍ର :- ଗଜପତି ଜିଲ୍ଲା ଆର. ଉଦୟଗିରୀ ଥାନା ପୁରୁଣାପାଣି ପଂଚାୟତ କାଦମୂଳି ଗାଁ ନିକଟସ୍ଥ ପାହାଡ଼ରେ ବୃଦ୍ଧଙ୍କୁ ହତ୍ୟା କରି ପଥର କୋରଡରେ ଲୁଚାଇ ରଖିଥୁବା ଘଟଣାରେ ପୋଲିସ ୩ ଜଣ ଅଭିଯୁକ୍ତକୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ଦିଗପହଣ୍ଡି ଥାନା ଢେପଶଙ୍କରଖାଳି ଗାଁର ବୋଲି ଜଣାପଡ଼ିଛି ।

ମୃତ ଜଣଙ୍କ ହେଲେ ସେହିଁ ଗାଁର ଶିବ ନୟକ. ଘଟଣାରୁ ପ୍ରକାଶ, ଗତ ୨୫ ତାରିଖରେ ଅଭିଯୁକ୍ତମାନଙ୍କ ସହ ମୃତ ଶିବ ନାୟକ ମଦ୍ୟପାନ କରି ବଚସା ହେବା ପରେ ଅଭିଯୁକ୍ତମାନେ ଶିବକୁ ପଥରରେ ଛେଚି ହତ୍ୟା କରି ନିକଟସ୍ତ ପାହାଡ ଉପରେ ନେଇ ଏକ ପଥର କୋରଡ ଭିତରେ ଲୁଚାଇ ଦେଇଥିଲେ ।

ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରି କୌଣସି ସନ୍ଧାନ ନ ପାଇବା ପରେ ମୃତକଙ୍କ ଭାଇ ଆର. ଉଦୟଗିରି ଥାନାରେ ଲିଖୂତ ଅଭିଯୋଗ କରିଥିଲେ. ପୋଲିସ ଗାଁକୁ ଯାଇ କିଛି ଜଣଙ୍କୁ ଥାନାକୁ ଆଣି ତଦନ୍ତ କରିବା ପରେ ଘଟଣା ସାମ୍ନାକୁ ଆସିଥିଲା । ଅଭିଯୁକ୍ତମାନେ ହତ୍ୟା କରି ପଥର କୋରଡରେ ଲୁଚାଇ ରଖିଥିବା ପୋଲିସ ପାଖରେ ସ୍ୱୀକାର କରିଥିଲେ ।

ଅଭିଯୁକ୍ତମାନେ ହତ୍ୟା କରି ମୃତକକୁ ଲୁଚାଇ ରଖିଥୁବା ସ୍ଥାନ ଦେଖାଇବା ପରେ ପୋଲିସ ଘଟଣା ସ୍ଥଳକୁ ଯାଇ ପଥର କୋରଡ ଭିତରୁ ମୃତ ଦେହ ଜବତ କରି ହତ୍ୟାକାଣ୍ଡ ସଂପୃକ୍ତ ୩ ଜଣଙ୍କୁ ଗିରଫ କରାଯାଇଥିଲା ବୋଲି ଆର ଉଦୟଗିରି ଥାନା ଅଧିକାରୀ ଅଶ୍ୱିନୀ ଭିତିରିଆ ଗଣ ମାଧ୍ୟମ କୁ ସୂଚନା ସୂଚନା ଦେଇଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

March 14, 2026
ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version