• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ବନ ବିଭାଗକୁ ମିଳିଲା ବଡ଼ ଧରଣର ସଫଳତା…. ବିରଳ କଲରାପତରିଆ ବାଘକୁ ଶିକାର କରି ବାଘ ମାଂସ ଖାଇଥିବା ବାପା, ପୁଅ ଓ ପୁତୁରା ଗିରଫ

Proprietor Abhimanyu Maharana by Proprietor Abhimanyu Maharana
September 4, 2025
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ବନ ବିଭାଗକୁ ମିଳିଲା ବଡ଼ ଧରଣର ସଫଳତା…. ବିରଳ କଲରାପତରିଆ ବାଘକୁ ଶିକାର କରି ବାଘ ମାଂସ ଖାଇଥିବା ବାପା, ପୁଅ ଓ ପୁତୁରା ଗିରଫ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) ନି:ପ୍ର :- ବନ ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିବା ସହ ବିରଳ କଲରାପତରିଆ ବାଘ ଶିକାର ନେଇ ଅନେକ ରହସ୍ୟ ପର୍ଦାଫାଶ ହୋଇପାରିଛି. ଗଜପତି ଜିଲ୍ଲାରେ ବିରଳ କଲରାପତରିଆ ବାଘକୁ ଶିକାର କରି ଏହାର ମାଂସକୁ ଖାଇବା ଅଭିଯୋଗରେ ଗଜପତି ଜିଲ୍ଲାର ବାପା-ପୁଅଙ୍କ ସହ ପୁତୁରା ଗିରଫ ହୋଇଥିବା ସୂଚନା ମିଳିଛି. ପାରଳାଖେମୁଣ୍ଡି ଡିଏଫଓ କେ. ନାଗାରାଜୁ ଆମ ଗଜପତି ଜିଲ୍ଲା ପ୍ରତିନିଧି ତାରିଣୀ ପ୍ରସାଦ ପଣ୍ଡାଙ୍କୁ ଘଟଣା ନେଇ ସୂଚନା ଦେଇଛନ୍ତି ଯେ, ଏକ ବିରଳ କଲରାପତରିଆ ବାଘ ଛାଲ ଗଞ୍ଜାମ ଜିଲ୍ଲା ବନ ବିଭାଗ ଦ୍ୱାରା ଜବତ ହୋଇଥିଲା.

ବାଘ ଛାଲ ଚୋରାଚାଲାଣ କରୁଥିବା ଅଭିଯୋଗରେ ଗଜପତି ଜିଲ୍ଲାର ମୋହନା ବ୍ଲକ ଗୋଚ୍ଛାଗୋଡା ଗ୍ରାମର ଚିତ୍ରା ମଲ୍ଲିକଙ୍କ ସମେତ ଚୋରାଚାଲାଣକାରୀମାନଙ୍କୁ ଗିରଫ କରାଯାଇଥିଲା. ଏହି ଘଟଣା ନେଇ ବନ ବିଭାଗ ତରଫରୁ ସୁଚିନ୍ତିତ ଭାବେ ଗଞ୍ଜାମ ଓ ଗଜପତି ଜିଲ୍ଲାର ବନ ଅଧିକାରୀମାନଙ୍କୁ ନେଇ 2 ଗୋଟି ସ୍ୱତନ୍ତ୍ରଟିମ କରାଯାଇ ଗଜପତି ଜିଲ୍ଲାର ଚିତ୍ରାଙ୍କ ବୟାନ ଅନୁସାରେ ତାଙ୍କ ଘରେ ଚଢ଼ାଉ କରାଯାଇଥିଲା. ଚଢ଼ାଉ କରିବା ପୂବରୁ ଚିତ୍ରା ମଲ୍ଲିକ ସ୍ପଷ୍ଟ କରି କହିଥିଲେ ଯେ, ଗଜପତି ଜିଲ୍ଲାର ପି. ଗୋବିନ୍ଦପୁର ଜଙ୍ଗଲରୁ ବିରଳ କଲରାପତରିଆ ବାଘକୁ ଶିକାର କରିବା ପରେ ନିକଟସ୍ଥ ମକାବାଡ଼ରେ ବାଘଟିକୁ କଟାଯାଇ ତାର ମାଂସକୁ ରାନ୍ଧି ଖାଇବା ସହ ବଳକା ମାଂସକୁ ସମ୍ପର୍କୀୟମାନଙ୍କୁ ବଣ୍ଟନ କରିଥିଲେ.

ଏହାପରେ ବାଘ ଛାଲଟିକୁ 20 ଦିନ ପର୍ଯ୍ୟନ୍ତ ଶୁଖାଇ ରଖିବା ପରେ ବିକ୍ରୟ କରିବା ପାଇଁ ଯୋଜନା କରୁଥିବାବେଳେ ଗଞ୍ଜାମ ବନ ବିଭାଗ ଦ୍ୱାରା ଧରା ପଡ଼ିଥିଲେ. ଧରା ପଡିବା ପରେ ଅଧିକ ତଦନ୍ତ ପାଇଁ ବନ ବିଭାଗର ଦୁଇଟି ଟିମ୍ ଚିତ୍ରାଙ୍କ ଘରେ ଚଢ଼ଉ କରିଥିଲେ . ଏହି ଚଢ଼ାଉରେ ଚିତ୍ରାଙ୍କ ଘରେ ରହିଥିବା ପ୍ଲାଷ୍ଟିକ୍ ବୋତଲରେ ରଖା ଯାଇଥିବା କଲରାପତରିଆ ବାଘର ଚାରିଟି ଦାନ୍ତ, ଶିକାର ପାଇଁ ବ୍ୟବହୃତ ଗୋଟିଏ ଧନୁ ଓ ଗୋଟିଏ ଦେଶୀ ବନ୍ଧୁକ, ବିଭିନ୍ନ ପ୍ରକାର ଫାଶ, ମୋବାଇଲ୍ ଡିଭାଇସ୍ ଏବଂ ମୋବାଇଲ୍ ଫୋନ, ବ୍ଲୁ ଟୁଥ୍ ଗୋଟିଏ ଏବଂ ରକ୍ତ ଲାଗିଥିବା ଦା’ ଜବତ କରାଯାଇଥିଲା ବୋଲି ଗଜପତି ବନଖଣ୍ଡ ଅଧିକାରୀ କେ.ନାଗରାଜୁ ସୂଚନା ଦେଇ କହିଛନ୍ତିଯେ ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଚିତ୍ରା ମଲ୍ଲିକଙ୍କ ପୁଅ ଶୁକଦେବ ମଲ୍ଲିକ ପୁତୁରା ଲାଲୁ ମଲ୍ଲିକଙ୍କୁ ମଧ୍ୟ ଗିରଫ କରାଯାଇଛି.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version