ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) ନି:ପ୍ର :- ଗଜପତି ଜିଲ୍ଲାରେ ଲଗାତାର ବର୍ଷା ଯୋଗୁଁ ଆଜି ଗୁମ୍ମା ବ୍ଲକରେ ପାହାଡ଼ ଧସି ହୋଈ ପଡିଛି. ଯଦ୍ୱାରା ପାହାଡ଼ରୁ ପଥର ଓ ମାଟି ଅତଡ଼ା ଖସି ପଡିବା ଯୋଗୁଁ ରାସ୍ତା ଅବରୋଧ ହୋଇଛି. ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଠାରୁ ନାମନଗଡ଼ – ଅଜୟଗଡ଼ ଗ୍ରାମକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ପାହାଡ଼ ଧସି ପଡିଛି.















