• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲାସ୍ତରୀୟ ମୁଖ୍ୟ ମନ୍ତ୍ରୀ ଶିକ୍ଷା ପୁରସ୍କାର ବିତରଣ ସମାରୋହ ଉତ୍ସବ

Proprietor Abhimanyu Maharana by Proprietor Abhimanyu Maharana
September 7, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଜିଲ୍ଲାସ୍ତରୀୟ ମୁଖ୍ୟ ମନ୍ତ୍ରୀ ଶିକ୍ଷା ପୁରସ୍କାର ବିତରଣ ସମାରୋହ ଉତ୍ସବ
Share on FacebookShare on TwitterWhatsapp

ନୟାଗଡ (ଓଡ଼ିଶା ତାଜା ନ୍ୟୁଜ୍) ନି:ପ୍ର :-    ଗୁରୁଦିବସ ଅବସରରେ ଜିଲ୍ଲାସ୍ତରୀୟ ମୁଖ୍ୟ ମନ୍ତ୍ରୀ ଶିକ୍ଷା ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହେଇଥିଲା।  ଏହି ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ରୋଜିନା ଦାସ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଚିତ୍ତରଞ୍ଜନ ପାଣ୍ଡେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସନ୍ଧ୍ୟାରାଣୀ ରାଉତ, ବନଲତା ବେହେରା , ଡିଆଇଟିର ଅଧକ୍ଷ ଶ୍ରୀ ଯୁକ୍ତ ବିଜୟ କୁମାର ତ୍ରିପାଠୀ ଏବଂ ଆଠ ଗୋଟି ବ୍ଲକର ଗୋଷ୍ଠୀ ଶିକ୍ଷାଧିକାରୀ ଉପସ୍ଥିତ ରହି ସମ୍ବର୍ଦ୍ଧିତ ପ୍ରତିଭୂ ମାନକୁ ସମ୍ବର୍ଦ୍ଧିତ କରିଥିଲେ ।

ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ରୋଜିନା ଦାସ ସମାଜରେ ଶିକ୍ଷକ ମାନେ ଶିକ୍ଷାର୍ଥୀମାନଙ୍କର ପଥ ପ୍ରଦର୍ଶକ ହେବେ ହେବା ପାଇଁ ଉପଦେଶ ଦେଇଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଚିତ୍ତରଞ୍ଜନ ପାଣ୍ଡେ ଗୁରୁ ହିଁ ଆମ ସଂସ୍କୃତିର ଉର୍ଜା ବୋଲି ଅଭିଭାଷଣ ଦେଉଥିଲେ। ସ୍ବାଗତ ଅଭିଭାଷଣରେ ଆମରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସନ୍ଧ୍ୟାରାଣୀ ରାଉତ, ବନଲତା ବେହେରା ନିଜର ବ୍ୟକ୍ତଵ୍ୟ ରଖିଥିଲେ।ନୟାଗଡ଼ ଜିଲ୍ଲାର ବିଭିନ୍ନ ବ୍ଲକ୍‌ରୁ ୨୨ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଓ ଜଣେ ସିଆରସିସିଙ୍କୁ ପଞ୍ଚଶଖା ଶିକ୍ଷା-ସେତୁ ସମ୍ମାନରେ ସମ୍ମାନୀତ କରାଗଲା ନୟାଗଡ଼ ବାଳିକା ହାଇସ୍କୁଲଠାରେ ଏହି ସମ୍ମାନ ପ୍ରଦାନ ବିତରଣ ସମାରୋହ ଅନୁଷ୍ଠିତ ହୋଇଥିଲା ।

ଏଥିରେ ୭ ଜଣ ଏଲିମେଣ୍ଟାରି ଶିକ୍ଷକ ଓ ଶିକ୍ଷୟିତ୍ରୀ ସମ୍ମାନିତ ହେଲା ବେଳେ ହାଇସ୍କୁଲର ବିଭିନ୍ନ ବିଷୟରେ ୧୪ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଓ ଜଣେ ସିଆରସିସିଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାରେ ସାମିଲ୍ କରାଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ଲିସ୍ପା ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ବିଭାଗର ଶିକ୍ଷକ ପ୍ରତାପ କୁମାର ପରିଡ଼ା ମଞ୍ଚ ସଂଯୋଜନା କରିଥିଲେ ଓ ଡିପିଓ ଅନୀଲ ଦାସ ,ଦେବାଶିଷ ଆଚାର୍ଯ୍ୟ , ଅନ୍ୟାନ୍ୟ କର୍ମ ଚାରି ସହଯୋଗ କରିଥିଲେ । ନୟାଗଡ଼ ଅବସର ପ୍ରଧାନ ଶିକ୍ଷକ ଓ ବ୍ଲକ ଶିକ୍ଷା ଅଧିକାର ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

ଶିକ୍ଷା ବିଭାଗ ପକ୍ଷରୁ ଏଲିମେଣ୍ଟାରୀ ଶିକ୍ଷକମାନଙ୍କ ମଧ୍ୟରେ ଭାପୁର ବ୍ଲକ୍ ପଥରଚକଡ଼ା ୟୁପିଏସ୍ ସ୍କୁଲର ଅଳକା ବେହେରା, ଗଣିଆ ବ୍ଲକ୍ କିଶୋର ଚନ୍ଦ୍ର ନୋଡାଲ ବିଦ୍ୟାଳୟର ଶୋଭନ କୁମାର ପଣ୍ଡା, ଖଣ୍ଡପଡ଼ା ବ୍ଲକ୍‌ର ସରକାରୀ ପ୍ରାଇମେରି ସ୍କୁଲ ବାସୁଦେବପୁରରୁ ମୀନାକ୍ଷୀ ହୋତା, ନୟାଗଡ଼ ବ୍ଲକ୍‌ର ସରକାରୀ ଅପର୍-ପ୍ରାଇମେରି ସ୍କୁଲ-କଲେଜ ଲେନ୍‌ର ପ୍ରଦୀପ କୁମାର ସାହୁ, ନୂଆଗାଁ ବ୍ଲକ୍‌ର କରଡ଼ା ପ୍ରକଳ୍ପ ପ୍ରାଇମେରି ସ୍କୁଲ୍‌ର ଲିଖିତା ନାୟକ, ଓଡ଼ଗାଁ ବ୍ଳକ୍ ସରକାରୀ ୟୁଜି ହାଇସ୍କୁଲର ସନ୍ତୋଷ କୁମାର ସାହୁ ଓରଣପୁର ବ୍ଲକ୍‌ର ରମ୍ଭାବିଲ ନୋଡାଲ ୟୁପିଏସ୍ ସ୍କୁଲର ମାନସ କୁମାର ପଟ୍ଟନାୟକଙ୍କୁ ସମ୍ବଦ୍ଧିତ କରାଯିବସେହିପରି ହାଇସ୍କୁଲ ସ୍ତରରେ ଭାପୁର ବ୍ଲକ୍ କରବର କପିଳ ମାର୍ଥା ସରକାରୀ ହାଇସ୍କୁଲର ରୋଜାଲିନ୍ ପ୍ରିୟଦର୍ଶନୀ,

ନଟବର ବାଳିକା ହାଇସ୍କୁଲର ସବିତା ସାହୁ, ବାଇଗୁଣିଆ ହାଇସ୍କୁଲର ଆଶିଷ କୁମାର ପଟ୍ଟନାୟକ, ରଣପୁର ବ୍ଳକ୍ ସୁନାଖଳା ସରକାରୀ ହାଇସ୍କୁଲର ଶ୍ରୋତାମ୍ବିନୀ ଜେନା, ଲକ୍ଷ୍ମୀ ରଣସିଂହ ଓ ରଶ୍ମୀପ୍ରଭା ସାହୁଙ୍କୁ ଚୟନ କରାଯାଇଛି। ସେହିପରି ଓଡ଼ଗାଁ ବ୍ଲକ୍‌ର ରଘୁନାଥ ସରକାରୀ ଉଚ୍ଚ ବିଦ୍ୟାଳୟରୁ ନୀଳିମା ବାହିନୀପତି, କଜଳାଇପଲ୍ଲୀ ଉଚ୍ଚ ବିଦ୍ୟାଳୟରୁ ଘନଶ୍ୟାମ ରାଉତ, ଜନତା ହାଇସ୍କୁଲ ବାଙ୍କତରାରୁ ଦିପୁନ ଦଳବେହେରା, ଗଣିଆ ବ୍ଲକ୍‌ରୁ ଆଜ୍‌ସିପିବି ନୋଡାଲ ବିଦ୍ୟାପୀଠ ରାସଙ୍ଗର ଅନିତା ମହାପାତ୍ର ଓ ଲୋପାମୁଦ୍ରା ବେହେରା, ଖଣ୍ତପଡ଼ା ବ୍ଲକ୍ ସରକାରୀ ହାଇସ୍କୁଲ ଯୋଗିଆପଲ୍ଲୀରୁ ଯୋଗମାୟା ମହାପାତ୍ର ଓ ମାନସୀ କୁମାରୀ ସେଠୀ ଓ ଦଶପଲ୍ଲା ବ୍ଲକ୍ ସରକାରୀ ୟୁଜି ଉଚ୍ଚ ବିଦ୍ୟାଳୟ ନଛିପୁରର ରବୀନ୍ଦ୍ରନାଥ ନାୟକଙ୍କୁ ସମ୍ବଦ୍ଧିତ ହେଲେ। ସେହିପରି ପଞ୍ଚଶଖା ଶିକ୍ଷା ସେତୁ ସମ୍ମାନରେ ଓଡ଼ଗାଁ ବ୍ଳକ୍ କୋମଣ୍ଡ ନୋଡାଲ୍‌ର ସିଆର୍‌ସିସି ଲଳିତ ମୋହନ ମିଶ୍ରଙ୍କୁ ସମ୍ବଦ୍ଧନା ପ୍ରଦାନ କରାଗଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିପାଟଣାର ଛାତ୍ର ଅଂଶୁମାନ ୫୭୩ ରଖି ଖୋର୍ଦ୍ଧା ଜିଲ୍ଲାର ଟପର୍

ବାଲିପାଟଣାର ଛାତ୍ର ଅଂଶୁମାନ ୫୭୩ ରଖି ଖୋର୍ଦ୍ଧା ଜିଲ୍ଲାର ଟପର୍

May 4, 2026
୫୮ ତମ ବାର୍ଷିକ ଉତ୍ସବ ଓ ପୂର୍ଣାନନ୍ଦ ଭକ୍ତ ସମ୍ମିଳନୀ

୫୮ ତମ ବାର୍ଷିକ ଉତ୍ସବ ଓ ପୂର୍ଣାନନ୍ଦ ଭକ୍ତ ସମ୍ମିଳନୀ

May 4, 2026
ଆଜି ତିନିରଥ ନାହାକା ତୁମ୍ବ ଅଖ ବିନ୍ଧରେ ପନ୍ଦାରି ଏବଂ ବଳା ପିନ୍ଧା ଅନୁକୂଳ ସମ୍ପନ୍ନ

ଆଜି ତିନିରଥ ନାହାକା ତୁମ୍ବ ଅଖ ବିନ୍ଧରେ ପନ୍ଦାରି ଏବଂ ବଳା ପିନ୍ଧା ଅନୁକୂଳ ସମ୍ପନ୍ନ

May 4, 2026
Hectic Preparations on for 8th Raja Mahotsava in Gurugram

ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିପାଟଣାର ଛାତ୍ର ଅଂଶୁମାନ ୫୭୩ ରଖି ଖୋର୍ଦ୍ଧା ଜିଲ୍ଲାର ଟପର୍

ବାଲିପାଟଣାର ଛାତ୍ର ଅଂଶୁମାନ ୫୭୩ ରଖି ଖୋର୍ଦ୍ଧା ଜିଲ୍ଲାର ଟପର୍

May 4, 2026
୫୮ ତମ ବାର୍ଷିକ ଉତ୍ସବ ଓ ପୂର୍ଣାନନ୍ଦ ଭକ୍ତ ସମ୍ମିଳନୀ

୫୮ ତମ ବାର୍ଷିକ ଉତ୍ସବ ଓ ପୂର୍ଣାନନ୍ଦ ଭକ୍ତ ସମ୍ମିଳନୀ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version