• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ

Proprietor Abhimanyu Maharana by Proprietor Abhimanyu Maharana
September 7, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ
Share on FacebookShare on TwitterWhatsapp

ନୟାଗଡ (ଓଡ଼ିଶା ତାଜା ନ୍ୟୁଜ୍) ନି:ପ୍ର  :-  TPCODL ର ବିଶିଷ୍ଟ ଓ କର୍ତ୍ତବ୍ୟନିଷ୍ଟ, ଶାନ୍ତ, ସରଳ, ପରୋପକାରୀ ମୂଖ୍ୟ ଅପରେଟିଭ ଅଧିକାରୀ ଶ୍ରୀଯୁକ୍ତ ମନୋଜ କୁମାର ସିଂ ମହୋଦୟଙ୍କ ଚାକିରିରୁ ଅବସର ଗ୍ରହଣ କରିବା ଅବସରରେ ନୟାଗଡ ଜିଲ୍ଲା ବିଦ୍ୟୁତ୍ ଦେୟ ସଂଗ୍ରହ କରୁଥିବା ମହିଳା ସ୍ଵଂୟ ସହାୟିକା ଗୋଷ୍ଠୀ ସଂଘ ଙ୍କ ଅୟୋଜନ କ୍ରମେ ନୟାଗଡ ସ୍ଥିତ DRDA ସମ୍ମିଳନୀ କକ୍ଷରେ ବିଦାୟକାଳୀନ ଉତ୍ସବ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି ।ନୟାଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଞ୍ଜିନିୟର ଦେବାଶିଷ ପଟ୍ଟନାୟକ ମହୋଦୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ନିର୍ବାହୀ ଯନ୍ତ୍ରୀ ସନ୍ତୋଷ କୁମାର ମହାପାତ୍ର, SDO ପ୍ରତ୍ୟୁଷ ରଞ୍ଜନ ସାହୁ, SDO ତନ୍ମୟୀ ପୃଷ୍ଟି, SDO ମୋତି ଲାଲ ମହାନ୍ତ, ଏବଂ SDO ଅନିଲ କୁମାର ସାହୁ ଇତ୍ୟାଦି ଏ ଉତ୍ସବରେ ବରେଣ୍ୟ ଅତିଥି ଭାବେ ଯୋଗ ଦାନ କରି ଶ୍ରୀଯୁକ୍ତ ସିଂ ମହୋଦୟଙ୍କ ସାମାଜିକ ପ୍ରତିବଦ୍ଧତା, ଦାୟିତ୍ୱ, ଶୃଙ୍ଖଳା ଓ ଟିମ୍ ପରିଚାଳନା ତଥା ସେବା ଓ ତ୍ୟାଗ କୁ ଉଚ୍ଚ ପ୍ରଶଂସା କରିବା ସହିତ ତାଙ୍କର ଦୀର୍ଘାୟୁ କାମନା କରିଥଲେ।

TPCODL ନୟାଗଡର ସମସ୍ତ ଯନ୍ତ୍ରୀ, ସହକାରୀ ଯନ୍ତ୍ରୀ ଓ ଆଭା ଶକ୍ତି ଏ ଉତ୍ସବ ରେ ଯୋଗଦାନ କରି ଶ୍ରୀଯୁକ୍ତ ସିଂ ମହୋଦୟଙ୍କ ଚାକିରୀ ଜୀବନରେ ସମସ୍ତଙ୍କୁ ଦେଇଥିବା ପ୍ରେରଣା ଓ ତାଙ୍କର ଗଠନ ମୂଳକ ପରାମର୍ଶ ତଥା ସେବାକୁ ଉଚ୍ଚ ପ୍ରଶଂସା କରିଥିଲେ ଏବଂ ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ନିଜ ନିଜର ଦାୟିତ୍ୱ ସମ୍ପାଦନ କରିବା ପାଇଁ ଅନୁରୋଧ କରିଥିଲେ। ଶେଷରେ ଶ୍ରୀଯୁକ୍ତ କଳିଙ୍ଗ କେଶରୀ ଚାନ୍ଦ TPCODL,ନୟାଗଡ ମହୋଦୟ ଯୋଗଦାନ କରିଥିବା ସମସ୍ତ ଅତିଥି ଓ ଉପସ୍ଥିତ ବୁଦ୍ଧିଜୀବୀ, ମହିଳା ସ୍ଵଂୟ ସହାୟିକା ଗୋଷ୍ଠୀ ଓ ସାମ୍ବାଦିକଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିପାଟଣାର ଛାତ୍ର ଅଂଶୁମାନ ୫୭୩ ରଖି ଖୋର୍ଦ୍ଧା ଜିଲ୍ଲାର ଟପର୍

ବାଲିପାଟଣାର ଛାତ୍ର ଅଂଶୁମାନ ୫୭୩ ରଖି ଖୋର୍ଦ୍ଧା ଜିଲ୍ଲାର ଟପର୍

May 4, 2026
୫୮ ତମ ବାର୍ଷିକ ଉତ୍ସବ ଓ ପୂର୍ଣାନନ୍ଦ ଭକ୍ତ ସମ୍ମିଳନୀ

୫୮ ତମ ବାର୍ଷିକ ଉତ୍ସବ ଓ ପୂର୍ଣାନନ୍ଦ ଭକ୍ତ ସମ୍ମିଳନୀ

May 4, 2026
ଆଜି ତିନିରଥ ନାହାକା ତୁମ୍ବ ଅଖ ବିନ୍ଧରେ ପନ୍ଦାରି ଏବଂ ବଳା ପିନ୍ଧା ଅନୁକୂଳ ସମ୍ପନ୍ନ

ଆଜି ତିନିରଥ ନାହାକା ତୁମ୍ବ ଅଖ ବିନ୍ଧରେ ପନ୍ଦାରି ଏବଂ ବଳା ପିନ୍ଧା ଅନୁକୂଳ ସମ୍ପନ୍ନ

May 4, 2026
Hectic Preparations on for 8th Raja Mahotsava in Gurugram

ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିପାଟଣାର ଛାତ୍ର ଅଂଶୁମାନ ୫୭୩ ରଖି ଖୋର୍ଦ୍ଧା ଜିଲ୍ଲାର ଟପର୍

ବାଲିପାଟଣାର ଛାତ୍ର ଅଂଶୁମାନ ୫୭୩ ରଖି ଖୋର୍ଦ୍ଧା ଜିଲ୍ଲାର ଟପର୍

May 4, 2026
୫୮ ତମ ବାର୍ଷିକ ଉତ୍ସବ ଓ ପୂର୍ଣାନନ୍ଦ ଭକ୍ତ ସମ୍ମିଳନୀ

୫୮ ତମ ବାର୍ଷିକ ଉତ୍ସବ ଓ ପୂର୍ଣାନନ୍ଦ ଭକ୍ତ ସମ୍ମିଳନୀ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version