• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୂତନ ନୋଟାରୀ ନିଯୁକ୍ତି ପ୍ରକ୍ରିୟା ଶୀଘ୍ର ଆରମ୍ଭ ପାଇଁ ଆଇନ ମନ୍ତ୍ରୀଙ୍କ ନିର୍ଦ୍ଦେଶ

Proprietor Abhimanyu Maharana by Proprietor Abhimanyu Maharana
September 11, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ନୂତନ ନୋଟାରୀ ନିଯୁକ୍ତି ପ୍ରକ୍ରିୟା ଶୀଘ୍ର ଆରମ୍ଭ ପାଇଁ ଆଇନ ମନ୍ତ୍ରୀଙ୍କ ନିର୍ଦ୍ଦେଶ
Share on FacebookShare on TwitterWhatsapp

-ଅନଲାଇନରେ ରହିବ ନୋଟାରୀ ଓ ଆଇନଜୀବୀଙ୍କ ସମ୍ପୂର୍ଣ୍ଣ ଡାଟାବେସ

-ନୋଟାରୀମାନେ ନିୟମିତ କାର୍ଯ୍ୟର ବିବରଣୀ ଦାଖଲ କରିବେ

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର  :- ରାଜ୍ୟରେ ଆଇନ ପ୍ରକ୍ରିୟାକୁ ସହଜ ଓ ସରଳ କରିବା ଦିଗରେ ନୋଟାରୀ ଓ ଆଇନଜୀବୀଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି I ଏହି କ୍ରମରେ ନୂତନ ନୋଟାରୀ ନିଯୁକ୍ତି ଏବଂ ଅନଲାଇନ ଯୋଗେ ନୋଟାରୀ ଓ ଆଇନଜୀବୀଙ୍କ ଡାଟାବେସ ପ୍ରସ୍ତୁତ ନେଇ ଆଜି ଆଇନ ବିଭାଗ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି Iଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନୋଟାରୀ ଓ ଆଇନଜୀବୀଙ୍କ ଲାଗି ଏକ ସ୍ୱତନ୍ତ୍ର ୱେବ ପୋର୍ଟାଲ ବିଷୟରେ ଆଲୋଚନା ହୋଇଥିଲା I ଏହି ୱେବ ପୋର୍ଟାଲ ଜରିଆରେ ସବୁ ନୋଟାରୀ ଓ ଆଇନଜୀବୀଙ୍କୁ ପଞ୍ଜିକୃତ କରାଯିବ Iନୂଆ ନିଯୁକ୍ତି ଲାଗି ମଧ୍ୟ ନୋଟାରୀ ମାନେ ଏହି ପୋର୍ଟାଲ ଜରିଆରେ ଦରଖାସ୍ତ କରିପାରିବେ I ପରବର୍ତ୍ତୀ ସମୟରେ ନୋଟାରୀ ମାନେ ନିୟମିତ ନିଜ କାର୍ଯ୍ୟର ବିବରଣୀ ଏହି ପୋର୍ଟାଲ ଜରିଆରେ ଦାଖଲ କରିବା ନେଇ ବୈଠକରେ ଆଲୋଚନା ହୋଇଥିଲା I ଏଥି ସହିତ ସହଜ ବ୍ୟବହାର ଲାଗି ଏକ ମୋବାଇଲ ଆପ ପ୍ରସ୍ତୁତ ପାଇଁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପରାମର୍ଶ ଦେଇଥିଲେ Iଏହି ବୈଠକରେ ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ମାନସ ରଞ୍ଜନ ବାରିକ, ଅତିରିକ୍ତ ଶାସନ ସଚିବ ଶିବ ପ୍ରସାଦ ମହାପାତ୍ର, ଅରୁଣ କୁମାର ସାହୁ ଏବଂ ଯୁଗ୍ମ ଶାସନ ସଚିବ ଅଂଶୁମାନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ I

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
ବଙ୍ଗୋମୁଣ୍ଡା ସାମ୍ବାଦିକ ଭବନ ପାଇଁ ଭୂମି ପୂଜନ କଲେ ବିଧାୟକ – ଲକ୍ଷ୍ମଣ ବାଗ

ବଙ୍ଗୋମୁଣ୍ଡା ସାମ୍ବାଦିକ ଭବନ ପାଇଁ ଭୂମି ପୂଜନ କଲେ ବିଧାୟକ – ଲକ୍ଷ୍ମଣ ବାଗ

May 11, 2026
ତୁରେକେଲା ଥାନା ପରିସରରେ ମହିଳା ଓ ଶିଶୁମାନଙ୍କ ସଚେତନତା ପାଇଁ “ଜୁଭେଣ୍ଟିକା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁରେକେଲା ଥାନା ପରିସରରେ ମହିଳା ଓ ଶିଶୁମାନଙ୍କ ସଚେତନତା ପାଇଁ “ଜୁଭେଣ୍ଟିକା’ କାର୍ଯ୍ୟକ୍ରମ ଅନୁଷ୍ଠିତ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version