• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନେଶ୍ବରରେ ଏଫ୍ଏଲ୍ଓ ବଜାର ୨୦୨୫ ଉଦଘାଟିତ

Proprietor Abhimanyu Maharana by Proprietor Abhimanyu Maharana
September 12, 2025
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍
0
FLO Bazaar 2025 inaugurated in Bhubaneswar
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ନି :ପ୍ର  :- ଫିକିର ମହିଳା ଶାଖା ତଥା ଭାରତରେ ମହିଳା ମାନଙ୍କର ସର୍ବବୃହତ ଚାମ୍ବର ଅଫ କମର୍ସର ଓଡ଼ିଶା ଚାପ୍ଟର, ଫିକି ଏଫ୍ଏଲ୍ଓ ଭୁବନେଶ୍ବରରେ ଆଜି ଏହାର ଦୁଇ ଦିନିଆ ଏଫ୍ଏଲ୍ଓ ବଜାର ୨୦୨୫ ଉଦଘାଟନ କରିଛି । ମାନ୍ୟବର ଏମଏସଏମଇ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଅଗ୍ରଣୀ ଉଦ୍ୟୋଗୀ, ମାନ୍ୟଗଣ୍ୟ ବ୍ୟକ୍ତି ଓ ଏଫ୍ଏଲ୍ଓ ସଦସ୍ୟା ମାନଙ୍କ ଉପସ୍ଥିତିରେ ଏହି ବଜାର ଉଦଘାଟନ କରିଥିଲେ ।

ଚଳିତ ବର୍ଷ ସଂସ୍କରଣରେ ମହିଳା ଉଦ୍ୟୋଗୀ ଏବଂ ଗ୍ରାମାଞ୍ଚଳ ହସ୍ତତନ୍ତ ବୁଣାକାରଙ୍କ ଦ୍ଵାରା ୩୫ଟି ଷ୍ଟଲ ସ୍ଥାନ ପାଇଛି, ଯେଉଁଥିରେ ହସ୍ତତନ୍ତ, ହସ୍ତଶିଳ୍ପ, ୱେଲନେସ ଉତ୍ପାଦ ଏବଂ ସୋନ୍ଦର୍ୟ୍ଯ ସାମଗ୍ରୀ ଗୁଡିକର ଆକର୍ଷଣୀୟ ସମ୍ଭାର ପ୍ରଦର୍ଶିତ ହେଉଛି । ଏହି ଅବସରରେ ପ୍ରକାଶ କରି ଶ୍ରୀ ମଲ୍ଲିକ ଏଫ୍ଏଲ୍ଓ ଭୁବନେଶ୍ଵରର ପ୍ରୟାସକୁ ପ୍ରଶଂସା କରିଥିଲେ ଏବଂ ମହିଳା ଉଦ୍ୟୋଗୀଙ୍କୁ ସଶକ୍ତ କରିବାକୁ ଏକ ପ୍ରଭାବଶାଳୀ ମଞ୍ଚ ସୃଷ୍ଟି କରିବା ପାଇଁ ଚେୟାରପର୍ସନ ଡ଼ ପ୍ରଜ୍ଞା ପାରମିତା ମିଶ୍ରଙ୍କୁ ଅଭିନନ୍ଦନ ଜଣାଇଥିଲେ।

ଓଡ଼ିଶାର ଅଭିବୃଦ୍ଧିକୁ ଆଗେଇନେବ କ୍ଷେତ୍ରରେ ମହିଳା ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ସମ୍ପର୍କରେ ସେ ଜୋର୍ ଦେବା ସହିତ ଓଡ଼ିଶା ସରକାରଙ୍କ ଏମଏସଏମଇ ଯୋଜନା ଗୁଡିକ ଏବଂ ମହିଳା ଉଦ୍ୟୋଗୀଙ୍କ ନିମନ୍ତେ ସିଙ୍ଗଲ – ୱିଣ୍ଡୋ ସୁବିଧା ସମ୍ପର୍କରେ ଆଲୋକପାତ କରିଥିଲେ । ଏଫ୍ଏଲ୍ଓର ପ୍ରତିଷ୍ଠାତା ଚେୟାରପର୍ସନ ଧରିତ୍ରୀ ପଟ୍ଟନାୟକ ମହିଳା ଉଦ୍ୟୋଗୀମାନେ ସମ୍ମୁଖୀନ ହେଉଥିବା ଚାଲେଞ୍ଜ ସମ୍ପର୍କରେ ଏବଂ ଆଗକୁ ରହିଥିବା ପଥ ସମ୍ପର୍କରେ ଉଲ୍ଲେଖ କରିଥିଲେ।

ଓଡ଼ିଶାର ସମଗ୍ର ଗ୍ରାମାଞ୍ଚଳ, ସହରାଞ୍ଚଳ, ଆଦିବାସୀ ଏବଂ ଉପକୂଳ ଅଞ୍ଚଳରେ ମହିଳା ମାନଙ୍କୁ ସଶକ୍ତ କରିବାକୁ ଏଫ୍ଏଲ୍ଓର ନିରନ୍ତର ପ୍ରୟାସ ସମ୍ପର୍କରେ ସେ ଉଲ୍ଲେଖ କରିଥିଲେ ।
ଚେୟାରପର୍ସନ ଡ଼ ପ୍ରଜ୍ଞା ପାରମିତା ମିଶ୍ର ନୂତନ ଶିଖରରେ ପହଞ୍ଚିବା ନିମନ୍ତେ ମହିଳା ମାନଙ୍କୁ ସମର୍ଥନ କରିବା ନେଇ ଏଫ୍ଏଲ୍ଓ ଭୁବନେଶ୍ଵରର ପ୍ରତିବଦ୍ଧତା ସମ୍ପର୍କରେ ଉଲ୍ଲେଖ କରି କହିଥିଲେ ଯେ,

“ଏଫ୍ଏଲ୍ଓ ଏକ ମଜଭୁତ ପରିବ୍ୟବସ୍ଥା ସୃଷ୍ଟି କରିବାକୁ ଲକ୍ଷ୍ୟ ରଖିଛି ଯେଉଁଠାରେ ଅଧିକ ମହିଳା ଉଦ୍ୟୋଗୀ ଯୋଗ ଦେଇ ସେମାନଙ୍କର ଦକ୍ଷତାରେ ବୃଦ୍ଧି ଘଟାଇ ପାରିବେ ଏବଂ ଦୀର୍ଘସ୍ଥାୟୀ ବ୍ୟବସାୟ ନିର୍ମାଣ କରିବେ ।” ଉଦ୍ଘାଟନୀ ଦିବସରେ ବିପୁଳ ସଂଖ୍ୟାରେ ଜନସାଧାରଣଙ୍କୁ ଦେଖିବାକୁ ମିଲିଥିଲା ଏବଂ ଦର୍ଶକମାନେ ଆଗ୍ରହର ସହିତ ଆଗାମୀ ଦଶହରା ପାର୍ବଣ ନିମନ୍ତେ କିଣାକିଣି କରିଥିଲେ, ଏବଂ ଏଫ୍ଏଲ୍ଓ ବଜାରକୁ ମହିଳାଙ୍କ ନେତୃତ୍ୱରେ ପରିଚାଳିତ ଉଦ୍ୟୋଗ, ପରମ୍ପରା ଓ ସୃଜନଶୀଳତାର ଏକ ଚଳଚଞ୍ଚଳ ଉତ୍ସବ ପାଳନ କରି ଗଢି ତୋଲିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର, ୯୩ ୟୁନିଟ୍ ସଂଗୃହିତ

ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର, ୯୩ ୟୁନିଟ୍ ସଂଗୃହିତ

August 6, 2026
ରାଜ୍ୟ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଚାରି ଦଫା ସମ୍ବଳିତ ଦାବୀ ପତ୍ର

ରାଜ୍ୟ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଚାରି ଦଫା ସମ୍ବଳିତ ଦାବୀ ପତ୍ର

August 6, 2026
ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

August 5, 2026
ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ

ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ

August 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର, ୯୩ ୟୁନିଟ୍ ସଂଗୃହିତ

ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର, ୯୩ ୟୁନିଟ୍ ସଂଗୃହିତ

August 6, 2026
ରାଜ୍ୟ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଚାରି ଦଫା ସମ୍ବଳିତ ଦାବୀ ପତ୍ର

ରାଜ୍ୟ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଚାରି ଦଫା ସମ୍ବଳିତ ଦାବୀ ପତ୍ର

August 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version