• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟ ସ୍ତରୀୟ ବିଦ୍ୟାଳୟ ବକ୍ସିଙ୍ଗ୍, ମାଲ୍ ଖମ୍ବ ଓ ଜିମ୍ନାଷ୍ଟିକ୍ ପ୍ରତିଯୋଗିତା ପାଇଁ ପ୍ରସ୍ତୁତି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
September 13, 2025
in ଓଡ଼ିଶା, ପୁରୀ, ହୋମ୍
0
ରାଜ୍ୟ ସ୍ତରୀୟ ବିଦ୍ୟାଳୟ ବକ୍ସିଙ୍ଗ୍, ମାଲ୍ ଖମ୍ବ ଓ ଜିମ୍ନାଷ୍ଟିକ୍ ପ୍ରତିଯୋଗିତା ପାଇଁ ପ୍ରସ୍ତୁତି ବୈଠକ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ନି :ପ୍ର  :-  ପୁରୀ ଜିଲ୍ଲା ସ୍କୁଲ୍ ପରିସର ମଧ୍ୟରେ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ବକ୍ସିଙ୍ଗ୍, ମାଲ୍ ଖମ୍ବ ଓ ଜିମ୍ନାଷ୍ଟିକ୍ ପ୍ରତିଯୋଗିତା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଅଛି ।ଏହି ପ୍ରତିଯୋଗିତା ଆସନ୍ତା ତା -୧୭ ରୁ ୧୯ ରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏଥିରେ ସାରା ରାଜ୍ୟର ବିଭିନ୍ନ ଜିଲ୍ଲାରୁ ପ୍ରାୟ ୩୫୦ ରୁ ଊର୍ଦ୍ଧ୍ବ କ୍ରୀଡ଼ାବିତ୍ ଓ ୧୦୦ ରୁ କୋଚ୍, ମ୍ୟାନେଜର ତଥା ଅଫିସିଆଲ୍ ମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ଏହି ବୈଠକରେ ପୁରୀ ଜିଲ୍ଲାସ୍ଥ ବିଭିନ୍ନ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ଦକ୍ଷ କ୍ରୀଡା ଶିକ୍ଷକ ଶିକ୍ଷୟିତ୍ରୀ, କୋଚ୍ ଓ ବିଭିନ୍ନ ବିଭାଗୀୟ ଅଫିସିଆଲ୍ ଯୋଗ ଦେବା ସହ କ୍ରୀଡ଼ାବିତ୍ ଓ ଅନ୍ୟ ମାନଙ୍କର ସୁବିଧାରେ ରହିବା , ଖାଇବା ଓ କ୍ରୀଡ଼ା ପରିଚାଳନା କରିବା ଆଦି ସମ୍ପର୍କରେ ବିଭିନ୍ନ କମିଟି ପୁରୀ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ଦୀପକ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଗଠିତ ହୋଇଛି । ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ହିମାଂଶୁ ଭୁଷଣ ସମରଥ, ଶ୍ରୀ ଦ୍ବିତୀକାନ୍ତ ପ୍ରଧାନ,

ଜିଲ୍ଲାର ପ୍ରତ୍ୟେକ ବ୍ଲକର ବିଇଓ, ସୁବାସ ଚନ୍ଦ୍ର ସାହୁ, ରାମଚନ୍ଦ୍ର ମିଶ୍ର ପ୍ରଭୃତି ପ୍ରଧାନ ଶିକ୍ଷକ ଓ ଜିଲ୍ଲା ସ୍କୁଲ୍ ପୁରୀର ପ୍ରଧାନ ଶିକ୍ଷକ ଶ୍ରୀ ପ୍ରମୋଦ କୁମାର କର ପ୍ରଭୃତି ଯୋଗଦାନ କରି ସକ୍ରିୟ ଅଂଶ ଗ୍ରହଣ କରିଥିଲେ । ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଶ୍ରୀ ମହେନ୍ଦ୍ର କୁମାର ବିଶ୍ବାଳ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଶିକ୍ଷକ ଶ୍ରୀ ବିଦ୍ୟାଧର ମିଶ୍ର ସ୍ବାଗତ ଭାଷଣ ପ୍ରଦାନ ଓ ଶାରୀରିକ ଶିକ୍ଷା ଶିକ୍ଷକ ଶ୍ରୀ ନିହାର ରଞ୍ଜନ ପଲେଇ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

May 6, 2026
ସାଇ ବିଦ୍ୟାମନ୍ଦିର ରେ ୧୦ ଦିନିଆ ଗ୍ରୀଷ୍ମ ଶିବିର

ସାଇ ବିଦ୍ୟାମନ୍ଦିର ରେ ୧୦ ଦିନିଆ ଗ୍ରୀଷ୍ମ ଶିବିର

May 6, 2026
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

NSE launches Electronic Gold Receipts (EGRS) to strengthen India’s Gold Eco System

May 6, 2026
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

May 6, 2026
ସାଇ ବିଦ୍ୟାମନ୍ଦିର ରେ ୧୦ ଦିନିଆ ଗ୍ରୀଷ୍ମ ଶିବିର

ସାଇ ବିଦ୍ୟାମନ୍ଦିର ରେ ୧୦ ଦିନିଆ ଗ୍ରୀଷ୍ମ ଶିବିର

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version