• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକର ସମସ୍ୟା : ବାୟୁ ପ୍ରଦୂଷଣକୁ ନେଇ ହାଇକୋର୍ଟଙ୍କ ଉଦବେଗ, ଜବାବ ଦାଖଲ ପାଇଁ ନିର୍ଦ୍ଦେଶ – ଜଷ୍ଟିସ ସଙ୍ଗମ କୁମାର ସାହୁ ଓ ଜଷ୍ଟିସ ଭି.ନରସିଂହ

Proprietor Abhimanyu Maharana by Proprietor Abhimanyu Maharana
September 14, 2025
in ଓଡ଼ିଶା, କଟକ, ହୋମ୍
0
କଟକର ସମସ୍ୟା : ବାୟୁ ପ୍ରଦୂଷଣକୁ ନେଇ ହାଇକୋର୍ଟଙ୍କ ଉଦବେଗ, ଜବାବ ଦାଖଲ ପାଇଁ ନିର୍ଦ୍ଦେଶ – ଜଷ୍ଟିସ ସଙ୍ଗମ କୁମାର ସାହୁ ଓ ଜଷ୍ଟିସ ଭି.ନରସିଂହ
Share on FacebookShare on TwitterWhatsapp

କଟକ (ଓଡ଼ିଶା ତାଜା ନ୍ୟୁଜ୍) ନି :ପ୍ର  :- କଟକ ସହରରେ ବାୟୁ ପ୍ରଦୂଷଣର ସ୍ଥିତିକୁ ନେଇ ହାଇକୋର୍ଟ ଉଦବେଗ ପ୍ରକାଶ କରିଛନ୍ତି । ଜଷ୍ଟିସ ସଙ୍ଗମ କୁମାର ସାହୁ ଓ ଜଷ୍ଟିସ ଭି.ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠରେ କଟକ ସହର ସଂପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି ବେଳେ ବାୟୁ ପ୍ରଦୂଷଣ ଚରମ ସୀମାରେ ପହଞ୍ଚିଥିବା ଅଭିଯୋଗ ହୋଇଥିଲା । ସହରର ରାସ୍ତାଘାଟ ଧୂଳି ଓ ଧୂଆଁ ଦ୍ୱାରା ଆଚ୍ଛାଦିତ ହେଉଛି । ସଂଧ୍ୟାରେ ବାୟୁ ପ୍ରଦୂଷଣ ସ୍ଥିତି ଅଧିକ ଖରାପ ହୋଇପଡ଼ୁଥିବା ଦେଖିବାକୁ ମିଳୁଛି । ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ନିଷ୍କ୍ରିୟତାକୁ ? ନେଇ ମଧ୍ୟ ଅଭିଯୋଗ ହୋଇଥିଲା ।ହାଇକୋର୍ଟ ଏହି ପ୍ରସଂଗକୁ ଗୁରୁତ୍ୱର ସହିତ ଗ୍ରହଣ କରି ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ନିକଟରୁ ଜବାବ ତଲବ କରିଛନ୍ତି । କଟକ ସହରରେ ବାୟୁ ପ୍ରଦୂଷଣ ପାଇଁ ଦାୟୀ ବ୍ୟକ୍ତି, କର୍ତ୍ତୃପକ୍ଷ, ଶିଳ୍ପ ସଂସ୍ଥା ବିରୋଧରେ ୨୦୨୫, ଜାନୁଆରିରୁ କଣ ସବୁ ପଦକ୍ଷେପ ଗ୍ରହଣ କରାଯାଇଛି ସେ ନେଇ ନିର୍ଦ୍ଦିଷ୍ଟ ଭାବେ ସତ୍ୟପାଠରେ ଉଲ୍ଲେଖ କରିବାକୁ ବୋର୍ଡର ଆଞ୍ଚଳିକ ଅଧିକାରୀଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ପରିବେଶ ନିୟମାବଳୀ ପାଳନ ସୁନିଶ୍ଚିତ କରିବା ପାଇଁ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ କଣ ପଦକ୍ଷେପ ନିଆଯାଇଛି ଓ ଏହି ଅବଧି ଭିତରେ ନିୟମ ଉଲ୍ଲଂଘନାକାରୀଙ୍କ ବିରୋଧରେ କଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ସେ ନେଇ ଅବଗତ କରିବାକୁ ହାଇକୋର୍ଟ କହିଛନ୍ତି ।

ସେପ୍େଟମ୍ବର ୨୫ରେ ଏହି ପ୍ରସଂଗରେ ପରବର୍ତ୍ତୀ ଶୁଣାଣି ହେବ । ଆଗକୁ ଦୁର୍ଗାପୂଜା ଥିବା ବେଳେ ସେପ୍େଟମ୍ବର ୧୪ରୁ ମା କଟକ ଚଣ୍ଡୀଙ୍କ ସ୍ୱତନ୍ତ୍ର ରୀତିନୀତି ଓ ପୂଜା ଆରମ୍ଭ ହେବାକୁ ଥିବା ବେଳେ ନବୀକରଣ କାର୍ଯ୍ୟ କାରଣରୁ ଦର୍ଶନ ପାଇଁ ଆସିବାକୁଥିବା ଶ୍ରଦ୍ଧାଳୁ ଯେପରି କେ?ଣସି ଅସୁବିଧାର ସମ୍ମୁଖୀନ ନ ହେବେ ତାହା ସୁନିଶ୍ଚିତ କରାଯିବା ଉପରେ ହାଇକୋର୍ଟ ଗୁରୁତ୍ୱାରୋପ କରିଛନ୍ତି । ପୂଜା ପାଇଁ ସହରରେ ଭିଡ଼ ରହିବ । ଅନିୟନ୍ତ୍ରିତ ଭାରୀ ଯାନ ଚଳାଚଳ ପାଇଁ ଟ୍ରାଫିକ ସମସ୍ୟା ଦେଖା ଦେବାର ସମ୍ଭାବନା ରହିଛି ବୋଲି ଶୁଣାଣି ବେଳେ ଦର୍ଶାଯାଇଥିଲା ।

ଦୁର୍ଗାପୂଜା ବେଳେ ଟ୍ରାଫିକ୍ ପରିଚାଳନା ପାଇଁ କଣ ପଦକ୍ଷେପ ଗ୍ରହଣ କରାଯାଉଛି ସେ ନେଇ ସତ୍ୟପାଠ ଦାଖଲ କରିବାକୁ ଡିସିପିଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସେପ୍େଟମ୍ବର ୧୮ରେ ଏହି ପ୍ରସଂଗରେ ପରବର୍ତ୍ତୀ ଶୁଣାଣି ହେବ । ଏସସିବି ସହିତ ରାଜ୍ୟର ଅନ୍ୟ ସରକାରୀ ଡାକ୍ତରଖାନାରେ ରୋଗୀଙ୍କୁ ପ୍ରଦାନ କରାଯାଉଥିବା ଖାଦ୍ୟ ପ୍ରସଂଗରେ ସତ୍ୟପାଠ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଖାଦ୍ୟ ପ୍ରସ୍ତୁତ ଓ ଇନ୍‌?ଡୋର୍ ରୋଗୀଙ୍କୁ ଖାଦ୍ୟ ପ୍ରଦାନ ବେଳେ ସ୍ୱାସ୍ଥ୍ୟକର ପରିବେଶ ସୁନିଶ୍ଚିତ ପାଇଁ ଗ୍ରହଣ କରାଯାଉଥିବା ବ୍ୟବସା, ରୋଗୀଙ୍କ ପାଇଁ ଖାଦ୍ୟ ପର୍ଯ୍ୟାପ୍ତ ପ୍ରସଂଗ,

ଖାଦ୍ୟ ପ୍ରଦାନ ପ୍ରକ୍ରିୟା ପ୍ରସଂଗରେ ତଥ୍ୟ ଉଲ୍ଲେଖ କରି ସତ୍ୟପାଠ ଦାଖଲ ପାଇଁ ଏସସିବି ଅଧୀକ୍ଷକ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।ଆଗକୁ ଦୁର୍ଗାପୂଜା ଥିବା ବେଳେ ସେପ୍େଟମ୍ବର ୧୪ରୁ ମା କଟକ ଚଣ୍ଡୀଙ୍କ ସ୍ୱତନ୍ତ୍ର ରୀତିନୀତି ଓ ପୂଜା ଆରମ୍ଭ ହେବାକୁ ଥିବା ବେଳେ ନବୀକରଣ କାର୍ଯ୍ୟ କାରଣରୁ ଦର୍ଶନ ପାଇଁ ଆସିବାକୁଥିବା ଶ୍ରଦ୍ଧାଳୁ ଯେପରି କେ?ଣସି ଅସୁବିଧାର ସମ୍ମୁଖୀନ ନ ହେବେ ତାହା ସୁନିଶ୍ଚିତ କରାଯିବା ଉପରେ ହାଇକୋର୍ଟ ଗୁରୁତ୍ୱାରୋପ କରିଛନ୍ତି । ପୂଜା ପାଇଁ ସହରରେ ଭିଡ଼ ରହିବ ।

ଅନିୟନ୍ତ୍ରିତ ଭାରୀ ଯାନ ଚଳାଚଳ ପାଇଁ ଟ୍ରାଫିକ ସମସ୍ୟା ଦେଖା ଦେବାର ସମ୍ଭାବନା ରହିଛି ବୋଲି ଶୁଣାଣି ବେଳେ ଦର୍ଶାଯାଇଥିଲା । ଦୁର୍ଗାପୂଜା ବେଳେ ଟ୍ରାଫିକ୍ ପରିଚାଳନା ପାଇଁ କଣ ପଦକ୍ଷେପ ଗ୍ରହଣ କରାଯାଉଛି ସେ ନେଇ ସତ୍ୟପାଠ ଦାଖଲ କରିବାକୁ ଡିସିପିଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସେପ୍େଟମ୍ବର ୧୮ରେ ଏହି ପ୍ରସଂଗରେ ପରବର୍ତ୍ତୀ ଶୁଣାଣି ହେବ । ଶିଶୁ ଭବନ ଅଧୀକ୍ଷକ ପ୍ରଫେସର ଡାକ୍ତର ପ୍ରଭାକର ମିଶ୍ର ଦର୍ଶାଇଥିଲେ ଯେ ୨୦୨୫ ଅଗଷ୍ଟରେ ୧୭୧୪୦ ଓପିଡି ପଞ୍ଜୀକରଣ ମଧ୍ୟରୁ ୫୪୪ ଅନ୍ ଲାଇନରେ ହୋଇଥିଲା । ସେପ୍େଟମ୍ବର ମାସରେ ୧୦୮ ଅନ୍ ଲାଇନ ପଞ୍ଜୀକରଣ କରାଯାଇଛି । ସ୍ୱାସ୍ଥ୍ୟ ସଚିବ ଓ ଅନ୍ୟ ଅଧିକାରୀଙ୍କ ଏପରି ପଦକ୍ଷେପକୁ ହାଇକୋର୍ଟ ପ୍ରଶଂସା କରିଛନ୍ତି ।

ଥରେ ଅନ୍ ଲାଇନରେ ପଞ୍ଜୀକରଣ କରିଥିବା ରୋଗୀ? ଡାକ୍ତର ଦେଖାଇବା ପରେ ପୁନର୍ବାର ପରାମର୍ଶ ପାଇଁ ଆସିବା ସମୟରେ ତାଙ୍କ ପାଇଁ କଣ ବ୍ୟବସ୍ଥା ରହଛି ସେ ନେଇ ଅବଗତ କରିବାକୁ ଏସସିବି ଅଧୀକ୍ଷକଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ପରାମର୍ଶ କରିଥିବା ଡାକ୍ତରଙ୍କୁ ପୁଣି ଥରେ ଦେଖାଇବାକୁ ପାଇଁ ଚାହୁଁଥିବା ରୋଗୀଙ୍କ ପାଇଁ କଣ ବ୍ୟବସ୍ଥା ରହିଛି ସେ ନେଇ ସ୍ପଷ୍ଟ କରିବାକୁ ହାଇକୋର୍ଟ କହିଛନ୍ତି । ଆମିକସ କ୍ୟୁରି ବିଜୟ କୁମାର ଦାଶ, ଇଂଜିନିୟର ଏନ.କେ.ମହାନ୍ତି, ହାଇକୋର୍ଟ ବାର୍‌ ସଭାପତି ମନୋଜ କୁମାର ମିଶ୍ର, ସଂପାଦକ ଅଭିଜିତ ପଟ୍ଟନାୟକ, ଆଡଭୋକେଟ କମିଟି ସଦସ୍ୟ ସରୋଜ କୁମାର ପାଢୀ, ବିଭୁତି ଭୂଷଣ ଚୌଧୁରୀ, ମହମ୍ମଦ ଆରିଫଉଦ୍ଦିନ ଖାନ୍ ପ୍ରମୁଖ ମାମଲା ପରିଚାଳନା କରୁଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

April 30, 2026
ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version