• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ ବ୍ଲକ ଇଟାମାଟି ପଞ୍ଚାୟତ : ସୁସ୍ଥ ନାରୀ – ସଶକ୍ତ ପରିବାର ଅଭିଯାନ କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
September 19, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ ବ୍ଲକ ଇଟାମାଟି ପଞ୍ଚାୟତ : ସୁସ୍ଥ ନାରୀ – ସଶକ୍ତ ପରିବାର ଅଭିଯାନ କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

ନୟାଗଡ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ନୟାଗଡ ବ୍ଲକ ଇଟାମାଟି ପଞ୍ଚାୟତ ଅଧିନସ୍ଥ ଲଡୁପାତ୍ର ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପରିସରରେ ସୁସ୍ଥ ନାରୀ – ସଶକ୍ତ ପରିବାର ଅଭିଯାନ କାର୍ଯ୍ୟକ୍ରମ ଅଧୀନରେ ଏକ ସ୍ୱତନ୍ତ୍ର ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ପୁରୀ ଲୋକସଭା ସାଂସଦ ଡାକ୍ତର ସମ୍ବିତ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନାରୀ ସୁସ୍ଥ ହେଲେ ପରିବାର ସୁସ୍ଥ ହେବ ଓ ସେଥିପାଇଁ ଏହି ଅଭିଯାନକୁ ସମସ୍ତଙ୍କ ସହଯୋଗରେ ଶତପ୍ରତିଶତ ସଫଳ କରିବାକୁ ଆମେ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରତିବଦ୍ଧ ବୋଲି ମତପ୍ରକାଶ କରିଥିଲେ ।

ମହିଳା ଓ ଶିଶୁ ବିକାଶ ବିଭାଗ ତରଫରୁ ବି ପୋଷଣ ମାସ ଅଭିଯାନ ବି ଚାଲିଛି ଓ ଏହାର ସୁଯୋଗ ସମସ୍ତ ମହିଳା ଉଠାଇବା ଆବଶ୍ୟକ ବୋଲି ବୁଝାଇଥିଲେ । ସୁସ୍ଥ ନାରୀ – ସଶକ୍ତ ପରିବାର ଅଭିଯାନ କାର୍ଯ୍ୟକ୍ରମ ସେପ୍ଟେମ୍ବର ୧୭ ତାରିଖରୁ ଆରମ୍ଭ ହୋଇ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି କହିଥିଲେ। ସମାଜ ସବୁ ବର୍ଗର ଲୋକଙ୍କୁ ଏଥିରେ ସାମିଲ କରାଯାଇ ବ୍ୟାପକ ସଚେତନତା କରାଯିବ ଉପରେ ଜିଲ୍ଲାପାଳ ଅକ୍ଷ୍ୟୟ ସୁନୀଲ ଅଗ୍ରୱାଲ ଗୁରୁତ୍ଵାରୋପ କରିଥିଲେ ।

ଏହି ଅଭିଯାନ ମାଧ୍ୟମରେ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା ଉପଲବ୍ଧ ମାତୃତ୍ଵ ସେବା ସହିତ ମହିଳାମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା, ଅଣସଂକ୍ରାମକ ରୋଗର ଚିହ୍ନଟ, ଟୀକାକରଣ, ଟି.ବି. ଓ କର୍କଟ ପରୀକ୍ଷା, ସିକିଲ ସେଲ ଓ ଥାଲାସେମିଆ ପରୀକ୍ଷା ସହିତ ସ୍ୱାସ୍ଥ୍ୟ ସଚେତନତା । ଏଥି ସହିତ ବିଦ୍ୟାଳୟମାନଙ୍କରେ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ୟୁନିଟ୍ ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କର ସ୍ଵାସ୍ଥ୍ୟ ପରୀକ୍ଷା କରାଯିବ ।

ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ରରେ ବିଶେଷ ସେବା ପ୍ରଦାନ ପାଇଁ ବ୍ୟବସ୍ଥା ହୋଇଛି ବୋଲି ଆଲୋଚନା କରାଯାଇଥିଲା । ନୟାଗଡ ଜିଲ୍ଲାରେ ଅତି କମରେ ୨୫୦ ଜଣ ଯକ୍ଷ୍ମା ରୋଗୀଙ୍କୁ ପୋଷଣ କୀଟ ପହଞ୍ଚାଇବା ପାଇଁ ନିକ୍ଷୟ ମିତ୍ର ପଞ୍ଜୀକରଣ ଉପରେ ପଦକ୍ଷେପ ନେବାକୁ ପ୍ରତିଶୃତି ଦେଇଥିଲେ । ଏହି ଅଭିଯାନ ସମୟରେ ଲାଭାର୍ଥୀମାନେ ନିଜର ଆଧାର କାର୍ଡ କିମ୍ବା ଆଭା ନମ୍ବର ସହିତ ଯେକୌଣସି ସ୍ଵାସ୍ଥ୍ୟ କେନ୍ଦ୍ରମାନଙ୍କରେ ପହଁଚିଲେ ସୂଚାରୁରୂପେ ସେମାନଙ୍କର ପଞ୍ଜୀକରଣ ସହିତ ସ୍ଵାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା ପାଇଁ ପରାମର୍ଶ ଦିଆଯାଇପାରିବ ବୋଲି ମୁଖ୍ୟ ଜିଲ୍ଲା ଚିକିତ୍ସା ଏବଂ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୁଶାନ୍ତ କୁମାର ଦାସ କହିଥିଲେ ।

ସୁସ୍ଥ ନାରୀ – ସଶକ୍ତ ପରିବାର କାର୍ଯ୍ୟକ୍ରମ ଅଭିଯାନ ଶତ ପ୍ରତିଶତ ସଫଳତା ସୁରୁଖୁରୂରେ ଚାଲିବା ପାଇଁ ନିଷ୍ପତି ଗ୍ରହଣ କରିବାକୁ ପୂର୍ବତନ ସାଂସଦ ପ୍ରତ୍ୟୁଷା ରାଜେଶ୍ଵରୀ ସିଂହ କହିଥିଲେ । ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧୀକ୍ଷକ ଡାକ୍ତର ଜ୍ଞାନଜ୍ୟୋତି ଦାସ, ଇଟାମାଟି ପି.ଏଚ୍.ସିର ଚିକିତ୍ସା ଅଧିକାରୀ ଡାକ୍ତର ଦେବୀଦତ୍ତ ଦିବ୍ୟରଞ୍ଜନ ମିଶ୍ର, ବ୍ଲକ କାର୍ଯ୍ୟକ୍ରମ ପରିଚାଳିକା ନିବେଦିତା ପ୍ରଧାନ, ବରିଷ୍ଠ ଚିକିତ୍ସା ତଦାରଖକାରୀ ଦୀପକ ଦଳବେହେରା ଓ ସ୍ୱାସ୍ଥ୍ୟ ବିଭାଗର ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ସୁରେନ୍ଦ୍ର ପ୍ରଧାନ ସଭାକାର୍ଯ୍ୟ ପରିଚାଳନାରେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version