• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାମନାଗୁଡ଼ା ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୯ମ ପ୍ରତିଷ୍ଠା ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
September 21, 2025
in ଓଡ଼ିଶା, ରାୟଗଡା, ହୋମ୍
0
ରାମନାଗୁଡ଼ା ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୯ମ ପ୍ରତିଷ୍ଠା ଦିବସ ପାଳିତ
Share on FacebookShare on TwitterWhatsapp

ରାମନାଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୯ତମ ସ୍ଥାପନା ଦିବସ ଅବସରରେ ରାୟଗଡା ଜିଲ୍ଲା ରାମନାଗୁଡା ଓଡିଶା ଆଦର୍ଶ ବିଦ୍ୟାଳୟରେ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ର ୯ମ ପ୍ରତିଷ୍ଠା ଦିବସ ପାଳିତ ହୋଇଥିଲା । ବିଦ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ ଏହି ଅବସରରେ ଛାତ୍ରଛାତ୍ରୀ, ଶିକ୍ଷକମାନେ ଓ ଅଭିଭାବକମାନେ ବଡ଼ ଉତ୍ସାହରେ ଅଂଶଗ୍ରହଣ କରିଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ପ୍ରଣୀତ କୁମାର ଅଧିକାରୀ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରମନାଗୁଡ଼ା ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଜନ ମଲିକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଏଭିଏସ ର ଶିକ୍ଷା ଦୃଷ୍ଟିକୋଣ ଓ ଏହାର ଉନ୍ନତି ବିଷୟରେ ଆଲୋକପାତ କରିଥିଲେ ।

କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ରାମନାଗୁଡ଼ା ଭାରତୀୟ ଷ୍ଟେଟବ୍ୟାଙ୍କ ଶାଖା ମ୍ୟାନେଜର ଉଦିତ ନାରାୟଣ ବେବର୍ତ୍ତା ଓ ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ ବସୁଦେବ ପଣ୍ଡା ଯୋଗ ଦେଇଥିଲେ । କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିବା ଅତିଥି ମାନେ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରି ତାଙ୍କର ଭବିଷ୍ୟତ ଗଠନ ପାଇଁ ମୂଲ୍ୟବାନ ଉପଦେଶ ଦେଇଥିଲେ । ଏହି ଅବସରରେ ବିଦ୍ୟାଳୟରେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତା ଯଥା ବକ୍ତୃତା,ଚିତ୍ରାଙ୍କନ, ରଚନା, କବିତା ପାଠ,

ନୃତ୍ୟ ଓ ସଙ୍ଗୀତ ପ୍ରତିଯୋଗିତା ଆଦି ରେ ଅଂଶ ଗ୍ରହଣ କରିଥିବା କୃତି ଛାତ୍ରଛାତ୍ରୀମାନଙ୍କୁ ମାନପତ୍ର ଓ ପୁରସ୍କାର ଦେଇ ସମ୍ମାନିତ କରାଯାଇଥିଲା । ବିଦ୍ୟାଳୟରେ ଆୟୋଜିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଯଥା ସଙ୍ଗୀତ, ନୃତ୍ୟ ଆଦି ର ପରିବେଷଣ ଆକର୍ଷଣ ର ମୁଖ୍ୟ କେନ୍ଦ୍ର ବିନ୍ଦୁ ସାଜିଥିଲା । ଏଥି ସହିତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମ କୁ ସଫଲ୍ୟ ମଣ୍ଡିତ କରିବାରେ ସକ୍ରିୟ ଭୂମିକା ଗ୍ରହଣ କରିଥିଲେ । କାର୍ଯ୍ୟକ୍ରମର ଶେଷ ପର୍ଯ୍ୟାୟ ରେ ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସମାରୋହ ସାଙ୍ଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

July 23, 2026
ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version