ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା କୋର୍ଟ ସମ୍ମୁଖରେ ଘଟିଛି ଏକ ଅଭାବନିୟ ଘଟଣା। କୋର୍ଟ ହାଜତ କୁ ନେବା ବେଳେ ଖସି ପଳାଇଲା ଅଭିଯୁକ୍ତ। ପରିତ୍ୟକ୍ତି ଘର ଘର ଭିତରୁ ଅଭିଯୁକ୍ତକୁ କାବୁ କଲେ ଅବକାରୀ ପୋଲିସ। ସୂଚନା ଅନୁଯାଇ ଶନିବାର ଦାରିଙ୍ଗବାଡି ଅବକାରୀ ଅଧିକାରୀ ସାଗର ଭୋଇଙ୍କ ସମେତ ଅବକାରୀ ଟିମ ବାଇମାଲା ଚେକଗେଟ ନିକଟରେ ପେଟ୍ରୋଲିଂ କରୁଥିବା ବେଳେ ବାଲିଗୁଡ଼ାରୁ ଏକ ଅଟୋ ଯୋଗେ ତିନି ଜଣ ବ୍ୟକ୍ତି ୪୪ କେଜି ଗଞ୍ଜେଇ ଧରି ଯାଉଥିବା ବେଳେ ଅବକାରୀ ବିଭାଗ ମାଡ଼ି ବସିଥିଲା।















