• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଇ. ଏମ. ଟି ଫର୍ମାସୀ କଲେଜ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ

ପୁରୀ, ଗୋପାଳପୁର ସ୍ଥିତ ଆଇ. ଏମ. ଟି ଫାର୍ମାସୀ କଲେଜ ଆନୁକୂଲ୍ୟରେ

Proprietor Abhimanyu Maharana by Proprietor Abhimanyu Maharana
September 25, 2025
in ଓଡ଼ିଶା, ପୁରୀ, ହୋମ୍
0
ଆଇ. ଏମ. ଟି ଫର୍ମାସୀ କଲେଜ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ
Share on FacebookShare on TwitterWhatsapp

ପୁରୀ  (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଗୁରୁବାରଦିନ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅତ୍ୟନ୍ତ ଉତ୍ସାହର ସହିତ ପାଳିତ ହୋଇଛି । ସାରା ବିଶ୍ୱର ସ୍ୱାସ୍ଥ୍ୟସେବା ରେ ନିୟୋଜିତ ଫାର୍ମାସିଷ୍ଟ ତଥା ଭେଷଜ ବିଜ୍ଞାନୀ ମାନଙ୍କ ଉଦେଶ୍ୟରେ ଉତ୍ସର୍ଗୀକୃତ ଏହି ଦିବସର ଉତ୍ସବକୁ କଲେଜର ପ୍ରେକ୍ଷାଳୟରେ ଉଦଘାଟନ କରିଥିଲେ ପୁରୀ ଜିଲ୍ଲାର ଭେଷଜ ନିରୀକ୍ଷକ ଶ୍ରୀ ହିତେଶ କୁମାର ବେହେରା l

ସେ ଏହି ଅବସରରେ ଛାତ୍ର ଛାତ୍ରୀ ମାନଙ୍କୁ ଅଧ୍ୟୟନ, କୌଶଳ ଶିକ୍ଷଣ ତଥା ସନ୍ଦେହ ମୋଚନ ଠିକ୍ ସମୟରେ ଶିକ୍ଷକଙ୍କ ଦ୍ଵାରା କରାଇ ନେବାକୁ ଉପଦେଶ ଦେଇଥିଲେ। ଓଡ଼ିଶାରେ ଔଷଧ ଶିଳ୍ପ ର ଭବିଷ୍ୟତ ଅତ୍ୟନ୍ତ ଉଜ୍ଜ୍ୱଳ ବୋଲି କହିଥିଲେ l ଇତ୍ୟବସରରେ, କଲେଜର ନିର୍ଦ୍ଦେଶକ ଶ୍ରୀ ମନୋଜ କୁମାର ରଥ, ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କର୍ତ୍ତବ୍ୟରତ ଫାର୍ମାସିଷ୍ଟ ଅଫିସର ମାନଙ୍କୁ ଉପଢୌକନ ପ୍ରଦାନପୁର୍ବକ ସମ୍ମାନିତ କରିଥିଲେ ।

ଏହି ଉତ୍ସବରେ ସମ୍ମନିତ ଅତିଥି ଓ ଫାର୍ମାସିଷ୍ଟ ଯଥା, କାଳୀ ପ୍ରସନ୍ନ ମିଶ୍ର, ମୁକେଶ କୁମାର ସାହୁ, ଝରଣା କଳାପାହାଡ଼, ରୋଜାଲିନ ରଥ ଓ ସମ୍ବିତ କୁମାର ପ୍ରଧାନ ଯୋଗଦାନ କରି ଛାତ୍ର ଛାତ୍ରୀ ମାନଙ୍କୁ ନୈତିକତା ଓ ଧର୍ଯ୍ୟର ସହ ସେବା ତଥା କର୍ତ୍ତବ୍ୟ ପାଳନ ହିଁ ଉତ୍ତମ ଫାର୍ମାସିଷ୍ଟ ଓ ଉତ୍କୃଷ୍ଟ ଫାର୍ମାସିଷ୍ଟ ସେବା ବୋଲି ମତାମତ ଦେଇଥିଲେ ।
ବିଶ୍ୱ ଫାର୍ମାସିଷ୍ଟ ଦିବସ ଉତ୍ସବରେ ଉଦବୋଧନ ଦେଇଥିଲେ କଲେଜର ଆଇ.କ୍ୟୁ.ଏ.ସି. ନିର୍ଦ୍ଦେଶକ ଡ଼ଃ ପ୍ରକାଶ ଚନ୍ଦ୍ର ସେନାପତି ଉପାଧକ୍ଷ ଡ଼. ତୁଷାର ରଞ୍ଜନ ମହାପାତ୍ର, ଆଇ.ଏମ୍.ଟି.ର ବିଭାଗ ମାନଙ୍କର ମୁଖ୍ୟ ଯଥା ପ୍ରାଧ୍ୟାପକ ଡ଼ଃ ନିଗମ ଜ୍ୟୋତି ମାଈତି, ସମୀର କୁମାର ପାତ୍ର, ଜଗନ୍ନାଥ ପ୍ରସାଦ ମିଶ୍ର ତଥା ଅଧ୍ୟାପକ ସ୍ମୃତିକ କୁମାର ଦାସ, ଦେବଦତ୍ତ ସାହୁ, ଦେବାଶିଷ ଦାସ, ରାଜଲକ୍ଷ୍ମୀ ସ୍ଵାଇଁ, ପାର୍ଥସାରଥୀ ପାତ୍ର ଓ ସମସ୍ତ ଅଧ୍ୟାପକ ଗଣ ।

ଏହି ଉତ୍ସବରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସଂଗୀତ, ନୃତ୍ୟ ପରିବେଶଣ ଓ ଏକ କ୍ଷୁଦ୍ର ନାଟ୍ୟ ପ୍ରସ୍ତୁତ କରାଯାଇଥିଲା। ଏହି ସଭା ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ଅଧ୍ୟାପିକା ଜ୍ୟୋତିର୍ମୟି ଦାଶ ଏବଂ ମଞ୍ଚ ପରିଚାଳନା କରିଥିଲେ ଚନ୍ଦ୍ରକାନ୍ତ ଜେନା, ନିରଞ୍ଜନ ନାୟକ, ଆଦିତ୍ୟ୍ ପ୍ରଧାନ ଓ ଅନ୍ୟ କର୍ମକର୍ତ୍ତା ଗଣ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
TANISHQ INTRODUCES DIAMOND EXPERTISE CENTRE ACROSS THREE STORES IN ODISHA, REDEFINING TRANSPARENCY IN DIAMOND BUYING

TANISHQ INTRODUCES DIAMOND EXPERTISE CENTRE ACROSS THREE STORES IN ODISHA, REDEFINING TRANSPARENCY IN DIAMOND BUYING

August 3, 2026
ସ୍ବାଧୀନତା ଦିବସ ପାଳନ ନିମନ୍ତେ ରାଉରକେଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ

ପଞ୍ଚାୟତିରାଜ, ପାନୀୟ ଜଳ ଓ ପରିମଳ ବିଭାଗର ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ

August 3, 2026
ଚୋରି ଓ ଛିନତାଇ ମାମଲାରେ ରାଉରକେଲା ପୋଲିସ୍ ଦ୍ବାରା ୨ ନାବାଳକଙ୍କ ସମେତ ୩ ଗିରଫ ଏବଂ ଚୋରି ସାମଗ୍ରୀ ଜବତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

TANISHQ INTRODUCES DIAMOND EXPERTISE CENTRE ACROSS THREE STORES IN ODISHA, REDEFINING TRANSPARENCY IN DIAMOND BUYING

TANISHQ INTRODUCES DIAMOND EXPERTISE CENTRE ACROSS THREE STORES IN ODISHA, REDEFINING TRANSPARENCY IN DIAMOND BUYING

August 3, 2026
ସ୍ବାଧୀନତା ଦିବସ ପାଳନ ନିମନ୍ତେ ରାଉରକେଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ

ପଞ୍ଚାୟତିରାଜ, ପାନୀୟ ଜଳ ଓ ପରିମଳ ବିଭାଗର ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ

August 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version