• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମହିଳା ଡିଗ୍ରୀ ମହାବିଦ୍ୟାଳୟର ମୁଖ୍ୟ ଫାଟକ ସମ୍ମୁଖରେ : ଅଳିଆ ଆବର୍ଜନା ଫିଙ୍ଗୁଥିବାରୁ – ଏନ୍‌ଏସିର ଡ଼ମ୍ଫିୟାର୍ଡ଼ ପାଲଟିଛି

ମାସ ମାସ ଧରି ପଡ଼ି ରହୁଛି ଅଳିଆ ଆବର୍ଜନା, ପରିମଳ ବି ବ୍ୟବସ୍ଥା ବିପର୍ଯ୍ୟସ୍ତ

Proprietor Abhimanyu Maharana by Proprietor Abhimanyu Maharana
September 25, 2025
in Uncategorized
0
Share on FacebookShare on TwitterWhatsapp

ବେଲପଡ଼ା  (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :-  ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ସହରର କେନ୍ଦ୍ରସ୍ଥଳରେ ରହିଛି କଣ୍ଟାବାଞ୍ଜି ଡିଗ୍ରୀ ମହିଳା ମହାବିଦ୍ୟାଳୟ I ଏହି ମହାବିଦ୍ୟାଳୟର କ୍ୟାମ୍ପସ୍‌ରେ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମଧ୍ୟ ରହିଛି I ଏହା ଏକ ସର୍ବ ପୁରାତନ ଶିକ୍ଷାନୁଷ୍ଠାନ I ତେବେ ମହିଳା ଡିଗ୍ରୀ ମହାବିଦ୍ୟାଳୟର ମୁଖ୍ୟ ଫାଟକ ସମ୍ମୁଖରେ କେତେକ ବ୍ୟବସାୟୀ ଜନସାଧାରଣ ଅଳିଆ ଆବର୍ଜନା ଫିଙ୍ଗୁଥିବାରୁ ଏହି ସ୍ଥାନ ଏନ୍‌ଏସିର ଡ଼ମ୍ଫିୟାର୍ଡ଼ ପାଲଟିଛି I ମୁଖ୍ୟ ଫାଟକ ସମ୍ମୁଖରେ ମାସ ମାସ ଧରି ଅଳିଆ ଆବର୍ଜନା ପଡ଼ି ରହିଥିବାରୁ ପଚାସଢା ଦୁର୍ଗନ୍ଧରେ ଅଧ୍ୟୟନରତ ଛାତ୍ରୀମାନେ ଅସ୍ୱାସ୍ଥ୍ୟକର ପରିବେଶ ମଧ୍ୟରେ ରହୁଛନ୍ତି I

ସେହିପରି ମୁଖ୍ୟ ଫାଟକ ସମ୍ମୁଖରେ ଏକ ମିକ୍ସଚର ଫାକ୍ଟ୍ରି ରହିଥିବାରୁ ଏହାର ମସଲାଯୁକ୍ତ ଧୂଆଁରେ କ୍ୟାମ୍ପସ ପରିବେଶ ନଷ୍ଟ ହେଉଛି I ଏହାଛଡ଼ା ମୁଖ୍ୟ ଫାଟକ ସମ୍ମୁଖରେ ବଡ଼ ବଡ଼ ହୋଲସେଲର ଦୋକାନ ରହିଥିବାରୁ ଗାଡ଼ି ମୋଟର ପାର୍କିଂ ଯୋଗୁ ଅନେକ ସମୟରେ ଟ୍ରାଫିକ ସମସ୍ୟା ଉପୁଜୁଛି I ଫଳରେ ଛାତ୍ରୀମାନଙ୍କ ଯିବା ଆସିବାରେ ଅସୁବିଧା ହେଉଛି I

ମହାବିଦ୍ୟାଳୟ ସମ୍ମୁଖ ଅଞ୍ଚଳରେ ସରକାରୀ ଜମି ଥିବାରୁ ସର୍ବସାଧାରଣ ସେଠାରେ ଅଳିଆ ଫିଙ୍ଗୁଥିବା ଦେଖିବାକୁ ମିଳୁଛି I ନିକଟରେ ଥିବା ଡେ଼ଲି ମାର୍କେଟର ବ୍ୟବସାୟୀ ମଧ୍ୟ ବର୍ଯ୍ୟ ବସ୍ତୁ ଏଠାରେ ଫିଙ୍ଗିବାକୁ ପଛାଉନାହାନ୍ତି I ପରିମଳ ବ୍ୟବସ୍ଥାକୁ ନେଇ ମହାବିଦ୍ୟାଳୟ ତରଫରୁ ଅନେକଥର ଏନଏସିର ବିଭାଗୀୟ ଇନ୍ସପେକ୍ଟର ଏବଂ ସଫେଇ କର୍ମଚାରୀଙ୍କ ଦୃଷ୍ଟି ଆକର୍ଷଣ କରାଗଲେ ସୁଦ୍ଧା କୌଣସି ପଦକ୍ଷେପ ନିଆଯାଉନାହିଁ I ଫଳରେ ଛାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି I

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

June 9, 2026
ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

June 9, 2026
ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SIR) ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SIR) ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ

June 9, 2026
କ୍ୟାବିନେଟ୍ ବୈଠକ : ୫ଟି ବିଭାଗର ୧୦ ଟି ପ୍ରସ୍ତାବ ଅନୁମୋଦିତ

କ୍ୟାବିନେଟ୍ ବୈଠକ : ୫ଟି ବିଭାଗର ୧୦ ଟି ପ୍ରସ୍ତାବ ଅନୁମୋଦିତ

June 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

June 9, 2026
ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

June 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version