• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଗଜପତି;ଦୁଷ୍କର୍ମ ମାମଲାରେ ୧୦ବର୍ଷ ସଜା ପାଇଲେ ଅଭିଯୁକ୍ତ

Proprietor Abhimanyu Maharana by Proprietor Abhimanyu Maharana
September 27, 2025
in ଅପରାଧ, ଓଡ଼ିଶା, ହୋମ୍
0
ପୂର୍ବ ଶତ୍ରୁତାରୁ ଆକ୍ରମଣ ମାମଲାରେ ଦୋଷୀ ସିଦ୍ଧ ହେଲେ ଅଭିଯୁକ୍ତ ଏକ ବର୍ଷ ପର୍ଯ୍ୟନ୍ତ ନଜରବନ୍ଦୀ ରହିବେ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି  (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଦିନକୁ ଦିନ ସମାଜରେ ନାରୀ ନିର୍ଯ୍ୟାତନା ବୃଦ୍ଧି ପାଇବାରେ ଲାଗିଛି। ସେହିଭଳି ଏକ ସମ୍ବେଦନଶୀଳ ମାମଲା ୨୦୨୨ ମସିହାରେ ଗଜପତି ଜିଲ୍ଲା ଅନ୍ତର୍ଗତ ଗାରାବନ୍ଧ ଥାନା ଅଞ୍ଚଳରୁ ଆସିଥିଲା। ଯେଉଁଥିରେ ପିଡ଼ିତା ତାଙ୍କ ସହ ଦୁଷ୍କର୍ମ କରାଯିବା ସହ ତାଙ୍କର ଫୋଟୋ ଭାଇରାଲ କରି ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରିବା ସହ ଜୀବନରେ ମାରିବା ନିମନ୍ତେ ଧମକ ଦେବା ନେଇ ଅଭିଯୁକ୍ତ ମାଣ୍ଡାଲୁ ବାଲୁ ନାମରେ ଏକ ସଙ୍ଗିନ ଅଭିଯୋଗ ଆଣିଥିଲେ।

ପରେ ଗାରାବନ୍ଧ ଥାନାରେ ଏକ ମାମଲା ରୁଜୁ ହୋଇଥିଲା ଓ ତତ୍କାଳୀନ ଇନ୍ସପେକ୍ଟର ସର୍ବେଶ୍ୱର ସାମନ୍ତରାୟ ଉକ୍ତ ମାମଲାର ତଦନ୍ତ କରି ଉକ୍ତ ଆସାମୀଙ୍କୁ କୋର୍ଟ ଚାଲାଣ କରିଥିଲେ। ୨୧ଜଣ ସାକ୍ଷୀଙ୍କ ବଳିଷ୍ଠ ବୟାନ ତଥା ପ୍ରମାଣକୁ ଭିତ୍ତି କରି ଏହି ମାମଲାର ଶୁଣାଣି କରି ମାନ୍ୟବର ସିଜେଏମ୍ ତଥା ଆସିଷ୍ଟାଣ୍ଟ ସେସନ ଜଜ ଶ୍ରୀ ନରୋତ୍ତମ ସେଠୀ ଭାରତୀୟ ପିଙ୍ଗଳ କୋଡ଼ର ଧାରା ୩୭୬(୧) (ଦୁଷ୍କର୍ମ କରିବା), ଧାରା ୪୫୦ (ଘରେ ପଶି ଅପରାଧ କରିବା),

ଧାରା ୫୦୬ (ଧମକ ଦେବା) ରେ ଉକ୍ତ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଯଥାକ୍ରମେ ଦୁଷ୍କର୍ମ ପାଇଁ ୧୦ବର୍ଷ ସଶ୍ରମ କାରାଦଣ୍ଡ ଓ ୩୦ହଜାର ଟଙ୍କା ଜୋରିମାନା, ଘରେ ପଶି ଅପରାଧ ଘଟାଇବା ପାଇଁ ଦୁଇ ବର୍ଷ ସଶ୍ରମ କାରାଦଣ୍ଡ ଓ ପାଞ୍ଚ ହଜାର ଟଙ୍କା ଜୋରିମାନା ତଥା ଧମକ ଦେବା ମାମଲାରେ ଛ ମାସ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଜୋରିମାନା ଅନାଦେୟ ଅଧିକ କାରାଦଣ୍ଡ ଭୋଗ କରିବା ନିମନ୍ତେ ବିଚାରପତି ନିଜର ରାୟ ରେ ଉଲ୍ଲେଖ କରିଛନ୍ତି। ଘଟଣାର ଗମ୍ଭୀରତାକୁ ନଜରରେ ରଖି ପ୍ରସିକ୍ୟୁସନ ବିଭାଗର ଉପନିର୍ଦେଶକ ଅଜିତ ପଟ୍ଟନାୟକ ଓ ସହ ନିର୍ଦ୍ଦେଶକ ଡ଼ି.ଅନୁପରାଜ ଆଚାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସରକାରଙ୍କ ପକ୍ଷରୁ ଏପିପି ଶ୍ରୀ ପି. ପ୍ରସାଦ ରାଓ ଏହି ମାମଲାର ସଫଳ ପରିଚାଳନା କରିଥିବାର ଖବର ଭାରପ୍ରାପ୍ତ କ୍ୟାଡ଼ର ପବ୍ଲିକ ପ୍ରସିକ୍ୟୁଟର ରାଜେଶ କୁମାର ମିଶ୍ର ସୂଚନା ଦେଇଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁରରେ ନବ ଭାରତ ସାକ୍ଷରତା ସଚେତନତାର ନିଆରା ପ୍ରୟାସ

ରଣପୁରରେ ନବ ଭାରତ ସାକ୍ଷରତା ସଚେତନତାର ନିଆରା ପ୍ରୟାସ

September 13, 2026
ପାରଳାଖେମୁଣ୍ଡି ଠାରେ ନୂତନ ଭାବେ ନିର୍ମାଣଧିନ ଜଗନ୍ନାଥଙ୍କ ମନ୍ଦିର ପାଇଁ ଆସିଲା ଚାରି ଦ୍ୱାରବନ୍ଧ ଶହ ଶହ ଭକ୍ତଙ୍କ ଉପସ୍ଥିତିରେ ଭବ୍ୟ ସ୍ୱାଗତ

ପାରଳାଖେମୁଣ୍ଡି ଠାରେ ନୂତନ ଭାବେ ନିର୍ମାଣଧିନ ଜଗନ୍ନାଥଙ୍କ ମନ୍ଦିର ପାଇଁ ଆସିଲା ଚାରି ଦ୍ୱାରବନ୍ଧ ଶହ ଶହ ଭକ୍ତଙ୍କ ଉପସ୍ଥିତିରେ ଭବ୍ୟ ସ୍ୱାଗତ

September 13, 2026
ଗଜପତି ଜିଲ୍ଲା ତୃତୀୟଲିଙ୍ଗୀ ସମାଜ ତରଫରୁ ନୂତନ ଉପ ଜିଲ୍ଲାପାଳଙ୍କୁ ସ୍ୱାଗତ

ଗଜପତି ଜିଲ୍ଲା ତୃତୀୟଲିଙ୍ଗୀ ସମାଜ ତରଫରୁ ନୂତନ ଉପ ଜିଲ୍ଲାପାଳଙ୍କୁ ସ୍ୱାଗତ

September 13, 2026
ପାରଳାଖେମୁଣ୍ଡି ରାଜ୍ୟ ଗାଁସାଥୀ (ମେଟ) ମଜଦୂର ସଂଘ ଗଜପତି ଜିଲ୍ଲା ଶାଖାର ବିଭିନ୍ନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ

ପାରଳାଖେମୁଣ୍ଡି ରାଜ୍ୟ ଗାଁସାଥୀ (ମେଟ) ମଜଦୂର ସଂଘ ଗଜପତି ଜିଲ୍ଲା ଶାଖାର ବିଭିନ୍ନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ

September 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁରରେ ନବ ଭାରତ ସାକ୍ଷରତା ସଚେତନତାର ନିଆରା ପ୍ରୟାସ

ରଣପୁରରେ ନବ ଭାରତ ସାକ୍ଷରତା ସଚେତନତାର ନିଆରା ପ୍ରୟାସ

September 13, 2026
ପାରଳାଖେମୁଣ୍ଡି ଠାରେ ନୂତନ ଭାବେ ନିର୍ମାଣଧିନ ଜଗନ୍ନାଥଙ୍କ ମନ୍ଦିର ପାଇଁ ଆସିଲା ଚାରି ଦ୍ୱାରବନ୍ଧ ଶହ ଶହ ଭକ୍ତଙ୍କ ଉପସ୍ଥିତିରେ ଭବ୍ୟ ସ୍ୱାଗତ

ପାରଳାଖେମୁଣ୍ଡି ଠାରେ ନୂତନ ଭାବେ ନିର୍ମାଣଧିନ ଜଗନ୍ନାଥଙ୍କ ମନ୍ଦିର ପାଇଁ ଆସିଲା ଚାରି ଦ୍ୱାରବନ୍ଧ ଶହ ଶହ ଭକ୍ତଙ୍କ ଉପସ୍ଥିତିରେ ଭବ୍ୟ ସ୍ୱାଗତ

September 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version