• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ବିଶ୍ବହିନ୍ଦୁ ପକ୍ଷରୁ ସୋମବାର କଟକ ବନ୍ଦ ଡାକରା, ୧୩ ଟି ଥାନା ଅଞ୍ଚଳରେ କମିଶନରେଟ ପୋଲିସର କର୍ଫୁ୍ ଜାରି

Proprietor Abhimanyu Maharana by Proprietor Abhimanyu Maharana
October 6, 2025
in ଅପରାଧ, ଓଡ଼ିଶା, କଟକ, ମହାନଗର, ହୋମ୍
0
ବିଶ୍ବହିନ୍ଦୁ ପକ୍ଷରୁ ସୋମବାର କଟକ ବନ୍ଦ ଡାକରା, ୧୩ ଟି ଥାନା ଅଞ୍ଚଳରେ କମିଶନରେଟ ପୋଲିସର କର୍ଫୁ୍ ଜାରି
Share on FacebookShare on TwitterWhatsapp

କଟକ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- କଟକ ଦୂର୍ଗା ପୂଜା ଭଷାଣୀ ଶୋଭାଯାତ୍ରା ସମୟରେ ଦରଘାବଜାର ଠାରେ ହୋଇଥିବା ଟେକାପଥର ମାଡରେ କଟକ ଡିସିପି ଙ୍କ ସମେତ ୬ ଜଣ ଆହତ ହୋଇଥିଲେ । ଏହାକୁ କେନ୍ଦ୍ରକରି ବିଶ୍ବହିନ୍ଦୁ ପକ୍ଷରୁ ସୋମବାର କଟକ ବନ୍ଦ ଡାକରା ଦିଆଯିବା ସହିତ ରବିବାର ବାଇକ୍ ଶୋଭାଯାତ୍ରା କରିଥିଲେ । ସହରରେ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ କମିଶନରେଟ ପୋଲିସ ପକ୍ଷରୁ ଦରଘାବଜାର ଏବଂ ଅନ୍ୟ ଅଞ୍ଚଳରେ ଫ୍ଲାଗ ମାର୍ଚ୍ଚ କରିଥିଲା ।

ରବିବାର ଦିନ ବିଶ୍ବହିନ୍ଦୁର ସଦସ୍ୟ ମାନେ ଏକ ବିରାଟ ମଟର ସାଇକେଲ ଶୋଭାଯାତ୍ରାରେ ଗଣ୍ଡଗୋଳ ଘଟିଥିବା ସ୍ଥାନକୁ ଆସିଥିଲେ । ଶୋଭାଯାତ୍ରା କାରିଙ୍କୁ ପୋଲିସ ଅଟକାଇବା ପାଇଁ ଚେଷ୍ଟାକରି ଥିଲା । ପୋଲିସ କୁ ଖାତିରି ନକରି ଶୋଭାଯାତ୍ରା କାରିମାନେ ବ୍ୟାରିକେଡ଼ ଭାଙ୍ଗି ଧସେଇ ବସିଥିଲେ । ଯାହାଫଳରେ ପୋଲିସ ବାଧ୍ୟହୋଇ ଲାଠିଚାଳନା କରିଥିଲା । ପୋଲିସ ଲାଠି ଚାଳନାର ପ୍ରତିବାଦରେ ଶୋଭାଯାତ୍ରା କାରିମାନେ ଦୋକାନ ,

ଗାଡି ମଟର ଭଙ୍ଗା ରୁଜା କରିବା ସହିତ କେତେକ ସ୍ଥାନରେ ନିଆଁ ଲଗାଇ ଦେବା ସହିତ ଟେକାପଥର ପୋଲିସ ଉପରକୁ ଫିଙ୍ଗିଥିଲେ ଯାହାଫଳରେ ଅନେକ ପୋଲିସ କର୍ମଚାରୀ ଏବଂ ଗଣମାଧ୍ୟମର ପ୍ରତିନିଧି ଆହତ ହୋଇଥିଲେ । ସୋମବାର ଦିନ ଯେଭଳି ଅଘଟଣ ନଘଟେ ସେଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ୧୩ ଟି ଥାନା ଅଞ୍ଚଳରେ କର୍ଫ୍ୟୁ‌ଜାରି କରାଯାଇଛି । କଟକ ଭାଇଚାରା ସହରରେ ଦଙ୍ଗା ସୃଷ୍ଟି କରିବାକୁ ଉଦ୍ୟମ କରୁଥିବା ବ୍ୟକ୍ତିମାନଙ୍କୁ‌ ଦମନ କରିବା ପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

ପରିସ୍ଥିତିକୁ ସୁଧାରିବା ପାଇଁ ପୋଲିସ ଡିଜି ୱ।ଇବି ଖୁରାନିଆ , ପୋଲିସ କମିଶନର ଦେବଦତ୍ତ ସିଂ ଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀ ମାନେ କଟକରେ ଉପସ୍ଥିତ ରହି ପରିସ୍ଥିତି ‌ପ୍ରତି ନଜର ରଖିଛନ୍ତି । ରବିବାର ରାତି ୧୨ ଟା ପରଠାରୁ ୧୩ ଟା‌ ଥାନା ଅଞ୍ଚଳର ସମସ୍ତ ଇଣ୍ଟରନେଟ ସେବାକୁ‌ ବନ୍ଦ କରିଦିଆଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

April 28, 2026
ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version