ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ପରିସର ରେ କାର୍ତ୍ତିକ ମାସ ଉପଲକ୍ଷେ ଏକ ଆଧ୍ୟାତ୍ମିକ ପ୍ରବଚନ କାର୍ଯ୍ୟକ୍ରମ ଚଳିତ ମାସ ୧୭ ଓ ୧୮ ତାରିଖ ଦୁଇଦିନ ଧରି ସନ୍ଧ୍ୟା ୫ ଘଣ୍ଟ ରେ ଆୟୋଜିତ କରାଯିବା ପାଇଁ ଟ୍ରଷ୍ଟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି l















