• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶିକ୍ଷକ ଦାବିରେ ବିଇଓଙ୍କୁ ଘେରିଲେ ଚୁଡା ଗ୍ରାମବାସୀ – ଶିକ୍ଷକ ଅଭାବରୁ ଶିକ୍ଷାଦାନ ବିପର୍ଯ୍ୟସ୍ତ

Proprietor Abhimanyu Maharana by Proprietor Abhimanyu Maharana
October 14, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଶିକ୍ଷକ ଦାବିରେ ବିଇଓଙ୍କୁ ଘେରିଲେ ଚୁଡା ଗ୍ରାମବାସୀ – ଶିକ୍ଷକ ଅଭାବରୁ ଶିକ୍ଷାଦାନ ବିପର୍ଯ୍ୟସ୍ତ
Share on FacebookShare on TwitterWhatsapp

ବୋଲଗଡ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :-  ଗ୍ରାମାଞ୍ଚଳର କୋମଲ ମତି ଛାତ୍ରଛାତ୍ରୀମାନଙ୍କର ଗୁଣାତ୍ମକ ଶିକ୍ଷାର ଉର୍ନତି ପାଇଁ କେନ୍ଦ୍ର ଓ ରାଜ୍ୟସରକାରଙ୍କ ମାଧ୍ୟମରେ ସମର୍ଗ ଶିକ୍ଷା ଆନୁକୂଲ୍ୟରେ ଶିକ୍ଷାର ବିକାଶ ପାଇଁ କୋଟିକୋଟି ଟଙ୍କା ଖର୍ଚ୍ଚ କରୁଅ ଛନ୍ତି ! ବୋଲଗଡ ଶିକ୍ଷା ବ୍ଲକ ଅନ୍ତର୍ଗତ ଚୁଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ନେଇ ମଙ୍ଗଳବାର ଦିନ ଚୁଡା ଗ୍ରାମର ବରିଷ୍ଠ ନଗରୀକ ଓ ଗ୍ରାମବାସୀମାନେ ବୋଲଗଡ଼ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟକୁ ଘୋରାଉ କରିଥିଲେ !

ଏହି ବିଦ୍ୟାଳୟଟି ୧୮୯୫ ମସିହାରେ ସ୍ଥାପିତ ହୋଇଥିବା ବେଳେ ୧୩୦ବର୍ଷର ସର୍ବ ପୁରାତନ ବିଦ୍ୟାଳୟଅଟେ ! ୪ଜଣ ଶିକ୍ଷକଙ୍କ ମଧ୍ୟରୁ ଏହି ମାସକ ମଧ୍ୟରେ ୨ଜଣ ଶିକ୍ଷକଙ୍କୁ ଏଠାରୁ ଅନ୍ୟତ୍ର ବିଦ୍ୟାଳକୁ ବଦଳି କରାଯାଇଛି ! ଚୁଡା ଗ୍ରାମସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୫୮ଜଣ ଛାତ୍ରଛାତ୍ରୀମାନେ ଅଧୟନ କରୁଅଛନ୍ତି ! ଛାତ୍ରଛାତ୍ରୀମାନଙ୍କ ଉଜ୍ବଳ ଭବିଷ୍ୟତ ସହିତ ନ ଖେଳି ପ୍ରାଥମିକ ଶିକ୍ଷାର ବିକାଶ ପାଇଁ ଏଠାରେ ନୂତନ ଶିକ୍ଷକ ନିଯୁକ୍ତି ଦେବା ପାଇଁ ଗ୍ରାମବାସୀମାନେ ଏହା ଲିଖିତ ଦାବୀ କରିଛନ୍ତି !.

ଏହି ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କୁ ବର୍ତ୍ତମାନ ସୁଧା ୨ଜଣ ଶିକ୍ଷକ କାର୍ଯ୍ୟ କରୁଅଛନ୍ତି ! ଆବଶ୍ୟକୀୟ ଶିକ୍ଷକ ଅଭାବରୁ ଏହି ବିଦ୍ୟାଳୟରେ ଶିକ୍ଷାଦାନ ବିଫଳ ଘଟିଅଛି ! ତେଣୁ ଏହି ବିଦ୍ୟାଳୟକୁ ନୂତନ ଭାବେ ୨ଜଣ ଶିକ୍ଷକ /ଶିକ୍ଷୟିତ୍ରୀ ନିଯୁକ୍ତି ଦେବାକୁ ଦେବାକୁ ବରିଷ୍ଠ ନାଗରିକ, ଗ୍ରାମବାସୀ ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୁଶାନ୍ତ ରାଉତ,ପୂର୍ବତନ ଶିକ୍ଷକ ଅଶୋକ କୁମାର ଦତ୍ତ, ଗ୍ରାମ ସଭାପତି କୈଳାସ ଚନ୍ଦ୍ର ସାହୁ, ଦିବାକର ରାଉତ,ଗୋଲଖ କୁମାର ରାଉତ, ପ୍ରେମାନନ୍ଦ ପଟ୍ଟନାୟକ,

ଯୁବ ସମାଜସେବୀ ଦିଲ୍ଲୀପ କୁମାର ଦତ୍ତ ଓ ମୁନା ରାଉତ ପ୍ରମୁଖଙ୍କ ବୋଲଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ସ୍ବାଇଁକୁ ଅନୁରୋଧ କରିଅଛନ୍ତି ! ବୋଲଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ସ୍ୱାଇଁ ଚୁଡା ଗ୍ରାମବାସୀ ଓ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟମାନଙ୍କର ଲିଖିତ ଦାବିପତ୍ର ସହ-ହୃଦୟର ସହ ଗ୍ରହଣ କରି ଓ ଏହାକୁ ପଢି ସ୍କୁଲ ପରିଦର୍ଶନରେ ଯାଇଥିଲେ ! ସେ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ସହିତ ଏ ବିଷୟରେ ଆଲୋଚନା କରି ଆସନ୍ତା ୭ଦିନ ମଧ୍ୟରେ ଏହି ବିଦ୍ୟାଳୟରେ ୧ଜଣ ନୂତନ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ ବିଲି ଗ୍ରାମବାସୀମାନଙ୍କୁ ନିର୍ଭର ପ୍ରତିଶୃତି ଦେଇଥିଲେ !

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version