• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନେଶ୍ୱରରେ ଅଖିଳ ଭାରତୀୟ ଗ୍ରାହକ କଲ୍ୟାଣ ପରିଷଦର ଜାତୀୟ ସମ୍ମିଳନୀ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
October 16, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଭୁବନେଶ୍ୱରରେ ଅଖିଳ ଭାରତୀୟ ଗ୍ରାହକ କଲ୍ୟାଣ ପରିଷଦର ଜାତୀୟ ସମ୍ମିଳନୀ ଅନୁଷ୍ଠିତ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଅଲ ଇଣ୍ଡିଆ ରେଡ଼ିଓ ପ୍ରସାର ଭାରତୀ (ଏନ.ଏବି.ଏମ) ପ୍ରତିଷ୍ଠାନର କନଫରେନ୍ସ ହଲରେ ଅଖିଳ ଭାରତୀୟ ଗ୍ରାହକ କଲ୍ୟାଣ ପରିଷଦ ଦ୍ୱାରା ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଅଛି । ଉକ୍ତ ସମ୍ମିଳନୀରେ ଭାରତର ପ୍ରତ୍ୟେକ ରାଜ୍ୟର କଂଜୁମର ଆକ୍ଟିଭିଷ୍ଟ କର୍ମୀ ମାନେ ଯୋଗଦେଇ ଥିଲେ । ଜାତୀୟ ମୁଖପାତ୍ର ତଥା ରାଜ୍ୟ ସମ୍ପାଦକ ଆଡ଼ଭୋକେଟ ଡ଼ଃ ସୁନାକର ବେହେରାଙ୍କ ମଞ୍ଚ ସଂଚାଳନ କରିବାସହିତ ଆଜିର ଜାତୀୟ ସମ୍ମିଳନୀ ରେ ଅଧ୍ୟକ୍ଷତା କରିଥିଲେ ଏଆଇସିଡବ୍ଲୁସି ର ଜାତୀୟ ମୁଖ୍ୟ ଭିକ୍ଷାତ ସେନାଇଁ ।

ମୁଖ୍ୟ ଅତିଥିଭାବେ ରାଜ୍ୟ କଂଜୁମର ରେଡ୍ରେସାଲ ଫୋରମର ରାଜ୍ୟ ଅଧ୍ୟକ୍ଷ ଜଷ୍ଟିସ ଶ୍ରୀଯୁକ୍ତ ଦିଲ୍ଲୀପ କୁମାର ମହାପାତ୍ର ପ୍ରଦୀପ ପ୍ରଜ୍ବଳନ କରି ଉଦ୍ଘାଟନ କରିଥିଲେ । ବରଣ୍ୟ ଅତିଥି ମାନଙ୍କ ମଧ୍ୟରେ ରାଜ୍ୟ ସରକାର ଙ୍କ ଲିଗାଲମେଟ୍ରୋଲଜି କଣ୍ଟ୍ରୋଲର ତଥା ସ୍ୱତନ୍ତ୍ର ସଚ୍ଚିବ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଶ୍ରୀଯୁକ୍ତ ବିଶିକେସନ ଦେହୁରୀ ସ୍ୱତନ୍ତ୍ର ଅତିଥି ଭାବେ, ମୁଖ୍ୟ ବକ୍ତା ଓଡିଶା ଉଚ୍ଚ ନ୍ୟାୟାଳୟ ବରିଷ୍ଠ ଆଇନଜୀବୀ ଶ୍ରୀଯୁକ୍ତ ସୁବ୍ରତ କୁମାର ନନ୍ଦ,କେନ୍ଦ୍ର ସରକାର ଙ୍କ ଏମଏସଏମଇ ର ରାଜ୍ୟ ଉପାଧ୍ୟକ୍ଷ ପ୍ରସନ୍ନ କୁମାର ପରିଡା,

ଶ୍ରୀଜଗନ୍ନାଥ ସଂସ୍କୃତି ଗବେଷକ ଅଭିନନ୍ଦନ ଦାସ, ଏଆଇସିଡବ୍ଲୁସି ର ଜାତୀୟ ମୁଖ୍ୟ ମାନଙ୍କ ମଧ୍ୟରେ ଜେନେରାଲ ପ୍ରିନ୍ସପାଲ ସେକ୍ରେଟାରୀ ଦେବେନ୍ଦ୍ର ତିୱାରୀ,ଜାତୀୟ ଉପାଧ୍ୟକ୍ଷ ତେରସମ ଭାରତୀ,ସୀତା ନାନକ,କାର୍ଯ୍ୟକାରୀ ସଭାପତି ବିଜୟ କୁମାର ମହାନ୍ତି,ରାଜ୍ୟ ସଭାପତି ଆଡ଼ଭୋକେଟ ଜଗବନ୍ଧୁ ସରାଫ,ରାଜ୍ୟ ମହିଳା ସଭାପତି ସ୍ନେହମୟୀ ଆଚାର୍ଯ୍ୟ,ରାଜ୍ୟ ସଂଯୋଜକ ବିବେକାନନ୍ଦ ହୋତା,ରାଜ୍ୟ କାର୍ଯ୍ୟକାରୀ ସଭାପତି ବିଜୟ କୁମାର ବିଶ୍ୱାଳ, ଇତ୍ୟାଦି ଉପସ୍ଥିତ ଥିଲେ ।

ଏହି ସମ୍ମିଳନୀରେ ଗ୍ରାହକ ମାନଙ୍କ କଲ୍ୟାଣ ଓ ଅଧିକାର ନିମନ୍ତେ କେନ୍ଦ୍ର ସରକାର ଓ ରାଜ୍ୟ ସରକାର ଙ୍କ ଭୂମିକା ଏବଂ ଆଇନ ସମ୍ପର୍କରେ ଆଲୋଚନା କରାଯାଇଥିଲା ଆଜିର ଏହି ଜାତୀୟ ସମ୍ମିଳନୀ ରେ ବିଶିଷ୍ଟ ବ୍ୟବସାୟୀ ଓ ଶିଳ୍ପପତି ମାନଙ୍କୁ ନିଜର ସାଧୁତା ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା । ଭୁବନେଶ୍ୱର ର ପ୍ରତିଷ୍ଠିତ ଅମ୍ବର ଅନୁଷ୍ଠାନର ନିର୍ଦ୍ଦେଶକ ମାଣିକଚାନ୍ଦ ମାହେଶ୍ୱରୀ ଅନ୍ତର୍ଜାତୀୟ ଶିଳ୍ପପତି ଶ୍ରୀଯୁକ୍ତ ତାରା ରଞ୍ଜନ ପଟ୍ଟନାୟକ, କୁବେର ଅପ୍ଟିକାଲ ପ୍ରତିଷ୍ଠାତା ବିଜୟ ବିଶ୍ୱାଳ “କୁବେର”, ଓଡ଼ିଶାର ପ୍ରତିଷ୍ଠିତ କିୟୋରଓଏଲ ଲାବୋ୍ଟୋରୀ ପାଥୋଲାବ,

ବେହେରା ଇଞ୍ଜିନିୟରିଙ୍ଗ ର ପ୍ରତିଷ୍ଠାତା ପ୍ରହଲ୍ଲାଦ ବେହେରା, ଶିକ୍ଷାକ୍ଷେତ୍ରରେ ସେଣ୍ଟ ଜାଭିୟର ସ୍କୁଲ ପ୍ରତିଷ୍ଠାତା ସୁଶାନ୍ତ କୁମାର ସ୍ୱାଇଁ, ମୈତ୍ରୀ ଗ୍ରୁପର ମ୍ୟାନେଜିଙ୍ଗ ଡାଇରେକ୍ଟର ସନ୍ତୋଷ କୁମାର ସାହୁ, ସାରଳା ରାଇସିମିଲ୍ଲ ନିର୍ଦ୍ଦେଶକ ରଞ୍ଜିତ କୁମାର ସାହୁ,ସିନେତାରକା ଜଗଦ୍ଦିଷ ପ୍ରୀତିରାଜ ଶତପଥୀ,କେନ୍ଦ୍ରାପଡ଼ା ରୁ ସମାଜସେବା କ୍ଷେତ୍ରରେ ଉଲେଖନୀୟ କାର୍ଯ୍ୟ ପାଇଁ ସମାଜ ସେବୀ ସମୀର କୁମାର ପ୍ରଧାନ ଓ ସକାଳ ସାଥୀ ଜାତୀୟ ମୁଖ୍ୟ ଶ୍ରୀ ଲାଲା ଅନନ୍ତ କୁମାର ସିଂହ ତଥା ଅନ୍ୟାନ ଅନୁଷ୍ଠାନ ମାନଙ୍କୁ ସାର୍ଟିଫିକେଟ ସହିତ ଟ୍ରଫି ପ୍ରଦାନ କରାଯାଇଥିଲା ।

ଏଆସିଡବ୍ଲୁସି ଏକ ଜାତୀୟ ନୋଡାଲ୍ ସଂଗଠନ ଯାହା ଗ୍ରାହକ ଅଧିକାର,ଏହାର ସୁରକ୍ଷା ପାଇଁ କାମ କରିଥାଏ। ଆଜି ସମ୍ମିଳନୀରେ ଗ୍ରାହକମାନେ ଦୋକାନୀ ଙ୍କ ଠକାମୀର ଶିକାର କିପରି ନେହେବେ, ଗ୍ରାହକଙ୍କ ପାଇଁ କେନ୍ଦ୍ର ସରକାର କଣ ପଦକ୍ଷେପ ନେଉଛନ୍ତି, ନୂଆ ନିୟମ କଣ ଲାଗୁ ହେଉଛି କିପରି କାର୍ଯ୍ୟକାରୀ କରୁଛି ଭଳି ଅନେକ ଗୁରୁତ୍ତ୍ୱପୂର୍ଣ ବିଷୟ ଉପରେ ଆଲୋଚନା କରାଯାଇଥିଲା । ଗ୍ରାହକ ମାନେ ନିଜ ଅଧିକାରକୁ କିପରି ଜାଣିବେ ଓ ସଜାଗ ରହିବେ।

କୌଣସି ଗ୍ରାହକ ଠକାମୀ ର ଶିକାର ହେବେ ନାହିଁ ସେଥିପାଇଁ ସରକାର ନୂଆ ନିୟମ ଆଣିବା କେତେଦୂର ଆବଶ୍ୟକ ଅଛି ଆଲୋଚନା କରାଯାଇଥିଲା । ଏହି ସମ୍ମିଳନୀର ପ୍ରଥମ ପର୍ଯ୍ୟାୟରେ ଗ୍ରାହକ, ଓକିଲ, ବୁଦ୍ଧିଜୀବୀ, ସୂଚନା ଅଧିକାର କର୍ମୀ, ସାମ୍ବାଦିକ, ଆଇନଜୀବୀ ତଥା ଜାତୀୟ ମୁଖ୍ୟ ସକାଳ ସାଥୀ ଶ୍ରୀ ଲାଲା ଅନନ୍ତ କୁମାର ସିଂହ ଓ ସମାଜ ସେବୀ ମାନେ ଯୋଗ ଯୋଗଦେବା ସହିତ ଦ୍ୱିତୀୟ ପର୍ଯ୍ୟାୟରେ ଏକ ପ୍ରଶିକ୍ଷଣ ଶିବିର ଆୟୋଜନ କରାଯାଇ ଥିଲା। ସମ୍ମିଳନୀ ଶେଷରେ ଡ଼ଃ ସୁନାକର ବେହେରା ଜାତୀୟ ସମ୍ମିଳନୀ ରେ ଉପସ୍ଥିତଙ୍କୁ ଧନ୍ୟବାଦ ପ୍ରଧାନ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 10, 2026
ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

May 10, 2026
ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 10, 2026
ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version