• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଭୁବୈଭବର ତ୍ରୟୋବିଂଶତମ ବାର୍ଷିକ ଉତ୍ସବ ଓ ପ୍ରତିଭା ସମ୍ମାନ ସମାରୋହ

Proprietor Abhimanyu Maharana by Proprietor Abhimanyu Maharana
October 25, 2025
in ଓଡ଼ିଶା, କଟକ, ଖୋର୍ଦ୍ଧା, ହୋମ୍
0
ବିଭୁବୈଭବର ତ୍ରୟୋବିଂଶତମ ବାର୍ଷିକ ଉତ୍ସବ ଓ ପ୍ରତିଭା ସମ୍ମାନ ସମାରୋହ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଚେତନାଧର୍ମୀ ଆଧ୍ଯାତ୍ମିକ ପତ୍ରିକା ବିଭୁବୈଭବର ଶାରଦୀୟ ବିଶେଷାଙ୍କ ଉନ୍ମୋଚନ ଓ ପ୍ରତିଭା ସମ୍ମାନ ରବି ଟକିଜି ନିକଟ ରାଧାବଲ୍ଲଭ ମଠ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଆଶ୍ରମ ପରିସରରେ ବୃକ୍ଷରୋପଣ କରାଯିବା ସହ ଗୁରୁପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ରାଧାବଲ୍ଲଭ ମଠ ,ପୁରୀର ମହନ୍ତ ରାମକୃଷ୍ଣ ଦାସ ମହାରାଜ ଯୋଗ ଦେଇ  ବ୍ୟକ୍ତି ଜୀବନରେ ଆଧ୍ଯାତ୍ମିକତାର ପ୍ରଭାବ ବିଷୟରେ ଦିଗଦର୍ଶନ ଦେଇଥିଲା ବେଳେ ପ୍ରଫେସର ଡକ୍ଟର ଉଦ୍ଧବ ଚରଣ ନାୟକ ଭୀମଭୋଇଙ୍କ ଆଦର୍ଶରେ ଅନୁପ୍ରାଣୀତ ହେବା ବିଷୟରେ ଆଲୋକପାତ କରିଥିଲେ।

ଅନୁଷ୍ଠାନର ସମ୍ପାଦକ ଲୋକଶିକ୍ଷକ ଲଷ୍ମୀପ୍ରସାଦ ଆଚାର୍ଯ୍ଯ ବିଭୁବୈଭବର ଉଦ୍ଦେଶ୍ଯ ଓ ଆଧ୍ୟାତ୍ମିକ ଚେତନା ମଣିଷକୁ ମୃତ୍ୟୁଜୟ କରିପାରିବ ବୋଲି ମତ ରଖିଥିଲେ।ବିଭୁବୈଭବର ଶ୍ରୀକ୍ଷେତ୍ର ମଣ୍ଡଳର ସଭାପତି ରାଜ୍ୟ ପୁରସ୍କାର ପ୍ରାପ୍ତ ପ୍ରଦ୍ୟୁମ୍ନ ମିଶ୍ର, ଏକାମ୍ର ମଣ୍ଡଳର ସଭାପତି ସ୍ବର୍ଣ୍ଣ ପଦକ ପ୍ରାପ୍ତ ଜ୍ୟୋତିର୍ବିଦ ଡକ୍ଟର ପ୍ରତାପ କୁମାର ମିଶ୍ର, ବିଭୁବୈଭବର ସଭାପତି,ସମାଜସେବୀ ତଥା ଶିଳ୍ପପତି ଶ୍ରୀଯୁକ୍ତ ପ୍ରିୟବ୍ରତ ମିଶ୍ର ପ୍ରମୁଖ ଆଧ୍ଯାତ୍ମିକ ଜୀବନର ଉପାଦେୟତା ସମ୍ପର୍କରେ ମତବ୍ୟକ୍ତ କରିଥିଲେ।ଆଇନଜୀବୀ ସଂଯୋଜ ସାମନ୍ତରାୟ ମଞ୍ଚ ସଂଯୋଜନା କରିଥିବା ବେଳେ ସତ୍ଯଜିତ ମହାପାତ୍ର,ପ୍ରଭାତି ମହାରଥି,ସମାଜସେବୀ ନିବାସ ଚନ୍ଦ୍ର ମିଶ୍ର ,ପ୍ରଫୁଲ୍ଲ କୁମାର ପାଢୀ ,

ଡାକ୍ତର ଦୀପକ ରାଜ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ମହନ୍ତ ଶ୍ରୀଯୁକ୍ତ ରାମକୃଷ୍ଣ ଦାସଙ୍କୁ ଆନନ୍ଦ ଭରଦ୍ୱାଜ ସ୍ମୃତି ସମ୍ମାନରେ ସମ୍ମାନିତ କରାଯାଇଥିଲା । କଳିଙ୍ଗରତ୍ନ ବ୍ରହ୍ମାନନ୍ଦ ମହାନ୍ତି ଓ ବାନାମ୍ବର ସ୍ବାଇଁଙ୍କୁ ଭାଗିରଥି କର୍ମଯୋଗୀ ସମ୍ମାନ ପ୍ରଦାନ କରାଯାଇଥିଲା । ସମାଜସେବୀ ଦିଲୀପ ମଲ୍ଲିକ ରବୀନ ଖଣ୍ଡାୟତରାୟ ,, ସହଦେବ ପରିଡା,ସାମ୍ବାଦିକ ବିନୋଦ କୁମାର ଭୋଇ, ଡକ୍ଟର ସୌଦାମିନୀ ପଢିଆରୀ,ମୁରଲିଧର ଶତପଥୀ,ସୀମାନ୍ତ ପଣ୍ଡା,ତ୍ରିଲୋଚନ ଦାଶ,ସୁକୁମାର ବିଶ୍ବାଳ, ପ୍ରମୋଦ କର,ନିବାସ ଚନ୍ଦ୍ର ରାଉତ ପ୍ରମୁଖଙ୍କୁ ଉତ୍ତରୀୟ ଏବଂ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା । ବିଭୁବୈଭବର ସମସ୍ତ ସଦସ୍ଯ ମାନେ ଓ ରାଧାବଲ୍ଲଭ ମଠର ସମସ୍ତ ଅନ୍ତେବାସୀ ସହଯୋଗ କରିଥିଲେ । ବିଭୁବୈଭବର ସଂଗଠନ ସମ୍ପାଦକ ପ୍ରଭୁଦତ୍ତ ପ୍ରଧାନ ସମସ୍ତଙ୍କ ସହଯୋଗ ପାଇଁ କୃତଜ୍ଞତା ଜ୍ଞାପନ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version