ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ପରିବାର ଭିତରେ ନାରୀମାନଙ୍କୁ ହିଂସାରୁ ସୁରକ୍ଷା ଅଧିନିୟମ ଆଇନ ୨୦୦୫ ନେଇ ଏକ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ ଡ଼ା ଡୋଳାମଣି ପ୍ରଧାନ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଗୌରୀ ନାୟକ,















