• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମଣ୍ଡଳସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
October 25, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ମଣ୍ଡଳସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ଉଦଯାପିତ
Share on FacebookShare on TwitterWhatsapp

ସମସ୍ତ କ୍ରୀଡା ଶାରୀରିକ ବିକାଶରେ ସହାୟକ ହୋଇଥାଏ

ବୋଲଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ବୋଲଗଡ଼ ଶିକ୍ଷା ବ୍ଲକ ଗୋପାଳପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଦେଉଳିଗ୍ରାମସ୍ଥିତ ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟ ଆନୁକୂଲ୍ୟରେ ଓ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ରବୀନ୍ଦ୍ରକୁମାର ବେହେରାଙ୍କ ଆବାହକତ୍ୱରେ ମଣ୍ଡଳସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ଶୁକ୍ରବାର ଦିନ ବିଦ୍ୟାଳୟ ପରିସରରେ ଉଦଯାପିତ ହୋଇଯାଇଅଛି ! ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁକାନ୍ତି ଦେଇଙ୍କ ସଭାପତିତ୍ୱରେ ମୁଖ୍ୟତିଅଥିଭାବେ ବୋଲଗଡ଼ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ସ୍ୱାଇଁ, ମୁଖ୍ୟବକ୍ତା ଭାବେ ବ୍ଲକ ଉପାଧ୍ୟାକ୍ଷା ରମେଶ ଚନ୍ଦ୍ର ସାହୁ,ଓ ସଂମ୍ମାନିତ ଅତିଥିଭାବେ ଗୋପାଳପୁର ଗ୍ରାମପଞ୍ଚୟତ ସରପଞ୍ଚ ପ୍ରଦୀପ କୁମାର ବାରିକ, ପ୍ରାକ୍ତନ ସହଗୋଷ୍ଠୀ ଶିକ୍ଷାଧିକାରୀ ପଦ୍ମ ଚରଣ ବେହେରା, ପ୍ରାକ୍ତନ କ୍ରୀଡା ଶିକ୍ଷକ ତଥା ଉପଦେଷ୍ଠା ଜୟରାମ ଦାସ,ପ୍ରାକ୍ତନ କ୍ରୀଡା କମିଟିର ଉପଦେଷ୍ଠା ଗୋପାଳ ଚନ୍ଦ୍ର ମହାନ୍ତି,ପଞ୍ଚସଖା ଶିକ୍ଷାସେତୁ ସଂଗଠନର ଅଧକ୍ଷ ପ୍ରଶାନ୍ତ ଚନ୍ଦ୍ର ନାୟକ,ବ୍ଲକ କ୍ରୀଡା ସମ୍ପାଦକ ଅଭିଷେକ ମହାନ୍ତି, ମୁଖ୍ୟମନ୍ତ୍ରୀ ପୁରସ୍କୃତ ପ୍ରାପ୍ତ କ୍ରୀଡା ଶିକ୍ଷକ ମାନସ କୁମାର ବେହେରା, ପ୍ରାକ୍ତନ ଶାରୀରିକ ଶିକ୍ଷକ ତଥା ପ୍ରlଣପ୍ରତିଷ୍ଠାତା ସୁବାଷ ଚନ୍ଦ୍ର ମହାପାତ୍ର ,ବିଦ୍ୟାଳୟର ଭୀଷ୍ମ ପିତାମହ ପ୍ରଭାତ କୁମାର ଦାସ ଓ ବିଦ୍ୟାଳୟର ପ୍ରାକ୍ତନ ଛାତ୍ର ସୁରେନ୍ଦ୍ର କୁମାର ମହାପାତ୍ର ପ୍ରମୁଖ ଯୋଗଦେଇ ଜଗତର ନାଥ ଜଗନ୍ନାଥଙ୍କ ଫୋଟ ଚିତ୍ରରେ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଶୁଭ ଉଦଘାଟନ କରିଥିଲେ ! କାଯ୍ୟକ୍ରମର ସଂଯୋଜକ ସୀତାକାନ୍ତ ମିଶ୍ର ସ୍ୱାଗତ ଭାଷଣ ସହ ଅତିଥିପରିଚୟ ପ୍ରଦାନ କରିଥିଲେ ! ବିଦ୍ୟାଳୟର ଛାତ୍ରୀମାନେ ସ୍ୱାଗତ ସଂଗୀତ ପରିବେଷଣ କରିଥିଲେ ! ଏହି ମଣ୍ଡଳସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତାରେ ୨୮ଟି ଉଚ୍ଚ ବିଦ୍ୟାଳୟର ସମୁଦାୟ ୨୫୦ଜଣ ପ୍ରତିଯୋଗୀ ୧୬ଟି ଖେଳକୁଦ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ !ସେମାନଙ୍କ ମଧ୍ୟରୁ ୨୮ଜଣ କୃତୀ ପ୍ରତିଯୋଗୀ ଖୋର୍ଦ୍ଧା ଜିଲ୍ଲା ସମୂହ କ୍ରୀଡା ପ୍ରତିଯୋଗିତାକୁ ଉର୍ତ୍ତିନ୍ନ ହୋଇପାରିଛନ୍ତି ! ସମସ୍ତ କ୍ରୀଡା ପ୍ରତିଯୋଗିତା ଗୁଡିକୁ ଖେଳଶିକ୍ଷକ ଭାଗବତ ପ୍ରସାଦ ପାଣ୍ଡେ, ସତ୍ୟବ୍ରତ ନାୟକ, ଦେବାଶିଷ ସାମନ୍ତ, ଅକ୍ଷୟ କୁମାର ପ୍ରଧାନ ଓ ସୁଶାନ୍ତ କୁମାର ସାହୁ ପ୍ରମୁଖ ସହଯୋଗକରି ଖେଳ ପରିଚାଳନା କରିଥିଲେ ! କୃତୀ ପ୍ରତିଯୋଗିମାନଙ୍କୁ ସମସ୍ତ ନିମନ୍ତ୍ରିତ ଅତିଥିମାନେ ପ୍ରମାଣ ପତ୍ର ଓ ଟ୍ରଫି ପ୍ରଦାନ କରିଥିଲେ ! ସମସ୍ତ କ୍ରୀଡା ପ୍ରତିଯୋଗିତା ମନୁଷ୍ୟର ଶାରୀରିକ ବିକାଶରେ ସହାୟକ ହୋଇଥାଏ ବୋଲି ମୁଖ୍ୟଅତିଥି ପ୍ରମୋଦ କୁମାର ସ୍ୱାଇଁ ମତପ୍ରକାଶ କରିଥିଲେ ! ପରିଶେଷରେ ଶିକ୍ଷକ ପ୍ରଭାସ କୁମାର ପୃଷ୍ଟି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ !

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆମ୍ ଆଦମୀ ପାର୍ଟି ଭୁବନେଶ୍ୱର ଶାଖାର ସାଙ୍ଗଠନିକ ବୈଠକ 

ଆମ୍ ଆଦମୀ ପାର୍ଟି ଭୁବନେଶ୍ୱର ଶାଖାର ସାଙ୍ଗଠନିକ ବୈଠକ 

August 31, 2026
ଖୋର୍ଦ୍ଧା ରୋଡ୍ ମଣ୍ଡଳରେ ଜାତୀୟ କ୍ରୀଡ଼ା ଦିବସ ପାଳିତ

ଖୋର୍ଦ୍ଧା ରୋଡ୍ ମଣ୍ଡଳରେ ଜାତୀୟ କ୍ରୀଡ଼ା ଦିବସ ପାଳିତ

August 31, 2026
ବଜ୍ରକୋଟ ବିଦ୍ୟାଳୟରେ ସ୍ଥାନାନ୍ତରିତ ଶିକ୍ଷକଙ୍କୁ ସେବା ସମ୍ବର୍ଦ୍ଧନା

ବଜ୍ରକୋଟ ବିଦ୍ୟାଳୟରେ ସ୍ଥାନାନ୍ତରିତ ଶିକ୍ଷକଙ୍କୁ ସେବା ସମ୍ବର୍ଦ୍ଧନା

August 31, 2026
ସାମ୍ବାଦିକ ମଳୟ ମଲ୍ଲିକଙ୍କ ପତ୍ନୀ ରଶ୍ମିରେଖାଙ୍କ ଅକାଳ ବିୟୋଗ

ସାମ୍ବାଦିକ ମଳୟ ମଲ୍ଲିକଙ୍କ ପତ୍ନୀ ରଶ୍ମିରେଖାଙ୍କ ଅକାଳ ବିୟୋଗ

August 31, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆମ୍ ଆଦମୀ ପାର୍ଟି ଭୁବନେଶ୍ୱର ଶାଖାର ସାଙ୍ଗଠନିକ ବୈଠକ 

ଆମ୍ ଆଦମୀ ପାର୍ଟି ଭୁବନେଶ୍ୱର ଶାଖାର ସାଙ୍ଗଠନିକ ବୈଠକ 

August 31, 2026
ଖୋର୍ଦ୍ଧା ରୋଡ୍ ମଣ୍ଡଳରେ ଜାତୀୟ କ୍ରୀଡ଼ା ଦିବସ ପାଳିତ

ଖୋର୍ଦ୍ଧା ରୋଡ୍ ମଣ୍ଡଳରେ ଜାତୀୟ କ୍ରୀଡ଼ା ଦିବସ ପାଳିତ

August 31, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version