• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲା ପ୍ରଶାସନ ପକ୍ଷରୁ ବାତ୍ଯା ମୋନ୍ଥା ପ୍ରସ୍ତୁତି ମତ୍ସ୍ୟଜୀବୀଙ୍କ ସହ ସମୁଦ୍ର ସ୍ନାନ ପାଇଁ କଟକଣା

Proprietor Abhimanyu Maharana by Proprietor Abhimanyu Maharana
October 27, 2025
in ଓଡ଼ିଶା, ପୁରୀ, ହୋମ୍
0
ଜିଲ୍ଲା ପ୍ରଶାସନ ପକ୍ଷରୁ ବାତ୍ଯା ମୋନ୍ଥା ପ୍ରସ୍ତୁତି ମତ୍ସ୍ୟଜୀବୀଙ୍କ ସହ ସମୁଦ୍ର ସ୍ନାନ ପାଇଁ କଟକଣା
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାଇ ବାତ୍ଯା ମୋନ୍ଥା ଓଡ଼ିଶାରେ ହେବାର ଆଶଙ୍କା ନଥିଲେ ମଧ୍ଯ ଏହାର ପ୍ରଭାବରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । ସମ୍ଭାବ୍ୟ ବାତ୍ୟା ମୋନ୍ଥା ମୁକାବିଲା ପାଇଁ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି । ବାତ୍ୟା ପ୍ରଭାବ ପୁରୀରେ ନପଡ଼ିବା ସମ୍ଭାବନା ଥିବା ବେଳେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ଜିଲ୍ଲାର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ସଦର ମହକୁମା ନଛାଡିବାକୁ ଜିଲ୍ଲାପାଳ ଦିବ୍ଯ ଜ୍ୟୋତି ପରିଡା ନିର୍ଦ୍ଦେଶ ଦେଇଛନ୍ତି । ସତର୍କ ଓ ସଚେତନ ରହିବାକୁ କହିଛନ୍ତି । ବାତ୍ଯାକୁ ମୁକାବିଲା ପାଇଁ ପୁରୀ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ ପ୍ରସ୍ତୁତ ରହିଛି । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ସବୁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି । ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଘନ ଘନ ସମୀକ୍ଷା କରୁଛନ୍ତି। ବାତ୍ୟା ମୁକାବିଲାରେ କୌଣସି ଅଧିକାରୀ କାର୍ଯ୍ୟରେ ଅବହେଳା ନକରିବାକୁ ଜିଲ୍ଲାପାଳ ତାଗିଦ୍ କରିଛନ୍ତି।

ଜିଲ୍ଲାର ସବୁ ତହସିଲରେ ୮୯୨୪ ଟି ପଲିଥିନ ପ୍ୟାକେଟ ରଖାଯାଇଛି। ଜିଲ୍ଲା ଗୋଦାମରେ ୩୧୭୬ ପଲିଥିନ ମହଜୁଦ ଅଛି । ୧୮୭ କୁଇଁଣ୍ଟାଲ ଚୁଡ଼ା, ୧୭୨ କୁଇଁଣ୍ଟାଲ ଗୁଡ, ୧୨୦ କୁଇଁଣ୍ଟାଲ ଅନ୍ୟ ଖାଦ୍ୟ ମହଜୁଦ ରହିଛି । ମୋଟ ୧୭୯ ଟି ଆଶ୍ରୟସ୍ଥଳୀ ବ୍ୟବସ୍ଥା ରହିଛି । କୌଣସି ସମସ୍ୟା ହେଲେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ରହିଥିବା ବେଳେ ସମସ୍ୟା ବିଷୟରେ ୧୦୭୭ / ୦୬୭୫୨- ୨୨୩୨୩୭ ରେ ଯୋଗାଯୋଗ କରିବାକୁ ଲୋକଙ୍କୁ କୁହାଯାଇଛି ।

୨୭ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ବାତ୍ଯା ଆଶଙ୍କା ରହିଥିବାରୁ ବର୍ଷାର ସମ୍ଭାବନା ରହିଛି । ତଳିଆ ଅଞ୍ଚଳରେ ବର୍ଷାଜଳ ଜମିବାର ସମ୍ଭାବନା ରହିଛି । ଏଥିପାଇଁ ଅଗ୍ନିଶମ ବିଭାଗ ପକ୍ଷରୁ ୧୯ଟି ହେଭି ମୋଟର ପମ୍ପ ମହଜୁଦ ରଖାଯାଇଛି । ପବନ ଦ୍ବାରା ଗଛ ଭାଙ୍ଗି ପଡ଼ିବାର ଆଶଙ୍କା ରହିଛି ।

ଗଛ ହଟାଇ ରାସ୍ତା ଅବରୋଧ ହଟାଇବା ପାଇଁ ପାୱାର ସ ରଖାଯାଇଛି । ବଡ ବଡ ଟାୱାର ଭାଙ୍ଗି ପଡିଲେ ଏହାକୁ ହଟାଇବା ପାଇଁ ପ୍ଲାଜମା କଟର ରଖାଯାଇଛି । ବେଳାଭୂମିରେ ଏହି ତିନି ଦିନ ଅଗ୍ନିଶମ ବାହିନୀ ସଜାଗ ରହିବା ସହ ସମୁଦ୍ର ସ୍ନାନ ନକରିବା ପାଇଁ ନାଲି ପତକା ସହ ପାଣି ଭିତରକୁ ନଯିବା ପାଇଁ ଡାକ ବାଜି ଯନ୍ତ୍ର ଦ୍ବାରା ଘୋଷଣା କରାଯାଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026
ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

May 3, 2026
ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

May 2, 2026
ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026
ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version