• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମ୍ଭାବ୍ୟ ଲଘୁଚାପ ମୋନ୍ଥା ପାଇଁ ଗଜପତିରେ ସମସ୍ତ ପର୍ଯ୍ୟଟନସ୍ଥଳୀର ପ୍ରବେଶ ପଥକୁ ପ୍ରଶାସନ ସିଲ କଲା

Proprietor Abhimanyu Maharana by Proprietor Abhimanyu Maharana
October 27, 2025
in ଓଡ଼ିଶା, ଗଜପତି, ହୋମ୍
0
ସମ୍ଭାବ୍ୟ ଲଘୁଚାପ ମୋନ୍ଥା ପାଇଁ ଗଜପତିରେ ସମସ୍ତ ପର୍ଯ୍ୟଟନସ୍ଥଳୀର ପ୍ରବେଶ ପଥକୁ ପ୍ରଶାସନ ସିଲ କଲା
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି  (ଓଡ଼ିଶା ତାଜା ନ୍ୟୁଜ୍) :- ସମ୍ଭାବ୍ୟ ବାତ୍ୟା ମୋନ୍ଥାର ପ୍ରଭାବରେ ଗଜପତି ଜିଲ୍ଲାରେ ପଡିବାର ସୂଚନା ପାଣିପାଗ ବିଭାଗରୁ ମିଳିଛି. ଏଥିରେ ଅତ୍ୟଧିକ ବର୍ଷା ଓ ପବନକୁ ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ପର୍ଯ୍ୟଟନ ସ୍ଥଳ, ଜଳପ୍ରପାତ, ମହେନ୍ଦ୍ରଗିରି ଏବଂ ବୃନ୍ଦାବନ ପ୍ୟାଲେସ୍‌କୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ କରିବା ପାଇଁ ପ୍ରଶାସନ ନିଷ୍ପତ୍ତି ନେଇଛି । ଗଜପତି ଜିଲ୍ଲାପାଳ ମଧୁସ୍ମିତା ଏନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ବ୍ଳକ୍ ଉନ୍ନୟନ ଅଧିକାରୀ ଓ ଆରକ୍ଷୀ ଅଧୀକ୍ଷକ ଓ ବନଖଣ୍ଡ ଅଧିକାରୀଙ୍କୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଅବଗତ କରାଯାଇଛି ।

ଲଗାଣ ବର୍ଷା ଫଳରେ ଝରଣାର ଜଳସ୍ରୋତ ବୃଦ୍ଧି ପାଇବା ଏବଂ ପାହାଡ଼ ଧସିବା ଆଶଙ୍କା ରହିଛି। ତେଣୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପର୍ଯ୍ୟଟନସ୍ଥଳୀକୁ ଯିବା ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଯାଇଛି. ଏଥି ଅନୁଯାୟୀ ଆଜି ରବିବାର ଠାରୁ ଗଜପତି ଜିଲ୍ଲାର ସମସ୍ତ ପର୍ଯଟନ କେନ୍ଦ୍ର ଓ ଜଳ ପ୍ରପାତ ଆଦିର ପ୍ରବେଶ ପଥକୁ ସିଲ କରି ଦିଆଯାଇଛି l ଏଥିସହ ଗଜପତି ଜିଲ୍ଲାରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ଓ ପଦାଧିକାରୀ ଏହି ବାତ୍ୟା ସମୟରେ ସମସ୍ତେ ନିଜ ନିଜ କାର୍ଯ୍ୟରେ ଉପସ୍ଥିତ ରହିବା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ଅବଗତ କରିବା ସହ ଛୁଟିରେ ଥିବା ସମସ୍ତ କର୍ମଚାରୀ ତୁରନ୍ତ ନିଜ ନିଜ କାର୍ଯ୍ୟରେ ଯୋଗ ଦିଅନ୍ତୁ ବୋଲି ପ୍ରଶାସନର ନିର୍ଦେଶ ରହିଛି l 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

March 13, 2026
ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

March 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version