• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଟିପି ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍‌ ଲିମିଟେଡ୍ ପକ୍ଷରୁ ମୌସୁମୀ ସମୟରେ ପାଲଲହଡ଼ା ଗ୍ରାହକଙ୍କୁ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ

Proprietor Abhimanyu Maharana by Proprietor Abhimanyu Maharana
September 15, 2020
in Uncategorized, ଓଡ଼ିଶା, ଦେଶ, ବାଣିଜ୍ୟ, ହୋମ୍
0
ଟିପି ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍‌ ଲିମିଟେଡ୍ ପକ୍ଷରୁ ମୌସୁମୀ ସମୟରେ ପାଲଲହଡ଼ା ଗ୍ରାହକଙ୍କୁ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ
Share on FacebookShare on TwitterWhatsapp

. ୩୩ କେଭି ପାଲଲହଡ଼ା – ବାରକୋଟ ପାୱାର କଣ୍ଡକ୍ଟରର ଉଚ୍ଚତାକୁ ୪ ମିଟର ବଢ଼ାଇ ବିଦ୍ୟୁତ ଯୋଗାଣରେ ହେଉଥିବା ନିୟମିତ ବିଭ୍ରାଟରୁ ଆଶ୍ୱସ୍ତି ଦେଇଛି ।

ଓଡ଼ିଶା ତାଜା ନ୍ୟୁଜ (୧୫ ସେପ୍ଟେମ୍ବର ମଙ୍ଗଳବାର) ଭୁବନେଶ୍ୱର :- ବର୍ଷର ମୌସୁମୀ ସମୟରେ ବ୍ରାହ୍ମଣୀ ନଦୀର ଜଳ ସ୍ତର ବୃଦ୍ଧି ପାଇବା କାରଣରୁ ଓଡ଼ିଶାର ପାଲଲହଡ଼ା ଅଂଚଳରେ ଅତିକମ୍‌ରେ ଦୁଇ ମାସ ପର୍ଯ୍ୟନ୍ତ ବିଦ୍ୟୁତ ଯୋଗାଣ ବନ୍ଦ ରହିଥାଏ, ମାତ୍ର ଚଳିତ ବର୍ଷ ସେଥିରେ ବ୍ୟତିକ୍ରମ ଘଟିଛି । ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିସିଓଡିଏଲ୍‌) ପକ୍ଷରୁ ବ୍ରାହ୍ମଣୀ ନଦୀ ଉପରେ ଥିବା ୩୩ କେଭି ପାଲଲହଡ଼ା-ବାରକୋଟ ପାୱାର କଣ୍ଡକ୍ଟରର ଉଚ୍ଚତାକୁ ତାହାର ବାସ୍ତବ ସ୍ଥିତିରୁ ଆଉ ୪ ମିଟର ଉପରକୁ ବୃଦ୍ଧି କରାଯିବା ପରେ ଏହି ସମସ୍ୟାର ସମାଧାନ ହୋଇଛି । ଏହି ପଦକ୍ଷେପ ପଛର ମୁଖ୍ୟ ଉଦ୍ଦେଶ୍ୟ ଥିଲା ପାଲଲହଡ଼ା ଗ୍ରାହକଙ୍କୁ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ କରିବା ଏବଂ ସେମାନଙ୍କ ସମସ୍ୟାର ସମାଧାନ ପାଇଁ ନିହାତି ଦରକାର ହେଉଥିବା ଆଶ୍ୱସ୍ତି ପ୍ରଦାନ କରିବା ।

ଏହି ଅଂଚଳର ଗ୍ରାହକଙ୍କୁ ବିଦ୍ୟୁତ ବିତରଣ କରିବା ଲାଗି ପାଲଲହଡ଼ା ସବ୍‌ଷ୍ଟେସନକୁ ବାରକୋଟ୍ ଗ୍ରିଡ୍‌ରେ ଥିବା ୩୩ କେଭି ସ୍ତର ବିଦ୍ୟୁତ ଯୋଗାଇଥାଏ । ମୌସୁମୀ ସମୟରେ ନଦୀ ଜଳ ସ୍ତର ୩୩ କେଭି ପାୱାର କଣ୍ଡକ୍ଟର ପର୍ଯ୍ୟନ୍ତ ବୃଦ୍ଧି ପାଇଥାଏ । ବ୍ରାହ୍ମଣୀ ନଦୀ ଜଳ ସହ ପାୱାର କଣ୍ଡକ୍ଟର ସ୍ପର୍ଶ କରିବା ଯୋଗୁଁ ମୌସୁମୀ ସମୟରେ ଜଳ ସ୍ତର କଣ୍ଡକ୍ଟର ଠାରୁ ଏକ ସୁରକ୍ଷିତ ଦୂରତା ପର୍ଯ୍ୟନ୍ତ ହ୍ରାସ ନପାଇବା ପର୍ଯ୍ୟନ୍ତ ଫିଡର୍‌କୁ ବନ୍ଦ ରଖାଯାଏ । ଏହି ଅବସରରେ ଟିପି ଓଡ଼ିଶା ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ଏନ୍‌ ସେନବାଗମ୍ କହିଛନ୍ତି ଯେ, “କୋଭିଡ୍‌-୧୯ ମହମାରୀ ପାଇଁ ରାଜ୍ୟରେ ଲକ୍‌ଡାଉନ୍ ଯୋଗୁଁ ଚାହିଦା ତୁଳନାରେ ଯୋଗାଣ ଅଧିକ ରହିଥିବା ସମୟରେ ପାଲଲହଡ଼ା ଅଂଚଳରେ ବିଦ୍ୟୁତ ବିଭ୍ରାଟର ମାତ୍ରା ଉଲ୍ଲେଖନୀୟ ସ୍ତରରେ ରହିଛି ।

ଏହାର ସମ୍ଭାବ୍ୟ ସମାଧାନ ଲାଗି ଦକ୍ଷ ଶ୍ରମ ଶକ୍ତି ଓ ନିବେଶ ଦରକାର ହେଉଥିବାରୁ ଏହି କାର୍ଯ୍ୟ ଦୀର୍ଘଦିନ ପର୍ଯ୍ୟନ୍ତ ପଡ଼ି ରହିଥିଲା ଏବଂ ସେଥିପାଇଁ ପାଲଲହଡ଼ା ଗ୍ରାହକଙ୍କ ସମେତ ୱେସକୋର କିଛି ଅଂଶର ଗ୍ରାହକ ନିୟମିତ ଭାବେ ଦୀର୍ଘ ସମୟ ପର୍ଯ୍ୟନ୍ତ ବିଦ୍ୟୁତ ଯୋଗାଣରୁ ବଂଚିତ ରହୁଥିଲେ ।’’ ବାରକୋଟ ଗ୍ରିଡର ସ୍ତରକୁ ଏକ ସୁରକ୍ଷିତ ସ୍ତର ପର୍ଯ୍ୟନ୍ତ ବୃଦ୍ଧି କରିବା ପରେ ଆମେ ଏହି ଗ୍ରାହକମାନଙ୍କୁ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣ କରିବାକୁ ଲକ୍ଷ୍ୟ ରଖିଛୁ । ନଦୀର ଉଭୟ ପାଶ୍ୱର୍ରେ ଠିଆ ହୋଇଥିବା ଟାୱାର ଫ୍ରେମ୍‌ୱର୍କାରେ ସ୍ୱତନ୍ତ୍ର ଇଞ୍ଜିନିୟରିଂ ପରିବର୍ତନ କରିଥିବାରୁ ଆମେ ଗର୍ବିତ ଯାହା ଏହି ସମସ୍ୟାକୁ ସୁଲଭ ମୂଲ୍ୟର ଖର୍ଚ୍ଚରେ ସମାଧାନ କରିପାରିଛି ଏବଂ ବ୍ୟାପକ ବିଦ୍ୟୁତ ବିଭ୍ରାଟ ସମୟରୁ ଗ୍ରାହକମାନଙ୍କୁ ଆଶ୍ୱସ୍ତି ଦେଇଛି ବୋଲି ସେ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

March 10, 2026
ଶକ୍ତି ପଦଯାତ୍ରା ଅନୁଷ୍ଠିତ

ଶକ୍ତି ପଦଯାତ୍ରା ଅନୁଷ୍ଠିତ

March 10, 2026
ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

March 10, 2026
କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

March 10, 2026
ଶକ୍ତି ପଦଯାତ୍ରା ଅନୁଷ୍ଠିତ

ଶକ୍ତି ପଦଯାତ୍ରା ଅନୁଷ୍ଠିତ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version