• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅଁଳା ନବମୀ ରାଧା ପାଦ ଦର୍ଶନ ଅବସରରେ ଶିଶୁ ସୁରକ୍ଷା କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
November 1, 2025
in ଓଡ଼ିଶା, ପୁରୀ, ହୋମ୍
0
ଅଁଳା ନବମୀ ରାଧା ପାଦ ଦର୍ଶନ ଅବସରରେ ଶିଶୁ ସୁରକ୍ଷା କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

 ଆଚାର୍ଯ୍ୟ ହରିହର ଶିଶୁ ଭବନ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :-  ସାକ୍ଷୀଗୋପାଳଠାରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଏକତା ଦିବସ ପାଳନ ଓ ଶପଥ ଗ୍ରହଣ ତଥା ଅଁଳା ନବମୀ ରାଧା ପାଦ ଦର୍ଶନ ଅବସରରେ ଶିଶୁ ସୁରକ୍ଷା ସମ୍ପର୍କିତ ସୂଚନା, ଶିକ୍ଷା, ସମ୍ପ୍ରସାରଣ ଶିବିର ଉଦଘାଟନ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ସ୍ଥାନୀୟ ପ୍ରଶାସନ ସହାୟତାରେ ଆୟୋଜିତ ହୋଇଥିଲା। ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ବେହେରା ଯୋଗ ଦେଇଥିବା ବେଳେ ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ଉପ ଆରକ୍ଷୀ ଅଧୀକ୍ଷକ ତିଳୋତ୍ତମା ରାଉତ,

ଶିଶୁ ମଙ୍ଗଳ କମିଟି ସଦସ୍ୟ ଉପେନ୍ଦ୍ର ବିଶ୍ୱାଳ, କିଶୋର ନ୍ୟାୟ ବୋର୍ଡ଼ ସଦସ୍ୟ ମହାବୀର ରୁଦ୍ର ନାରାୟଣ ସାହୁ, ସୁରକ୍ଷା ଅଧିକାରୀ ଶୁଭ ନାରାୟଣ ଶତପଥୀ, ଆଇନ ପରିବୀକ୍ଷ ଅଧିକାରୀ ସନ୍ତୋଷ କୁମାର ସାହୁ, ସାମାଜିକ କର୍ମୀ ବିଜୟ କୁମାର ପରିଡ଼ା, ଚାଇଲଡ ହେଲ୍ପ ଲାଇନ କର୍ମକର୍ତ୍ତା ସୂର୍ଯ୍ୟକାନ୍ତ ପଣ୍ଡା, ଭବାନୀ ଶଙ୍କର ପଲେଇ ପ୍ରମୁଖ ଉପସ୍ଥିତ ଥିଲେ। ଅତିରିକ୍ତ ଜିଲ୍ଲାପାଳ ଆଚାର୍ଯ୍ୟ ହରିହର ଶିଶୁ ଭବନ ପରିସରକୁ ପରିଦର୍ଶନ ରେ ଯାଇ ଏକତା ଦିବସ ଶପଥ ଗ୍ରହଣରେ ଅଂଶ ଗ୍ରହଣ କରିଥିଲେ ଓ ଶିଶୁମାନଙ୍କ ସହ ବାର୍ତ୍ତାଳାପ କରିଥିଲେ।

ଏହା ପରେ ଶିଶୁ ସୁରକ୍ଷା ସମ୍ବନ୍ଧୀୟ ସୂଚନା ଶିକ୍ଷା ସମ୍ପ୍ରସାରଣ ଶିବିର ଉଦଘାଟନ କରିବା ସହିତ ଆଶ୍ରମ ଅନ୍ତେବାସୀଙ୍କ ସହିତ ରାଧା ପାଦ ଦର୍ଶନ କରିଥିଲେ। ଜନସମାଗମକୁ ଦୃଷ୍ଟିରେ ରଖି ଚାଇଲଡ ହେଲ୍ପଲାଇନ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ କର୍ମକର୍ତ୍ତା ମାନେ ଶିଶୁ ଅଧିକାର, ଶିଶୁ ସୁରକ୍ଷା, ଚାଇଲ୍ଡ ହେଲ୍ପଲାଇନ ନିଶୁଳ୍କ ଫୋନ ନମ୍ବର ୧୦୯୮ ସମ୍ବନ୍ଧୀୟ ସୂଚନା ପତ୍ର ଲିଫଲେଟ ବଣ୍ଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଆଚାର୍ଯ୍ୟ ହରିହର ଶିଶୁ ଭବନର ଅଧିକ୍ଷକ ସୁବୋଧ କୁମାର ସ୍ୱାଇଁ ଓ କର୍ମକର୍ତ୍ତାମାନେ ସହଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଶିଶୁ ମାନେ ଉପଭୋଗ କରିବା ସହିତ ଖୁସିବ୍ୟକ୍ତ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

May 3, 2026
ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

May 2, 2026
ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

May 3, 2026
ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version