• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆବାସିକ କଲେଜରେ ଛାତ୍ରର ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ ଘଟଣା ସ୍ଥଳେ ଉତେଜନା, ପୁଲିସ ସହିତ ଧସ୍ତାଧସ୍ତି

Proprietor Abhimanyu Maharana by Proprietor Abhimanyu Maharana
November 2, 2025
in ଓଡ଼ିଶା, କଟକ, ହୋମ୍
0
ଆବାସିକ କଲେଜରେ ଛାତ୍ରର ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ ଘଟଣା ସ୍ଥଳେ ଉତେଜନା, ପୁଲିସ ସହିତ ଧସ୍ତାଧସ୍ତି
Share on FacebookShare on TwitterWhatsapp

 କୋରାଇ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- କୋରାଇ ବ୍ଳକର ପାଣିକୋଇଲି ଥାନା ଅନ୍ତର୍ଗତ ଛୋଟରାୟପୁର ସ୍ଥିତ ଏକ୍ସଲସିୟର +୨ ବିଜ୍ଞାନ ଆବାସିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ଛାତ୍ରର ମୃତ୍ୟୁ ହୋଇଛି । ଛାତ୍ରଙ୍କ ମୃତଦେହ ବିଦ୍ୟାଳୟର ପାଇଖାନା ଘରୁ ଜବତ ହୋଇଥିବା ବେଳେ ଛାତ୍ର ଜଣକ ହେଉଛନ୍ତି ଯାଜପୁରରୋଡ଼ ଥାନା କେନ୍ଦୁଢିପି ଗ୍ରାମର ବିଜୟ କୁମାର ପାଳଙ୍କ ପୁଅ ଆଶିଷ କୁମାର ପାଳ । ଏନେଇ ପରିବାର ପକ୍ଷରୁ ହତ୍ୟା ଅଭିଯୋଗ ହୋଇଥିବା ବେଳେ ପୁଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଚଳାଇଛି ।

ଘଟଣାସ୍ଥଳୁ ପ୍ରକାଯେ, ଆଶିଷ କଲେଜ ନିକଟସ୍ଥ ବୟଜ ହଷ୍ଟଲ ରୁମ ନମ୍ବର ୪୧୩ରେ ୫ଜଣ ହପାଠିଙ୍କ ସହ ରହୁଥିଲେ । ଗତକାଲି ରାତି ୯ଟାରେ ରାତ୍ରଭୋଜନ ସାରି ପାଠପର୍ବ ୧୨ଟା ବେଳେ ଆଶିଷ ବାଥ ରୁମ ଯାଇଥିଲା । ୪୫ମିନିଟ୍ ଧରି ବାଥରୁମରୁ ନବାହାରିବାରୁ ଅନ୍ୟପିଲା ବାଥ ରୁମ ଯିବାପାଇଁ ଯାଇ ଡାକିଲେହେଁ ଜବାବ ଦେଇନଥିଲା । ତା’ରୁମମେଟ ମାନେ ବାଧ୍ୟହୋଇ କେୟର ଟେକରଙ୍କୁ ଜଣାଇଥିଲେ ।

ସେ ଆସି କବାଟ ଭାଙ୍ଗିବା ଦେଖନ୍ତି ତ ଆଶିଷ ଏକ ଗାମୁଛାରେ ବାଥରୁମ୍ ଭିତରେ ଥିବା ଗିଜର ପାଇପରେ ଝୁଲି କରି ରହିଛି । ଖବର ପାଇ କେଲେଜ ଇନଚାର୍ଜ ଏସ.ପି ବେହେରା ସାଙ୍ଗେ ସାଙ୍ଗେ ତାକୁ ଉଦ୍ଧାର କରି ଯାଜପୁରରୋଡ଼ ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପରିବାର ଲୋକଙ୍କୁ ଖବର ଦେବାପରେ ସେମାନେ ଡାକ୍ତରଖାନରେ ପହଁରିଥିଲେ ।

ପରେ ଆଶିଷଙ୍କ ସମ୍ପର୍କୀୟ ମାନେ କଲେଜର ପରିସରରେ ପହଁଚି ହୋ ହଲ୍ଲା କରିଥିଲେ । କଲେଜରେ ଭଙ୍ଗାରୁଜା କରିବା ସହିତ ନ୍ୟାୟ ଦାବିରେ ୬ଘଂଟା କାଳ କଲେଜ ଆଗରେ ବିକ୍ଷୋଭ କରିଥିଲେ । ଖବର ପାଇ ପାଣିକୋଇଲି ଥାନାଧିକାରୀ ରଂଜିତ ମହାନ୍ତି, ଏସ୍‌ଡିପିଓ ଲକ୍ଷ୍ମୀଧର ସ୍ୱାଇଁ, ବ୍ୟାସନଗର ଆଡିସନାଲ ତହସିଲଦାରଙ୍କ ସମେତ କୋରାଇ ଓ ଯାଜପୁରରାତ ଥାନା ପୁଲିସ କଲେଜରେ ପହଞ୍ଚି ବିକ୍ଷୋଭକାରୀଙ୍କୁ ବୁଝାସୁଝା କରିଥିଲେ ।

ପରେ ପରିସ୍ଥିତି ଶାନ୍ତ ହୋଇ ଅବସ୍ଥା ସ୍ୱାଭାବିକ ହୋଇଥିଲା । ଏନେଇ ପାଣିକୋଇଲି ପୁଲିସ ୩୫୫/୨୫ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇବା ସହିତ ମୃତ ଆଶିଷଙ୍କ ପୁଲିସ ଫୋର୍ସ କଲେଜ ପରିସରରେ ମୁତୟନ ଶବ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି । ପରିସ୍ଥିତକୁ ଦୃଷ୍ଟିରେ ରଖି କଲେଜ ପରିସରରେ ଏକ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

April 30, 2026
ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version