• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟରେ ସାଇବର ସୁରକ୍ଷା ସମ୍ପର୍କରେ ଜନ ସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ – ଓଡ଼ିଶା ପୋଲିସ

Proprietor Abhimanyu Maharana by Proprietor Abhimanyu Maharana
November 4, 2025
in ଓଡ଼ିଶା, କଟକ, ଖୋର୍ଦ୍ଧା, ହୋମ୍
0
ରାଜ୍ୟରେ ସାଇବର ସୁରକ୍ଷା ସମ୍ପର୍କରେ ଜନ ସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ – ଓଡ଼ିଶା ପୋଲିସ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ରାଜ୍ୟରେ ସାଇବର ସୁରକ୍ଷା ସମ୍ପର୍କରେ ଜନ ସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଓଡ଼ିଶା ପୋଲିସର ୧୬ଟି ସାଇବର ରଥ ନିୟମିତ ଭାବେ ରାଜ୍ୟର ବିଭିନ୍ନ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ପରିକ୍ରମା କରୁଛି । ଏହି ରଥରେ ଖଚିତ LED ପ୍ୟାନେଲ୍ ରେ ପ୍ରଦର୍ଶିତ ହେଉଥିବା ଭିଡିଓ ବାର୍ତ୍ତାକୁ ଜନସାଧାରଣ ବିଶେଷ କରି ଛାତ୍ର ଛାତ୍ରୀମାନଙ୍କୁ ଆକର୍ଷିତ କରୁଛି ।ଏହା ସହ ସେମାନଙ୍କ ମନରେ ସାଇବର ସୁରକ୍ଷା ପ୍ରତି ସଚେତନତା ଏବଂ ଆଗ୍ରହ ବୃଦ୍ଧି ପାଉଛି । ବର୍ତ୍ତମାନ ସୁଦ୍ଧା ବିଭିନ୍ନ ଜିଲ୍ଲାରେ ଅନୁଷ୍ଠିତ ହୋଇଥିବା ରାଲି, ସେମିନାର, କର୍ମଶାଳା ଏବଂ ସାଧାରଣ ସଭା ସମେତ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମରେ ୧୩ ଲକ୍ଷରୁ ଅଧିକ ସାଧାରଣ ନାଗରିକ ସକ୍ରିୟ ଭାବେ ଅଂଶଗ୍ରହଣ କରି ସାଇବର ସୁରକ୍ଷା କ୍ଷେତ୍ରରେ ଏକ ସୁରକ୍ଷିତ ପରିବେଶ ସୃଷ୍ଟି କରିବାରେ ସହାୟକ ହୋଇଛନ୍ତି ।ଉଲ୍ଲେଖଯୋଗ୍ୟ ଯେ, ଗତ ଅକ୍ଟୋବର ୧୮, ୨୦୨୫ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଏହି ଅଭିଯାନର ଶୁଭାରମ୍ଭ କରାଯାଇଥିଲା । ଏଥିରେ ୧୬ଟି ସାଇବର ରଥକୁ ପତାକା ଦେଖାଇ ଶୁଭାରମ୍ଭ କରାଯାଇଥିଲା । ଏହି ଅଭିଯାନରେ ଓଡ଼ିଶାର ୩୩ଟି ପୋଲିସ୍ ଜିଲ୍ଲା ସକ୍ରିୟ ଭାବେ ସାମିଲ ହୋଇ ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି ।ବିଭିନ୍ନ ଜିଲ୍ଲାମାନଙ୍କରେ ବହୁ ସଂଖ୍ୟାରେ ଉଦ୍‌ଘାଟନୀ ସମାରୋହ ଅନୁଷ୍ଠିତ ହୋଇଛି । ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ସର୍ବସାଧାରଣ ସ୍ଥାନରେ ସଚେତନତା କର୍ମଶାଳା ଆୟୋଜନ କରାଯାଇଛି । ଏଥି ସହିତ ଗୁରୁତ୍ୱପୂର୍ଣ୍ଣ ସ୍ଥାନମାନଙ୍କରେ ସାଇବର ସଚେତନତା ସମ୍ବଳିତ ପାମ୍ପଲେଟ୍ ବଣ୍ଟନ କରାଯିବା ସହ LED ପ୍ୟାନେଲ୍ ମାଧ୍ୟମରେ ସାଇବର ସୁରକ୍ଷା ସମ୍ପର୍କିତ ଭିଡିଓ ପ୍ରଦର୍ଶିତ ହେଉଛି ।ବିଭିନ୍ନ ଜିଲ୍ଲା ପୋଲିସ ତରଫରୁ ସଚେତନତା ପ୍ରସାର ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଯୁବକ ଏବଂ ଜନସାଧାରଣଙ୍କ ଅଂଶଗ୍ରହଣକୁ ବଢ଼ାଇବା ପାଇଁ, ଜିଲ୍ଲା ତଥା ରାଜ୍ୟ ସ୍ତରରେ ବିତର୍କ, କୁଇଜ୍ ଏବଂ ରିଲ୍ ପ୍ରତିଯୋଗିତା ଆୟୋଜନ କରାଯାଉଛି । ଏହା ସହିତ, ସାଇବର୍ ସ୍ୱଚ୍ଛତା ଏବଂ ସୁରକ୍ଷିତ ଡିଜିଟାଲ୍ ବ୍ୟବହାର ଉପରେ ଶିକ୍ଷାନୁଷ୍ଠାନ ଏବଂ ସର୍ବସାଧାରଣ ସ୍ଥାନରେ ପଥପ୍ରାନ୍ତ ନାଟକ ମଞ୍ଚସ୍ଥ କରାଯାଉଛି ।ଏହାବ୍ୟତୀତ ଅନଲାଇନ ମାଧ୍ୟମରେ ସେକ୍ସଟର୍ସନ ସଂକ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଭିଡିଓ ବ୍ୟାପକ ଭାବରେ ପ୍ରଚାର ପ୍ରସାର କରାଯାଇ ସଚେତନତାର ବାର୍ତ୍ତା ଦିଆଯାଉଛି । ସ୍ଥାନୀୟ କଳାକାରଙ୍କ ସହଯୋଗରେ ଷ୍ଟାଣ୍ଡ ଅପ କମେଡି, ପଥପ୍ରାନ୍ତ ନାଟକ, Walkathan ଭଳି ଅଭିନବ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି ।ଯାହାକୁ ଦର୍ଶକ ମାନେ ଆଗ୍ରହର ସହ ଉପଭୋଗ କରିବା ସହ ସାଇବର ସୁରକ୍ଷା ସମ୍ପର୍କିତ ସଚେତନ ହେଉଥିବା ପରିଲକ୍ଷିତ ହେଉଛି । ଏହି ସାଇବର ସୁରକ୍ଷା ଅଭିଯାନରେ ସାଧାରଣ ନାଗରିକ ସାମିଲ ହୋଇ ସାଇବର ସୁରକ୍ଷା ସମ୍ପର୍କିତ କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିବା ସହ ପୋଲିସର ଭୂମିକାକୁ ପ୍ରସଂଶା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

April 30, 2026
ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version