ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- କନ୍ଧମାଳ ଜିଲ୍ଲା ପୋଲିସ ଆନୁକୁଲ୍ୟରେ ଫୁଲବାଣୀ ସ୍ଥିତ ଏଜେଓ ହାଇସ୍କୁଲ ପରିସରରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ସାଇବର ସୁରକ୍ଷା ସଚେତନତା ଅଭିଯାନ-୨୦୨୫ ଆୟୋଜିତ ଓଡ଼ିଆ ବିତର୍କ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ବାଲିଗୁଡ଼ା ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ସୁଶ୍ରୀ ଜଶାର୍ଜନା ରଣା ପ୍ରଥମ ସ୍ଥାନ ଅଧିକାର କରି ଦକ୍ଷିଣାଞ୍ଚଳ















