• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋହନା ଥାନା ପକ୍ଷରୁ ସାଇବର ସୁରକ୍ଷା ଅଭିଯାନ,ସତର୍କ ରହିବାକୁ ଅନୁରୋଧ

Proprietor Abhimanyu Maharana by Proprietor Abhimanyu Maharana
November 10, 2025
in ଓଡ଼ିଶା, ଗଜପତି, ହୋମ୍
0
ମୋହନା ଥାନା ପକ୍ଷରୁ ସାଇବର ସୁରକ୍ଷା ଅଭିଯାନ,ସତର୍କ ରହିବାକୁ ଅନୁରୋଧ
Share on FacebookShare on TwitterWhatsapp

ଗଜପତି (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ମୋହନା ଥାନା ପକ୍ଷରୁ ସାଇବର ସୁରକ୍ଷା ଅଭିଯାନ ଓ ଏହାର ସଚେତନତା ସମ୍ପର୍କରେ ସ୍ଥାନୀୟ ଥାନା ସମ୍ମୁଖରେ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ସାଇବର ସୁରକ୍ଷା ଅଭିଯାନ ଓ ଗଜପତି ପୋଲିସ ଏବଂ ମୋହନା ପୋଲିସ ଆନୁକୂଲ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ଥାନୀୟ ଜନସାଧାରଣ ଙ୍କ ସମେତ ବାଟୋଇ ମାନଙ୍କ ସହ ସ୍କୁଲ ଓ କଲେଜ ରେ ଅଧ୍ୟୟନ କରୁଥିବା ଛାତ୍ର ଛାତ୍ରୀ ମଞ୍ଚର ମାନେ ବିଭିନ୍ନ ସ୍ଲୋଗାନ ଦେଇ ସହର ପରିକ୍ରମା କରିଥିଲେ ।

ଗଜପତି ସାଇବର ଥାନା ଅଧିକାରୀ ମାନେ ଯୋଗ ଦେଇ ସାଇବର ଠକେଇର ସମ୍ମୁଖିନ ହେଉଥିବା ପିଡୀତଙ୍କ ସମ୍ପର୍କରେ ସଚେତନତାର ବାର୍ତ୍ତା ବାଣ୍ଟିଥିଲେ।ପିଡ଼ିତଙ୍କୁ ପୋଲିସ,ସିବିଆଇ କିମ୍ବା କୋରିଅର ସେବାର ଅଧିକାରୀ କହି ଏକ କଲ ଆସିଥାଏ ଏବଂ କୌଣସି ବେଆଇନ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିବା ଅଭିଯୋଗ କରାଯାଏ । ଠକ ମାନେ ପିଡୀତଙ୍କ ଏକ ଭିଡିଓ କଲରେ ରହିବାକୁ ବାଧ୍ୟ କରାଯାଏ,ଜାମିନ କିମ୍ବା ଯାଞ୍ଚ ପାଇଁ ଟଙ୍କା ମାଗନ୍ତି ଓ ଏହା ନଦେଲେ ଗିରଫ କରିବାର ଧମକ ଦିଆଯାଏ । ସେହିପରି ପିଡ଼ିତଙ୍କୁ କଲ ମାଧ୍ୟମରେ କୁହାଯାଏ କି ଏକ ପାର୍ସଲ କଷ୍ଟମ୍ସରେ ଅଟକି ରହିଛି କିମ୍ବା ସେଥି ମଧ୍ୟରେ ବେଆଇନ ସାମଗ୍ରୀ ରହିଅଛି,

ଠକ ମାନେ ନିଜକୁ କଷ୍ଟମ୍ସ କିମ୍ବା ପୋଲିସ ଅଧିକାରୀ ଭାବେ ପରିଚୟ ଦେଇ ପାର୍ସଲ ଛଡ଼ାଇବା ପାଇଁ କ୍ଲିୟରାନ୍ସ ଚାର୍ଜ କିମ୍ବା ଜରିମାନା ଦାବି କରିଥାନ୍ତି।ଏପିରିକି ପୀଡିତ ମାନଙ୍କୁ ଅଧିକ ଦରମାରେ ସହଜ ଅନଲାଇନ କାମର ପ୍ରଲୋଭନ ଜନ୍ମାଇ ବିଶ୍ୱାସ ସୃଷ୍ଟି କରିବା ପାଇଁ ପ୍ରଥମେ କିଛି ଟଙ୍କା ଦିଆଯାଏ କିନ୍ତୁ ପରେ ଠକ ମାନେ ସୁରକ୍ଷା ଜମା କିମ୍ବା ସଦ୍ୟସତା ଶୁଳ୍କ ମାଗି ଅନ୍ତର୍ଦ୍ଧାନ ହୋଇ ଯାଇଥାନ୍ତି।ପୀଡିତ ମାନଙ୍କୁ ରିଫଣ୍ଡ,କ୍ୟାସବୁକ ଅଫର କିମ୍ବା ଅର୍ଡର ବାତିଲ ସମ୍ପର୍କରେ ନକଲି କଲ କିମ୍ବା ମେସେଜ ଆସେ ।

ଠକ ମାନେ ଲିଙ୍କ ପଠାଇ ଥାଆନ୍ତି କିମ୍ବା ବ୍ୟାଙ୍କ ଜନିତ ବିବରଣୀ ମାଗନ୍ତି ଯାହା ଦ୍ଵାରା ଅନଧିକୃତ ଭାବେ ଟଙ୍କା କଟିଯାଇ ଥାଏ । ଏଣୁ ଏଥି ପ୍ରତି ସତର୍କତାର ସହିତ ଯତ୍ନବାନ ହେଲେ ଆମେ ସାଇବର ଠକାମିର ଶିକାର ହୋଇପାରିବା ନାହିଁ। ମୋହନା ଥାନା ଅଧିକାରୀ ବସନ୍ତ କୁମାର ସେଠୀ ଙ୍କ ନେତୃତ୍ୱରେ ଥାନାର ସମସ୍ତ କର୍ମଚାରୀ ଅତିଥି ଭାବେ ଉପସ୍ଥିତ ରହିଥିଲେ ।

କାର୍ଯ୍ୟକ୍ରମରେ ସାଇବର ଠକେଇ ଠାରୁ ସାବଧାନତାର ସହିତ ରହିବା ନିମନ୍ତେ ମାସ୍କଡ଼ଙ୍କ ସଚେତନତା ଅତୀବ ସୁଦୂର ପ୍ରସାରି ଥିଲା । ଏଥିରେ ଗଣମାଧ୍ୟମ ପ୍ରତିନିଧି ଅନେକ ପୋଲିସ ଓ ବ୍ୟକ୍ତି ବିଶେଷ ଯୋଗ ଦେଇ ସାଇବର ଠକେଇ ସୁରକ୍ଷା ସମ୍ପର୍କରେ ସଚେତନତାର ବାର୍ତ୍ତାରେ ସାମିଲ ହୋଇ ଥିଲେ । ଏହି କାର୍ଯ୍ୟକ୍ରମକୁ ଥାନା ଅଧିକାରୀ ବସନ୍ତ କୁମାର ସେଠୀ ପରିଚାଳନା କରିଥିଲେ । ଏହାକୁ ଅଞ୍ଚଳ ର ହଜାର ହଜାର ଲୋକ ସଚେତନତା ବାର୍ତ୍ତା ଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଛୋଟା ଭୀମ୍ କଲେକ୍ସନ୍ ସହ କେନ୍ଦୁଝରରେ ଖୋଲିଲା ଶ୍ରୀଲେଦର୍ସର ନୂତନ ଶୋ’ରୁମ

ଛୋଟା ଭୀମ୍ କଲେକ୍ସନ୍ ସହ କେନ୍ଦୁଝରରେ ଖୋଲିଲା ଶ୍ରୀଲେଦର୍ସର ନୂତନ ଶୋ’ରୁମ

March 13, 2026
ନୀତିଗତ ସଂସ୍କାର ଏବଂ ସ୍ଥାୟୀ ଖଣି ହେଉଛି ଭାରତର ଖଣିଜ ସୁରକ୍ଷାର ଚାବିକାଠି : ଅରୁଣ କୁମାର

ନୀତିଗତ ସଂସ୍କାର ଏବଂ ସ୍ଥାୟୀ ଖଣି ହେଉଛି ଭାରତର ଖଣିଜ ସୁରକ୍ଷାର ଚାବିକାଠି : ଅରୁଣ କୁମାର

March 13, 2026
ଜାହାନିଆଁ ପୀଠ ଠାରେ “ସୁମନ “ଓ ଶ୍ରୀଅରବିନ୍ଦର ପାଠଚକ୍ର କାର୍ଯ୍ୟକ୍ରମ

ଜାହାନିଆଁ ପୀଠ ଠାରେ “ସୁମନ “ଓ ଶ୍ରୀଅରବିନ୍ଦର ପାଠଚକ୍ର କାର୍ଯ୍ୟକ୍ରମ

March 13, 2026
ଭିଜିଲାନ୍ସ ଜାଲରେ କଣ୍ଟାପଡ଼ା ତହସିଲଦାର,୭ଟି ଦାମୀ ପ୍ଲଟ,୨ଟି ୩ ମହଲା ବିଶିଷ୍ଟ କୋଠା, ନଗଦ ଟଙ୍କା ଜବତ

ଭିଜିଲାନ୍ସ ଜାଲରେ କଣ୍ଟାପଡ଼ା ତହସିଲଦାର,୭ଟି ଦାମୀ ପ୍ଲଟ,୨ଟି ୩ ମହଲା ବିଶିଷ୍ଟ କୋଠା, ନଗଦ ଟଙ୍କା ଜବତ

March 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଛୋଟା ଭୀମ୍ କଲେକ୍ସନ୍ ସହ କେନ୍ଦୁଝରରେ ଖୋଲିଲା ଶ୍ରୀଲେଦର୍ସର ନୂତନ ଶୋ’ରୁମ

ଛୋଟା ଭୀମ୍ କଲେକ୍ସନ୍ ସହ କେନ୍ଦୁଝରରେ ଖୋଲିଲା ଶ୍ରୀଲେଦର୍ସର ନୂତନ ଶୋ’ରୁମ

March 13, 2026
ନୀତିଗତ ସଂସ୍କାର ଏବଂ ସ୍ଥାୟୀ ଖଣି ହେଉଛି ଭାରତର ଖଣିଜ ସୁରକ୍ଷାର ଚାବିକାଠି : ଅରୁଣ କୁମାର

ନୀତିଗତ ସଂସ୍କାର ଏବଂ ସ୍ଥାୟୀ ଖଣି ହେଉଛି ଭାରତର ଖଣିଜ ସୁରକ୍ଷାର ଚାବିକାଠି : ଅରୁଣ କୁମାର

March 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version