• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦାରିଙ୍ଗବାଡି ର ଶୀତ ମହୋତ୍ସବକୁ ରାଜ୍ୟସ୍ତରୀୟ କରିବା ପାଇଁ ଜିଲାପାଳଙ୍କ ନିକଟରେ ଦାବି

Proprietor Abhimanyu Maharana by Proprietor Abhimanyu Maharana
November 10, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ଦାରିଙ୍ଗବାଡି ର ଶୀତ ମହୋତ୍ସବକୁ ରାଜ୍ୟସ୍ତରୀୟ କରିବା ପାଇଁ ଜିଲାପାଳଙ୍କ ନିକଟରେ ଦାବି
Share on FacebookShare on TwitterWhatsapp

ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଶୀତ ଆସିଛି। ରାଜ୍ୟରେ ସବୁଠାରୁ ଶୀତଳ ବ୍ଲକ ଭାବେ ପରିଚିତ ଦାରିଙ୍ଗବାଡିରେ ପ୍ରତିବର୍ଷ ଜାନୁୟାରୀରେ ଶୀତ ମହୋତ୍ସବ ପାଳନ ହେଉଛି । ତେବେ ୨୦୧୫ରେ ପ୍ରଥମଥର ପାଇଁ ରାଜ୍ୟସ୍ତରୀୟ ଶୀତ ମହୋତ୍ସବ ପାଳିତ ହୋଇଥିଲା ତା’ପରଠାରୁ ଏହି ମହୋତ୍ସବ ରାଜ୍ୟ ସ୍ତରୀୟ ହେଉନଥିବା ବେଳେ ସ୍ଥାନୀୟ ଲୋକ ଓ ସ୍ଥାନୀୟ ପ୍ରଶାସନର ସହାୟତରେ ମହୋତ୍ସବ ପାଳନ କରାଯାଉଛି, ଯାହାକି ରାଜ୍ୟ ସ୍ତରୀୟ ଢାଞ୍ଚାରେ କରାଯାଉଛି ।

ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ଆସନ୍ତା ୨୦୨୬ ଜାନୁୟାରୀରେ ଏହି ମହୋତ୍ସବ ପାଳନ କରାଯିବ, ଏଥିପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା ଓ ଏହାକୁ ରାଜ୍ୟସ୍ତରୀୟ ଶୀତ ମହୋତ୍ସବ କରାଯିବାକୁ ଜିଲାପାଳଙ୍କୁ ଅବଗତ କରାଯିବାକୁ ନିଷ୍ପତି ନିଆଯାଇଥିଲା । ଏହି ଅବସରରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣିବେଳେ ଦାରିଙ୍ଗବାଡି ଶୀତ ମହୋତ୍ସବ ପାଳନ କମିଟି ପକ୍ଷରୁ ଜିଲାପାଳଙ୍କୁ ଲିଖିତ ଦାବି କରାଯାଇଛି ।

ଏଥିରେ ଜିଲାପାଳ ବେଦ ଭୂଷଣ ଅଭିଯୋଗ ପତ୍ର ଗ୍ରହଣ କରି ସରକାରଙ୍କୁ ଜଣାଇବି ବୋଲି ପ୍ରତିଶୃତି ଦେଇଛନ୍ତି । ଦାରିଙ୍ଗବାଡି ବରିଷ୍ଠ ନାଗରିକ ମଞ୍ଚର ସଭାପତି ରମେଶ ଚନ୍ଦ୍ର ସାହୁ, ଆଇନଜୀଵୀ ହରେନ ସାହୁ, ଭାଜପା ମଣ୍ଡଳ ସଭାପତି ମିଟୁ ସାହୁ, ପୂର୍ବତନ ମଣ୍ଡଳ ସଭାପତି ସନ୍ତୋଷ କୁମାର ସାହୁ, ଭାଲୁ ସାହୁ ପ୍ରମୁଖ ଏହି ଅଭିଯୋଗ ପତ୍ର ପ୍ରଦାନ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୁଭଦ୍ରା ୫ କିସ୍ତି ଅର୍ଥ ପ୍ରଦାନ।  ପୁରୀ ଜିଲ୍ଲାର ୪୨୨୧୧୨ ହିତାଧିକାରୀ ଉପକୃତ :  ମହିଳା ସଶକ୍ତ ହେଲେ ସମାଜ ସୁଦୃଢ଼ ହେବ – ରାଜସ୍ୱ ମନ୍ତ୍ରୀ

ସୁଭଦ୍ରା ୫ କିସ୍ତି ଅର୍ଥ ପ୍ରଦାନ। ପୁରୀ ଜିଲ୍ଲାର ୪୨୨୧୧୨ ହିତାଧିକାରୀ ଉପକୃତ : ମହିଳା ସଶକ୍ତ ହେଲେ ସମାଜ ସୁଦୃଢ଼ ହେବ – ରାଜସ୍ୱ ମନ୍ତ୍ରୀ

August 28, 2026
OJPT Felicitates Agniveer Success Stories; First Batch of 2026 Records 100% Success

ଦେଶର ଅଗ୍ନିବୀର ପରୀକ୍ଷାରେ ଓଡ଼ିଶା ଯୁବ ପ୍ରଶିକ୍ଷଣ ଏକାଡ଼େମୀରେ ସଫଳତା ପାଇଥିବା ପ୍ରାର୍ଥୀମାନଙ୍କୁ ସମ୍ବର୍ଦ୍ଧନା ସଭା

August 28, 2026
OJPT Felicitates Agniveer Success Stories; First Batch of 2026 Records 100% Success

OJPT Felicitates Agniveer Success Stories; First Batch of 2026 Records 100% Success

August 28, 2026
Saksham hosts Disabled Empowerment Camp

ସକ୍ଷମ ଦ୍ୱାରା ଦିବ୍ୟାଙ୍ଗ ସଶକ୍ତିକରଣ ଶିବିର ଆୟୋଜନ

August 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୁଭଦ୍ରା ୫ କିସ୍ତି ଅର୍ଥ ପ୍ରଦାନ।  ପୁରୀ ଜିଲ୍ଲାର ୪୨୨୧୧୨ ହିତାଧିକାରୀ ଉପକୃତ :  ମହିଳା ସଶକ୍ତ ହେଲେ ସମାଜ ସୁଦୃଢ଼ ହେବ – ରାଜସ୍ୱ ମନ୍ତ୍ରୀ

ସୁଭଦ୍ରା ୫ କିସ୍ତି ଅର୍ଥ ପ୍ରଦାନ। ପୁରୀ ଜିଲ୍ଲାର ୪୨୨୧୧୨ ହିତାଧିକାରୀ ଉପକୃତ : ମହିଳା ସଶକ୍ତ ହେଲେ ସମାଜ ସୁଦୃଢ଼ ହେବ – ରାଜସ୍ୱ ମନ୍ତ୍ରୀ

August 28, 2026
OJPT Felicitates Agniveer Success Stories; First Batch of 2026 Records 100% Success

ଦେଶର ଅଗ୍ନିବୀର ପରୀକ୍ଷାରେ ଓଡ଼ିଶା ଯୁବ ପ୍ରଶିକ୍ଷଣ ଏକାଡ଼େମୀରେ ସଫଳତା ପାଇଥିବା ପ୍ରାର୍ଥୀମାନଙ୍କୁ ସମ୍ବର୍ଦ୍ଧନା ସଭା

August 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version