• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀସିଦ୍ଧମହାବୀରଙ୍କ ନାଗାର୍ଜୁନ ବେଶ ଦର୍ଶନ କଲେ ହଜାର ହଜାର ଭକ୍ତ ଓ ଶ୍ରଦ୍ଧାଳୁ

Proprietor Abhimanyu Maharana by Proprietor Abhimanyu Maharana
November 10, 2025
in ଓଡ଼ିଶା, ପୁରୀ, ହୋମ୍
0
ଶ୍ରୀସିଦ୍ଧମହାବୀରଙ୍କ ନାଗାର୍ଜୁନ ବେଶ ଦର୍ଶନ କଲେ ହଜାର ହଜାର ଭକ୍ତ ଓ ଶ୍ରଦ୍ଧାଳୁ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ପବିତ୍ର ଶ୍ରୀକ୍ଷେତ୍ର ପରିକ୍ରମା ଅବସରରେ ସୋମବାର ସକାଳୁ ସକାଳୁ ପୁରୀ ସହରରେ ଥିବା ଶ୍ରୀସିଦ୍ଧମହାବୀ ର ମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁ ଓ ଭକ୍ତ ପ୍ରଭୁଙ୍କ ନାଗାର୍ଜୁନ ବେଶ ଦର୍ଶନ କରିଛନ୍ତି । ଅଧିକ ସଂଖ୍ୟକ ଭକ୍ତ ଗୌଡ଼ୀୟ ସଂପ୍ରଦାୟ ଓ ବଙ୍ଗୀୟ ଭକ୍ତଙ୍କୁ ଦେଖିବାକୁ ମିଳିଥିଲା । ଏହି ବେଶ ଅତି ଦୁର୍ଲଭ ଦର୍ଶନ କଲେ ଅନେକ ଗ୍ରହରିଷ୍ଟ ଖଣ୍ଡନ ହୋଇଥାଏ ବୋଲି ବିଶ୍ୱାସ ରହିଛି ।

ଭକ୍ତମାନେ ଖାଲି ପାଦରେ ଶ୍ରୀକ୍ଷେତ୍ରରେ ଥିବା ଶ୍ରୀମନ୍ଦିର ସିଂହଦ୍ଵାରରେ ପତିତପାବନ ଦର୍ଶନ,ସ୍ବର୍ଗଦ୍ବାର ଘାଟ, ମଙ୍ଗଳା ମୁହାଣ, ଶ୍ରୀଲୋକନାଥଙ୍କ ମନ୍ଦିର, ମଙ୍ଗଳାଘାଟ, ଆଲାମଚଣ୍ଡୀ, ମକରଧ୍ବଜ ହନୁମାନ ଓ ଅଠରନଳା ଦେଇ ସିଦ୍ଧମହାବୀରଙ୍କ ଦର୍ଶନ କରିଥିଲେ । ଶ୍ରୀସିଦ୍ଧମହାବୀରଙ୍କ ଠାରୁ ତାଳବଣିଆ ଦେଇ ଚକ୍ରତୀର୍ଥ ରୋଡ ସୁନାର ଗୌରାଙ୍ଗ, ବେଡି ହନୁମାନ, ଚକ୍ର ନାରାୟଣ ମନ୍ଦିର ଦର୍ଶନ କରିଥିଲେ ।

ଚକ୍ର ନାରାୟଣଙ୍କ ଠାରୁ ନାରାୟଣ ଘାଟ ସ୍ବର୍ଗଦ୍ବାର ଦେଇ ପୁଣି ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ପରିକ୍ରମା ଶେଷ କରିଥିଲେ । ଯିବା ସମୟରେ ହରିବୋଲ, ହୁଳୁହୁଳି ପକାଇ ଜୟ ଜଗନ୍ନାଥ ନାମ ଧ୍ବନି ଉଚାରିତ କରି ମୃଦଙ୍ଗ ବଜାଇ ନାଚି ଗୀତ ଗାଇ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିଥିଲେ । ଶ୍ରୀକ୍ଷେତ୍ର ପରିକ୍ରମା କଲେ ଅଦ୍ଭୁତ ଫଳ ମିଳିଥାଏ । ଚାରିଧାମ ପରିକ୍ରମାର ଫଳ ମଧ୍ଯ ମିଳିଥାଏ ।ସିଦ୍ଧ ମହାବୀରଙ୍କୁ ନାଗାର୍ଜୁନ ବେଶରେ ସଜ୍ଜିତ କରାଯାଇଥିଲା ।

ଏହି ବେଶ ଦର୍ଶନ କଲେ ମହାପୂଣ୍ଯ ମିଳିଥାଏ । ଶ୍ରୀସିଦ୍ଧମହାବୀରଙ୍କ ଚରଣ ସ୍ପର୍ଶ କଲେ ଶକ୍ତି ଓ ଶାନ୍ତି ମିଳିଥାଏ । ଏହି ଅବସରରେ ସିଦ୍ଧ ମହାବୀର ଅଞ୍ଚଳରେ ଅନେକ ଦୋକାନ ବଜାର ଓ ପସରା ଖୋଲାଯାଇଛି । ତାଳପତ୍ର ଭୋଗେଇ ବିଞ୍ଚଣା, ଖେଳନା, ଭୋଗ ରାଗ,ଦୀପ ଦୋକାନରେ ଗହଳି ଲାଗିରହିଛି । ସିଦ୍ଧମହାବୀର ପୋଖରୀର ଚାରିପଟେ ଉଜ୍ଜ୍ୱଳ ରଙ୍ଗୀନ ଆଲୋକ ମାଳାରେ ସଜ୍ଜିତ କରାଯାଇଛି ସଂଧ୍ଯା ସମୟରେ ପୁଷ୍କରିଣୀ ନିକଟରେ ଭଜନ ସଂଧ୍ଯାରେ ଓଡ଼ିଶାର ଲବ୍ଧ ପ୍ରତିଷ୍ଠିତ ଗାୟକ ଗାୟିକା ଯୋଗ ଦେଇଥିଲେ ।

ପୋଲିସ ପ୍ରଶାସନ ପକ୍ଷରୁ ଯାନବାହାନ କଟକଣା ଲାଗୁ କରାଯାଇଥିଲା । ସିଦ୍ଧମହାବୀର ଟ୍ରଷ୍ଟ ବୋର୍ଡ, ଆଞ୍ଚଳିକ ପରିଷଦ ଓ ସାହିର ଯୁବ ସଂଗଠନ ମାନେ ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ଉଦ୍ୟମ ଜାରି ରଖିଥିଲେ । ଶାନ୍ତି ଶୃଙ୍ଖଳା ପାଇଁ ପୁରୀ ପୋଲିସ ପ୍ରଶାସନ ପକ୍ଷରୁ ବ୍ଯାପକ ବ୍ଯବସ୍ଥା ଗ୍ରହଣ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୁଭଦ୍ରା ୫ କିସ୍ତି ଅର୍ଥ ପ୍ରଦାନ।  ପୁରୀ ଜିଲ୍ଲାର ୪୨୨୧୧୨ ହିତାଧିକାରୀ ଉପକୃତ :  ମହିଳା ସଶକ୍ତ ହେଲେ ସମାଜ ସୁଦୃଢ଼ ହେବ – ରାଜସ୍ୱ ମନ୍ତ୍ରୀ

ସୁଭଦ୍ରା ୫ କିସ୍ତି ଅର୍ଥ ପ୍ରଦାନ। ପୁରୀ ଜିଲ୍ଲାର ୪୨୨୧୧୨ ହିତାଧିକାରୀ ଉପକୃତ : ମହିଳା ସଶକ୍ତ ହେଲେ ସମାଜ ସୁଦୃଢ଼ ହେବ – ରାଜସ୍ୱ ମନ୍ତ୍ରୀ

August 28, 2026
OJPT Felicitates Agniveer Success Stories; First Batch of 2026 Records 100% Success

ଦେଶର ଅଗ୍ନିବୀର ପରୀକ୍ଷାରେ ଓଡ଼ିଶା ଯୁବ ପ୍ରଶିକ୍ଷଣ ଏକାଡ଼େମୀରେ ସଫଳତା ପାଇଥିବା ପ୍ରାର୍ଥୀମାନଙ୍କୁ ସମ୍ବର୍ଦ୍ଧନା ସଭା

August 28, 2026
OJPT Felicitates Agniveer Success Stories; First Batch of 2026 Records 100% Success

OJPT Felicitates Agniveer Success Stories; First Batch of 2026 Records 100% Success

August 28, 2026
Saksham hosts Disabled Empowerment Camp

ସକ୍ଷମ ଦ୍ୱାରା ଦିବ୍ୟାଙ୍ଗ ସଶକ୍ତିକରଣ ଶିବିର ଆୟୋଜନ

August 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୁଭଦ୍ରା ୫ କିସ୍ତି ଅର୍ଥ ପ୍ରଦାନ।  ପୁରୀ ଜିଲ୍ଲାର ୪୨୨୧୧୨ ହିତାଧିକାରୀ ଉପକୃତ :  ମହିଳା ସଶକ୍ତ ହେଲେ ସମାଜ ସୁଦୃଢ଼ ହେବ – ରାଜସ୍ୱ ମନ୍ତ୍ରୀ

ସୁଭଦ୍ରା ୫ କିସ୍ତି ଅର୍ଥ ପ୍ରଦାନ। ପୁରୀ ଜିଲ୍ଲାର ୪୨୨୧୧୨ ହିତାଧିକାରୀ ଉପକୃତ : ମହିଳା ସଶକ୍ତ ହେଲେ ସମାଜ ସୁଦୃଢ଼ ହେବ – ରାଜସ୍ୱ ମନ୍ତ୍ରୀ

August 28, 2026
OJPT Felicitates Agniveer Success Stories; First Batch of 2026 Records 100% Success

ଦେଶର ଅଗ୍ନିବୀର ପରୀକ୍ଷାରେ ଓଡ଼ିଶା ଯୁବ ପ୍ରଶିକ୍ଷଣ ଏକାଡ଼େମୀରେ ସଫଳତା ପାଇଥିବା ପ୍ରାର୍ଥୀମାନଙ୍କୁ ସମ୍ବର୍ଦ୍ଧନା ସଭା

August 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version