• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

‘ପାଇକ ସର୍ଦ୍ଦାରମାନଙ୍କ ବନ୍ଧୁମିଳନ’

Proprietor Abhimanyu Maharana by Proprietor Abhimanyu Maharana
December 30, 2019
in ଓଡ଼ିଶା, ଖେଳ, ହୋମ୍
0
‘ପାଇକ ସର୍ଦ୍ଦାରମାନଙ୍କ ବନ୍ଧୁମିଳନ’
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନିଉଜ୍) ଭୁବନେଶ୍ୱର 30.12.2019:-ନିଖିଳ ଓଡ଼ିଶା ପାଇକ ମହାସଂଘ ପକ୍ଷରୁ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ପାଇକ ଆଖଡ଼ାର ପାଇକ ସର୍ଦ୍ଦାରମାନଙ୍କ ଏକ ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି । ଗଡ଼ମାଣିତ୍ରୀର ରାମଚଣ୍ଡୀ ପୀଠରେ ଅନୁଷ୍ଠିତ ଏହି ବନ୍ଧୁମିଳନ ଉତ୍ସବ ଖୋର୍ଦ୍ଧାଜିଲ୍ଲା ସଭାପତି ପୂର୍ଣ୍ଣଚନ୍ଦ୍ର ପାଟ୍ଟଶାଣୀଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା । ଏହି ଉତ୍ସବରେ ରାଜ୍ୟ ସଭାପତି ଅଶୋକ କୁମାର ପାଲଟାସିଂହ ଯୋଗଦାନ କରିଥିଲେ । ପ୍ରଥମେ ମା ରାମଚଣ୍ଡୀଙ୍କ ପୀଠରେ ପୂଜାର୍ଚ୍ଚନା ପରେ ପାଇକ ସର୍ଦ୍ଦାରମାନଙ୍କ ଦ୍ୱାରା ତରବାରୀ ·ଳନା ଓ ସମରକଳା ବା ପାଇକ ଆଖଡ଼ା ପ୍ରଦର୍ଶନ କରାଯାଇଥିଲା । ଜିଲ୍ଲା ସଭାପତି ପୂର୍ଣ୍ଣଚନ୍ଦ୍ର ପାଟ୍ଟଶାଣୀ ବିଭିନ୍ନ ଅସ୍ତ୍ର ଶସ୍ତ୍ର ସାହାଯ୍ୟରେ ଆତ୍ମରକ୍ଷା, ଆକ୍ରମଣ, ପ୍ରତିଆକ୍ରମଣ, ବ୍ୟୁହ ରଚନା ଉପରେ ସମରକ୍ରୀଡ଼ା ପ୍ରଦର୍ଶନ କରିଥିଲେ ।

ପାଇକ ବିଶାରଦ କେଦାର ଦାସ ଖଣ୍ଡାରେ ଆକ୍ରମଣ ଢାଲରେ ପ୍ରତିରକ୍ଷା, ଶିରିପା, ଭରଷା, ଧାରେଣୀ, ବେଢା, ଘେରା, ଆକ୍ରମଣ ଓ ପ୍ରତି ଆକ୍ରମଣ ଉପରେ ତରବାରୀ ପ୍ରଦର୍ଶନ କରିଥିଲେ । ଦଳବେହେରା ମାନୋରଞ୍ଜନ ପଶ୍ଚିମକବାଟ ଏକାସାଥୀରେ ·ରୋଟି ତଲବାରୀ ·ଳନା କରିଥିଲେ । ପାଇକ ସର୍ଦ୍ଦାରମାନଙ୍କ ଦ୍ୱାରା ଭିନ୍ନ ଭିନ୍ନ ଶୈଳୀରେ ସମରକଳା ପ୍ରଦର୍ଶନ ଉପରେ ଆଲୋକପାତ କରାଯାଇଥିଲା । ବର୍ଷିୟାନ ଗୁରୁ ଭାସ୍କର ସୁନ୍ଦରାୟ ପ୍ରତ୍ୟେକ ଗ୍ରାମରେ ପାଇକ ଆଖଡ଼ା ଆରମ୍ଭ କରିବା ପାଇଁ ଉପଦେଶ ଦେଇଥିଲେ । ରାଜ୍ୟ କୋଷାଧ୍ୟକ୍ଷ ବାଣପୁର ପାଇକ ସର୍ଦ୍ଦାର ରଞ୍ଜନ ବଳିୟାରସିଂହ, ବରିଷ୍ଠ ଉପଦେଷ୍ଟା ବିଭୂତି ଭୂଷଣ ସ୍ୱାଇଁ, ଜିଲ୍ଲା ସମ୍ପାଦକ ବିଜୟ ବେହେରା, ଚିଲିକା ବାଣପୁର ସଭାପତି ପୂର୍ଣ୍ଣଚନ୍ଦ୍ର ପ୍ରଧାନ ତଥା ଜିଲ୍ଲାର ସମସ୍ତ ପାଇକ ସର୍ଦ୍ଦାର ଯୋଗଦାନ କରିଥିଲେ ଏବଂ ଶେଷରେ ଭୋଜିଭାତ ଆସରରେ ପୁରୁଣା ବର୍ଷକୁ ବିଦାୟ ଦେଇ ନୂତନ ବର୍ଷକୁ ସ୍ୱାଗତ କରିବା ଅବସରରେ ପରସ୍ପରକୁ ସାମରିକ ଅଭିନନ୍ଦନ ଜ୍ଞାପନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

June 9, 2026
ଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସୁମନ ଦିଦିଙ୍କ ତାଲିମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

ଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସୁମନ ଦିଦିଙ୍କ ତାଲିମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

June 9, 2026
ଗାଁରେ କଙ୍ଗାରୁ କୋର୍ଟ : ବୁଲୁଛି ଖଟ, ନଖ ଦର୍ପଣ କରେ ଚୋର ଚିହ୍ନଟ, ବିଧବା ମହିଳାଙ୍କ ଉପରେ ଛାଟ

ଗାଁରେ କଙ୍ଗାରୁ କୋର୍ଟ : ବୁଲୁଛି ଖଟ, ନଖ ଦର୍ପଣ କରେ ଚୋର ଚିହ୍ନଟ, ବିଧବା ମହିଳାଙ୍କ ଉପରେ ଛାଟ

June 9, 2026
ମହିଳାଙ୍କୁ କଟୁରୀ ରେ ମରଣାନ୍ତକ ଆକ୍ରମଣ, ଅଭିଯୁକ୍ତ ଗିରଫ

ମହିଳାଙ୍କୁ କଟୁରୀ ରେ ମରଣାନ୍ତକ ଆକ୍ରମଣ, ଅଭିଯୁକ୍ତ ଗିରଫ

June 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

June 9, 2026
ଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସୁମନ ଦିଦିଙ୍କ ତାଲିମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

ଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସୁମନ ଦିଦିଙ୍କ ତାଲିମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

June 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version