ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ପାରଳାଖେମୁଣ୍ଡି ମୁନିସିପାଲିଟିର ଜବରଦଖଲ ଉଚ୍ଛେଦ ପାଲଟିଛି ପ୍ରହସନ. ରାସ୍ତାକଡ଼ର ଉଠା ଦୋକାନୀଙ୍କୁ ଉଚ୍ଛେଦ କରାଗଲା, ତେବେ ସରକାରୀ ଜାଗା ମାଡି ବସିଥିବା ବଡ଼ ବ୍ୟବସାୟୀଙ୍କୁ ଉଚ୍ଛେଦ କେବେ ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି. ବର୍ତ୍ତମାନ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ପୌରପରିଷଦ ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୌରପରିଷଦ କାର୍ଯଳୟ ଠାରୁ ହାଇସ୍କୁଲ ଛକ ପର୍ଯ୍ୟନ୍ତ ଜବର ଦଖଲ ଉଚ୍ଛେଦ କରାଯାଇଛି ।















