• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ କୋର୍ଟ ପାରଳାଖେମୁଣ୍ଡି ସହରର ଜଣେ ସ୍ୱଚ୍ଛସାଥୀ ଙ୍କୁ ଅସଦାଚରଣ ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୧ବର୍ଷ ସଶ୍ରମ କାରାଦଣ୍ଡ ରାୟ ଶୁଣାଇଲେ

Proprietor Abhimanyu Maharana by Proprietor Abhimanyu Maharana
November 16, 2025
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ କୋର୍ଟ ପାରଳାଖେମୁଣ୍ଡି ସହରର ଜଣେ ସ୍ୱଚ୍ଛସାଥୀ ଙ୍କୁ ଅସଦାଚରଣ ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୧ବର୍ଷ ସଶ୍ରମ କାରାଦଣ୍ଡ ରାୟ ଶୁଣାଇଲେ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି  (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଗଜପତି ଜିଲ୍ଲା ନ୍ୟାୟାଳୟ ପାରଳାଖେମୁଣ୍ଡି ସହରରେ କାର୍ଯ୍ୟରତ ଜଣେ ସ୍ୱଚ୍ଛସାଥୀଙ୍କୁ ଅସଦାଚରଣ କରିବା ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୧ବର୍ଷ ସଶ୍ରମ କାରାଦଣ୍ଡ ସଜାର ରାୟ ଶୁଣାଇଛନ୍ତି. ଏଠାରେ ସୂଚନାଯୋଗ୍ୟ, ତା ୦୬-୦୭-୨୦୨୧ ରିଖ ଦିନ ସକାଳ ୭ଟା ସମୟରେ ଜଣେ ସ୍ୱଚ୍ଛସାଥୀ ଏନ. ଗୀତା ଗାନ୍ଧିସ୍କୁଲ ନିକଟରେ ସଫେଇ କରୁଥିଲେ; ସେହି ସମୟରେ ଅଭିଯୁକ୍ତ ଡାମା ପନାଡୁ ପଛପଟୁ ଆସି ଏନ. ଗୀତାଙ୍କୁ ଅସଦାଚରଣ କରିବା ସହ ଠେଲାପେଲା ବି କରିଥିଲେ।

ଯାହାକି ଗୀତାଙ୍କ ମାନସିକ ସନ୍ତୁଳନ ତଥା ସମ୍ମାନକୁ ଆଘାତ ପହଞ୍ଚାଇଥିଲା। ସୂଚନାଯୋଗ୍ୟ, ଏହି ଘଟଣା ପୂର୍ବରୁ ବହୁଥର ଉକ୍ତ ଅଭିଯୁକ୍ତ, ଗୀତାଙ୍କୁ ସବୁ ସ୍ଥାନରେ ପିଛା କରିବା ସହ ହଇରାଣ କରିବାର ଖବର ମଧ୍ୟ ଗୀତା ତାଙ୍କ ଏତଲାରେ ଉଲ୍ଲେଖ କରିଛନ୍ତି । ସେହିପରି ଉକ୍ତ ଅଭିଯୁକ୍ତ ଏତଲାକାରିଣୀଙ୍କ ଇଚ୍ଛା ବିରୁଦ୍ଧରେ ତାଙ୍କୁ ତାଙ୍କ ସହ ରହିବା ପାଇଁ ଜୋର ଜବରଦସ୍ତ କରିବା ସହ କର୍ମସ୍ଥଳୀରେ ମଧ୍ଯ ହଇରାଣ କରିବାକୁ ପଛାଉନଥିଲେ।

ତେଣୁ ଶେଷରେ ଅତିଷ୍ଠ ହୋଇ ସ୍ୱଚ୍ଛସାଥୀ ଏନ. ଗୀତା ପାରଳାଖେମୁଣ୍ଡି ଥାନାରେ ମାମଲା ନମ୍ବର ୧୪୦ ରେ ଏକ ମାମଲା ଉକ୍ତ ଅଭିଯୁକ୍ତଙ୍କ ବିରୁଦ୍ଧରେ ରୁଜୁ କରିଥିଲେ ଓ ତତ୍କାଳୀନ ସବ ଇନ୍ସପେକ୍ଟର ପିଙ୍କି କୁମାରୀ ମୁର୍ମୁ ଉକ୍ତ ମାମଲାର ତଦନ୍ତ କରି ଉକ୍ତ ଆସାମୀଙ୍କୁ କୋର୍ଟ ଚାଲାଣ କରିଥିଲେ । ଏହି ସମ୍ବେଦନଶୀଳ ମାମଲାର ଶୁଣାଣି କରି ମାନ୍ୟବର ସିଜେଏମ୍ ତଥା ଆସିଷ୍ଟାଣ୍ଟ ସେସନ ଜଜ ଶ୍ରୀ ନରୋତ୍ତମ ସେଠୀ ଭାରତୀୟ ପିଙ୍ଗଳ କୋଡ଼ର ଧାରା ୩୫୪, ୩୫୪କ ଏବଂ ୩୫୪ଘ ରେ ଉକ୍ତ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ସମସ୍ତ ଧାରାରେ ଅଲଗା ଅଲଗା ଭାବେ ୧ବର୍ଷ ସଶ୍ରମ କାରାଦଣ୍ଡ ଓ ୫ହଜାର ଟଙ୍କା ଜୋରିମାନାରେ ଦଣ୍ଡିତ କରିଛନ୍ତି।

ଜୋରିମାନା ଅନାଦେୟ ଅଧିକ ୧ମାସ ସଶ୍ରମ କାରାଦଣ୍ଡ ଭୋଗ କରିବା ନିମନ୍ତେ ବିଚାରପତି ନିଜର ରାୟରେ ଉଲ୍ଲେଖ କରିଛନ୍ତି । ସରକାରଙ୍କ ପକ୍ଷରୁ ଏପିପି ଶ୍ରୀ ଆର. ଉଦୟ ଚନ୍ଦ୍ର ରାଓ ଏହି ମାମଲାର ସଫଳ ପରିଚାଳନା କରିଥିବାର ଖବର ଭାରପ୍ରାପ୍ତ କ୍ୟାଡ଼ର ପବ୍ଲିକ ପ୍ରସିକ୍ୟୁଟର ରାଜେଶ କୁମାର ମିଶ୍ର ସୂଚନା ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

March 11, 2026
ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

March 11, 2026
୩୭ ତମ ବାର୍ଷିକ ତେରଶମ୍ଭୁ ମିଳନ କାର୍ଯ୍ୟ ଅନୁକୂଳ ପାଇଁ ମନ୍ଦିରରେ ପୂଜାର୍ଚ୍ଚନା

୩୭ ତମ ବାର୍ଷିକ ତେରଶମ୍ଭୁ ମିଳନ କାର୍ଯ୍ୟ ଅନୁକୂଳ ପାଇଁ ମନ୍ଦିରରେ ପୂଜାର୍ଚ୍ଚନା

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version