• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲର ୧୧ତମ ଜାତୀୟ ଶିଶୁ ସାହିତ୍ୟ ମହୋତ୍ସବ ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
November 17, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲର ବହୁ ପ୍ରତୀକ୍ଷିତ ୧୧ତମ ଜାତୀୟ ଶିଶୁ ସାହିତ୍ୟ ମହୋତ୍ସବ ୨୦୨୫ ରବିବାର ଉଦଯାପିତ ହୋଇ ଯାଇଛି । ଶନିବାର ଓ ରବିବାର ଦୁଇ ଦିନ ଧରି ରଙ୍ଗୀନ ଏବଂ ଉତ୍ସାହଜନକ ଢଙ୍ଗରେ ଚାଲିଥିବା ଏହି କାର୍ଯ୍ୟକ୍ରମରେ ସାରା ଭାରତରୁ ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ । ଛାତ୍ରଛାତ୍ରୀମାନଙ୍କୁ କଳ୍ପନା, ସର୍ଜନଶୀଳତା ଏବଂ କାହାଣୀ କହିବାର ଉତ୍ସାହ ପାଇଁ ଆକର୍ଷିତ କରିବା ଏହି କାର୍ଯ୍ୟକ୍ରମରେ ଲକ୍ଷ୍ୟ । ଉଦ୍‍ଘାଟନୀ ଉତ୍ସବର ଆକର୍ଷଣ ଥିଲେ ଅଭିନେତା ବିକ୍ରାନ୍ତ ମାସେ, ଯାହାଙ୍କ ଉପସ୍ଥିତି ଉଦଘାଟନୀ ସମାରୋହରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ ଓ ଆକର୍ଷଣ ବୃଦ୍ଧି କରିଥିଲା ।
ଏଥିରେ ଉଦ୍‍ଘାଟକ ଭାବେ ଯୋଗ ଦେଇ କିଟ ଓ କିସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଯୁବ ଅଂଶଗ୍ରହଣକାରୀଙ୍କୁ କୌତୁହଳ ଏବଂ ସର୍ଜନଶୀଳତାକୁ ଗ୍ରହଣ କରିବାକୁ ଉତ୍ସାହିତ କରିଥିଲେ । ସେ କହିଲେ, ଏହି ମହୋତ୍ସବ କେବଳ ପିଲାମାନଙ୍କ ପାଇଁ ପରିକଳ୍ପନା କରାଯାଇଥିଲା । ଭାରତରେ ଅନେକ ସାହିତ୍ୟ ମହୋତ୍ସବ ହେଉଥିବା ବେଳେ, ଆମେ ପ୍ରଥମ ଥର ପାଇଁ ଶିଶୁ ସାହିତ୍ୟ ମହୋତ୍ସବ ଆରମ୍ଭ କରିଥିଲୁ । ୨୦୧୬ରେ ଆମେ ଏଥିରେ ‘ଜାତୀୟ’ ଶବ୍ଦ ଯୋଡ଼ି କୁନିକୁନି ପିଲାଙ୍କୁ ଜାତୀୟସ୍ତରରେ ପରିଚୟ ସୃଷ୍ଟି କରିବାକୁ ଚେଷ୍ଟା କରି ସଫଳ ହୋଇଛୁ । ସେ ଛାତ୍ରଛାତ୍ରୀଙ୍କୁ ଶୃଙ୍ଖଳା ବଜାୟ ରଖିବା ସହ ପ୍ରତ୍ୟେକ ବକ୍ତାଙ୍କୁ ଧ୍ୟାନର ସହିତ ଶୁଣିବା, ବହି ପଢ଼ିବା ଏବଂ ଲେଖିବାର ଅଭ୍ୟାସ ବଢ଼ାଇବାକୁ ପରାମର୍ଶ ଦେଇଥିଲେ ।

କେବଳ ଇଣ୍ଟରନେଟ୍ ତୁମକୁ ସାହାଯ୍ୟ କରିବ ନାହିଁ, ଜୀବନରେ ଆଗକୁ ବଢ଼ିପାଇଁ ଶିଶୁ ସାହିତ୍ୟ ମହୋତ୍ସବ ଆରମ୍ଭ ହୋଇଛି ବୋଲି ଶ୍ରୀ ସାମନ୍ତ ସୂଚନା ଦେଇଥିଲେ । କିଟ ଇଣ୍ଟରନ୍ୟାସନାଲ୍ ସ୍କୁଲର ଚେୟାରପର୍ସନ ତଥା କ୍ଲାଉଡନାଇନ୍ ର ସମ୍ପାଦିକା ଡ ମୋନାଲିସା ବଳ କହିଲେ, ଏହି ମହୋତ୍ସବ ଅନୁଷ୍ଠାନ ସହିତ ଜଡ଼ିତ ସମସ୍ତଙ୍କ ପାଇଁ ଏକ “ବିଶେଷ ସ୍ଥାନ’ ରଖିଛି । କାରଣ ଏହା ଯୁବ ମନ ମଧ୍ୟରେ ସର୍ଜନଶୀଳତା ଓ ବିବିଧ ଦୃଷ୍ଟିକୋଣକୁ ପୋଷଣ କରେ । ସେ କହିଲେ, ସାହିତ୍ୟ କେବେ ମରେ ନାହିଁ। ତେବେ ସାହିତ୍ୟ ପରବର୍ତ୍ତୀ ପିଢ଼ି ଦ୍ୱାରା ପୁନଃଆବିଷ୍କାର, ପୁନଃବ୍ୟାଖ୍ୟା ଏବଂ ପୁନଃପ୍ରଶଂସିତ ହେବାକୁ ଅପେକ୍ଷା କରୁଛି ବୋଲି ସେ ମତ ଦେଇଥିଲେ ।

ବିକ୍ରାନ୍ତ ମାସେ ସଫଳତା ବିଷୟରେ କହି ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଅନୁପ୍ରାଣିତ କରିଥିଲେ। ସେ କହିଲେ “ସଫଳତା କେବେ ଏକୁଟିଆ ଆସେନାହିଁ। ଜେନ୍ ଜେଡ୍ ହେଉଛି ମୁଁ ଦେଖିଥିବା ସବୁଠାରୁ ନିର୍ଭୀକ ପିଢ଼ି। ସେହିପରି ପ୍ରସିଦ୍ଧ ଲେଖକ ଏବଂ ମହାନ କାହାଣୀକାର କୋରାଲ ଦାସଗୁପ୍ତା, ପୂର୍ବତନ କ୍ରିକେଟର ହରଭଜନ ସିଂହଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଏହି ଦୁଇ ଦିନିଆ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହି ଅବସରରେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ପକ୍ଷରୁ ପ୍ରକାଶ ପାଉଥିବା ପତ୍ରିକା ‘କ୍ଲାଉଡନାଇନ’ର ଡିଜିଟାଲ ସଂସ୍କରଣ ଉନ୍ମୋଚିତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026
ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

May 10, 2026
ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version