• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାପୁର ପ୍ରେସ କ୍ଲବର ଦଶମ ବାର୍ଷିକ ଉତ୍ସବ ଓ ଜାତୀୟ ସାମ୍ବାଦିକତା ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
November 17, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଭାପୁର ପ୍ରେସ କ୍ଲବର ଦଶମ ବାର୍ଷିକ ଉତ୍ସବ ଓ ଜାତୀୟ ସାମ୍ବାଦିକତା ଦିବସ ପାଳିତ
Share on FacebookShare on TwitterWhatsapp

ଭାପୁର  (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଭାପୁର ବ୍ଲକ ସଦର ମହକୁମାରେ ଅବସ୍ଥିତ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ପରିସରରେ ‘ଭାପୁର ପ୍ରେସ କ୍ଲବ’ ଭାପୁରର ଦଶମ ବାର୍ଷିକ ଉତ୍ସବ ଓ ଜାତୀୟ ସାମ୍ବାଦିକତା ଦିବସ କ୍ଲବର ସଭାପତି ରଞ୍ଜନ କୁମାର ମହାପାତ୍ରଙ୍କ ସଭାପତିତ୍ଵରେ ନୀରାଡ଼ମ୍ବର ସହକାରେ ପାଳିତ ହୋଇଯାଇଛି । ଆଜିର ଉତ୍ସବରେ ମୁଖ୍ୟ ଅତିଥି ଭାବେ ଖଣ୍ଡପଡ଼ା ବିଧାୟକ ଇଂ ଦୁଷ୍ମନ୍ତ କୁମାର ସ୍ବାଇଁ ଯୋଗଦେଇ ସାମ୍ୱାଦିକମାନେ ନିର୍ଭିକ ଓ ସତ୍ୟ ଆଧାରିତ ଖବର ପରିବେଷଣ କରିବାକୁ ଉପଦେଶ ଦେବା ସହ ସେମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ କରିବାପାଇଁ ପ୍ରତିଶୃତି ଦେଇଥିଲେ ।

ଏହି ଅବସରରେ ମୁଖ୍ୟବକ୍ତା ଭାବେ ଭାପୁର ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସାରଦା ପ୍ରସନ୍ନ ପଣ୍ଡା, ସମ୍ମାନୀତ ଅତିଥି ଭାବେ କଟକ ସାଂସଦଙ୍କ ନୟାଗଡ଼ ଜିଲ୍ଲା ପ୍ରତିନିଧି ଗୟାଧର ପରିଡା ଓ ବ୍ଲକ ପ୍ରତିନିଧି ତୋଫାନ କୁମାର ପ୍ରଧାନ, ଜିଲ୍ଲା ଗୁଇନ୍ଦା ବିଭାଗ ଅଧିକାରିଣୀ ବିଦ୍ୟୁତ୍ ପ୍ରଭା ପ୍ରଧାନ, ଖଣ୍ଡପଡା ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ମଦନ ମୋହନ ପ୍ରଧାନ, ଫତେଗଡ଼ ଥାନା ଅଧିକାରୀ ପଞ୍ଚାନନ ପରିଡା, ଭାପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡାକ୍ତର ବିଶ୍ୱନାଥ ସାହୁ,

ଡାକ୍ତର ପ୍ରଦୀପ କୁମାର ପାଇକରାୟ, ବିଧାୟକଙ୍କ ବ୍ଲକ ପ୍ରତିନିଧି ଜିତେନ୍ଦ୍ର କୁମାର ରଣସିଂହ, ଗୋଷ୍ଠୀ ପ୍ରାଣୀ ଚିକିତ୍ସା କେନ୍ଦ୍ର ଅଧିକାରୀ ବିଭୁ ପ୍ରସାଦ ଶତପଥୀ, ଗୋଷ୍ଠୀ ଶିକ୍ଷା ସାଧନା କେନ୍ଦ୍ର ସଂଯୋଜକ ପ୍ରଭାକର ସାମନ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ। ଭାପୁର ବରିଷ୍ଠ ନାଗରିକ ସଂଘର ସମ୍ପାଦକ ପ୍ରଭାକର ସାହୁ, ଭାପୁର ବଣିକ ସଂଘ ସମ୍ପାଦକ ସନାତନ ସାହୁ ଓ ପୂର୍ବତନ ସଭାପତି ଗଙ୍ଗାଧର ବାରିକ, ସୋସିଆଲ ମିଡ଼ିଆ ସଂଘର ସଭାପତି ଶଶୀଭୂଷଣ ରାଉତରାୟ, ଭାପୁର ବନପାଳ ସୁବାଷ ଚନ୍ଦ୍ର ନାୟକ, ସମାଜସେବୀ ପ୍ରଫୁଲ୍ଲ କୁମାର ସାହୁ,

ଭାପୁର ବିଟ୍ ହାଉସ ଅଧିକାରୀ ସୁଶାନ୍ତ ବେହେରା, ଓସ୍ତାର ଜିଲ୍ଲା ଉପ ସଭାପତି ନିତ୍ୟାନନ୍ଦ ଦାସ ପ୍ରମୁଖ ଉପସ୍ଥିତ ଥିଲେ । ସଭା ପ୍ରାରମ୍ଭରୁ ମଞ୍ଚାସୀନ ଅତିଥିମାନେ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ପ୍ରଦୀ ଅର୍ପଣ କରି ପ୍ରଦୀପ ପ୍ରଜ୍ବଳନ ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ଅତିଥିମାନଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ପ୍ରଦାନ ପରେ ଅତିଥିମାନଙ୍କ ପରିଚୟ ପ୍ରଦାନ କରାଯିବା ସହ କ୍ଳବର ସମ୍ପାଦକ ଶିଶିର ସାହୁଙ୍କ ଦ୍ୱାରା ସଂପାଦକୀୟ ବିବରଣୀ ପଠନ କରାଯାଇଥିଲା ।

ପରେ ଅତିଥିମାନେ ସେମାନଙ୍କ ଅଭିଭାଷଣ ରଖିଥିବା ବେଳେ ସଂଘର ସଭାପତି ଶ୍ରୀ ମହାପାତ୍ର ସାମ୍ୱାଦିକମାନେ କିଭଳି ଭାବରେ ସମାଜରେ ନିଷ୍ପେସିତ, ଭୟଭୀତ ଓ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି ତାହା ଉପରେ ବକ୍ତବ୍ୟ ରଖିଥିଲେ । ସମାଜର ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଚଳିତ ବର୍ଷର ୧. ଶ୍ରେଷ୍ଠ ପ୍ରଶାସକ ସମ୍ମାନ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସାରଦା ପ୍ରସାଦ ପଣ୍ଡା ଓ ଅତିରିକ୍ତ ତହସିଲଦାର ରାଜାରାମ ଛତ୍ରିଆ,

୨. ଶ୍ରେଷ୍ଠ ଜନ ସେବକ ସମ୍ମାନ ସମାଜସେବୀ ସୋମନାଥ ସାହୁ ଓ ରାଜସ୍ବ ନୀରିକ୍ଷକ ସଞ୍ଜୟ କୁମାର ପ୍ରଧାନ, ୩. ଶ୍ରେଷ୍ଠ ଲୋକ କଲ୍ୟାଣକାରୀ ସମ୍ମାନ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ମଦନ ମୋହନ ପ୍ରଧାନ ଓ ବ୍ୟାଙ୍କ ପରିଚାଳକ ସଞ୍ଜୟ କୁମାର ସ୍ବାଇଁ, ୪. ଶ୍ରେଷ୍ଠ କାର୍ଯ୍ୟଦକ୍ଷ ବ୍ୟକ୍ତି ସମ୍ମାନ ରବୀନ୍ଦ୍ର କୁମାର ପଣ୍ଡା, ୫. ଶ୍ରେଷ୍ଠ ମାନବବାଦୀ ଯନ୍ତ୍ରୀ ସମ୍ମାନ ଇଂ ପ୍ରଶାନ୍ତ କୁମାର ନାୟକ ପ୍ରମୁଖ ପ୍ରତିଭାମାନଙ୍କୁ ଟ୍ରଫି, ଉତ୍ତରୀୟ ଓ ପୁଷ୍ପ ଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଶେଷରେ ମଞ୍ଚାସିନ ଅତିଥିମାନଙ୍କ ଦ୍ଵାରା ଭାପୁର ବ୍ଲକ ଅଞ୍ଚଳର ୩୦ ଜଣ ଗରିବ ମହିଳାମାନଙ୍କୁ ବସ୍ତ୍ର ବଣ୍ଟନ କରାଯାଇଥିଲା ।

ଆଜିର ସଭାକୁ ସଂଯୋଜନା କରିଥିଲେ ଭାପୁର ପ୍ରେସ କ୍ଲବର ଉପଦେଷ୍ଟା ତଥା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ଶିକ୍ଷକ ମନୋଜ କୁମାର ଶତପଥୀ । ଭାପୁର ପ୍ରେସ କ୍ଲବର ଏଭଳି ମହତ ଉଦ୍ଦେଶ୍ୟକୁ ଭାପୁର ଅଞ୍ଚଳର ସମାଜସେବୀ, ଶିକ୍ଷାବିତ,ବୁଦ୍ଧିଜୀବୀ ଓ ଯୁବଗୋଷ୍ଠୀମାନଙ୍କ ମହଲରୁ ପ୍ରଶଂସାର ସୁଅ ଛୁଟିଛି। ପ୍ରେସ କ୍ଲବର ସମସ୍ତ ସଦସ୍ୟ, ଖଣ୍ଡପଡ଼ା ସାମ୍ବାଦିକ ସଂଘର ସଦସ୍ୟ, ସୋସିଆଲ ମିଡ଼ିଆର ସଦସ୍ୟମାନେ ଉପସ୍ଥିତ ରହି ସହଯୋଗ କରି ପରିଚାଳନା କରିଥିଲେ ! ପରିଶେଷରେ କ୍ଲବର ଉପ ସଭାପତି ଜୟକୃଷ୍ଣ ବାରିକସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

June 18, 2026
ସିପିଆଇ ଏମ୍ ଏଲ ନେତାଙ୍କ ପରଲୋକ

ସିପିଆଇ ଏମ୍ ଏଲ ନେତାଙ୍କ ପରଲୋକ

June 18, 2026
अखिल भारतीय तेरापंथ महिला मंडल के निर्देशन में “श्री उत्सव” का भव्य आयोजन

अखिल भारतीय तेरापंथ महिला मंडल के निर्देशन में “श्री उत्सव” का भव्य आयोजन

June 18, 2026
ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

June 18, 2026
ସିପିଆଇ ଏମ୍ ଏଲ ନେତାଙ୍କ ପରଲୋକ

ସିପିଆଇ ଏମ୍ ଏଲ ନେତାଙ୍କ ପରଲୋକ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version