• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଆଇନ ପ୍ରାଧିକରଣ ପକ୍ଷରୁ ବରିଷ୍ଠ ନାଗରିକଙ୍କ ଅଧିକାର କୁ ନେଇ ଆଇନ ସଚେତନତା ଶିବିର ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
November 20, 2025
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଆଇନ ପ୍ରାଧିକରଣ ପକ୍ଷରୁ ବରିଷ୍ଠ ନାଗରିକଙ୍କ ଅଧିକାର କୁ ନେଇ ଆଇନ ସଚେତନତା ଶିବିର ଅନୁଷ୍ଠିତ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ମୁରବି ବିହୀନ ସଂସାର ଠିକରେ ଆଗକୁ ବଢ଼ିପାରେ ନାହିଁ। ତେଣୁ ସମାଜରେ ଆଗକୁ ଯିବାକୁ ହେଲେ ସବୁ ସମୟରେ ଆମର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ଉପଯୁକ୍ତ ପରାମର୍ଶ ନିହାତି ଜରୁରୀ ହୋଇଥାଏ । ତେଣୁ ଏହି କଥାକୁ ଚିନ୍ତା କରି ତଥା ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ଅଧିକାର ବିଷୟରେ ସେମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ପାରଳାଖେମୁଣ୍ଡିସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ବରିଷ୍ଠ ନାଗରିକ ନିମନ୍ତେ ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଜିଲ୍ଲା ରେଜିଷ୍ଟ୍ରାର ପ୍ରସନ୍ନ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଯାଇଛି ।

ଏହି କାର୍ଯ୍ୟକ୍ରମରେ ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ନିମନ୍ତେ ସରକାରଙ୍କ ତରଫରୁ ରହିଥିବା ବିଭିନ୍ନ ଯୋଜନା, ସୁବିଧା ତଥା ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କର ବିଭିନ୍ନ ଅଧିକାର ବିଷୟରେ ଉପସ୍ଥିତ ବ୍ୟକ୍ତିବିଶେଷଙ୍କୁ ସଚେତନ କରାଯାଇଥିଲା । ଏହି ଅବସରରେ ନିମନ୍ତ୍ରିତ ଅତିଥି ଭାବେ ଜିଲ୍ଲା ନ୍ୟାୟାଳୟର ଭାରପ୍ରାପ୍ତ କ୍ୟାଡ଼ର ପବ୍ଲିକ ପ୍ରସିକ୍ୟୁଟର ରାଜେଶ କୁମାର ମିଶ୍ର, ସ୍ପେଶାଲ ପବ୍ଲିକ ପ୍ରସିକ୍ୟୁଟର ଭି.ଏସ.ଏନ. ରାଜୁ ତଥା ଓକିଲ ରାଜେଶ ପାତ୍ର ପ୍ରମୁଖ ଉପସ୍ଥିତ ହୋଇ ବୟୋଜ୍ୟେଷ୍ଠ ନାଗରିକଙ୍କୁ ବିଭିନ୍ନ ବିଷୟରେ ସଚେତନ କରିବା ସହ ଆଗାମୀ ପିଢିଙ୍କୁ ସଠିକ ମାର୍ଗ ଦେଖାଇବା ନିମନ୍ତେ ନିବେଦନ କରାଯାଇଥିଲା ।

ସର୍ବଶେଷରେ ବରିଷ୍ଠ ନାଗରିକ ସଂଘର ଅଧ୍ୟକ୍ଷ ତଥା ଉପାଧ୍ୟକ୍ଷ ସମସ୍ତଙ୍କୁ ଏହି କାର୍ଯ୍ୟକ୍ରମର ସଫଳ ଆୟୋଜନ ପାଇଁ ଧନ୍ୟବାଦ ଜ୍ଞାପନ କରିଥିଲେ । ଏଥିସହ ୨ଟି ମୁଖ୍ୟ ଦାବି ଯଥା ଚିକିତ୍ସା ସମୟରେ ବରିଷ୍ଠ ନାଗରିକଙ୍କୁ ଅଗ୍ରାଧିକାର ଦେବା ତଥା ବ୍ୟାଙ୍କରେ ବରିଷ୍ଠ ନାଗରିକଙ୍କ ସହାୟତା ପାଇଁ ଏକ ପୃଥକ ଧାଡ଼ିର ବ୍ୟବସ୍ଥା କରିବା ସହ ବ୍ୟାଙ୍କ ତରଫରୁ ଯଥାସମ୍ଭବ ଏହି ବରିଷ୍ଠ ନାଗରିକମାନଙ୍କୁ ସହାୟତା କରିବା ଉପରେ ଦୃଷ୍ଟି ଆକର୍ଷଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

March 11, 2026
ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

March 11, 2026
୩୭ ତମ ବାର୍ଷିକ ତେରଶମ୍ଭୁ ମିଳନ କାର୍ଯ୍ୟ ଅନୁକୂଳ ପାଇଁ ମନ୍ଦିରରେ ପୂଜାର୍ଚ୍ଚନା

୩୭ ତମ ବାର୍ଷିକ ତେରଶମ୍ଭୁ ମିଳନ କାର୍ଯ୍ୟ ଅନୁକୂଳ ପାଇଁ ମନ୍ଦିରରେ ପୂଜାର୍ଚ୍ଚନା

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version