• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏନଏସଇ ଓ ଜମ୍ମୁକାଶ୍ମୀର ସରକାରଙ୍କ ମଧ୍ୟରେ ଏମଓୟୁ ସ୍ୱାକ୍ଷରିତ

Proprietor Abhimanyu Maharana by Proprietor Abhimanyu Maharana
November 29, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
NSE Takes Financial Inclusion Right Up to Jammu & Kashmir Through  MSME-Focused MoU
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନଏସଇ) ଓ ଜମ୍ମୁକାଶ୍ମୀର ସରକାରଙ୍କ ମଧ୍ୟରେ ଏକ ଚୁକ୍ତି ସ୍ୱାକ୍ଷର କରାଯାଇଛି । ଜମ୍ମୁକାଶ୍ମୀରର ଏମ୍‌ଏସଏମଇଗୁଡିକ ମଧ୍ୟରେ, ଏନଏସଇ ଏମର୍ଜର ବ୍ୟବହାର କରି ଆଇପିଓ ମେକାନିଜିମ ମାଧ୍ୟମରେ ପାଣ୍ଠି ହାସଲ କରିବା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଏହି ଚୁକ୍ତି ସ୍ୱାକ୍ଷର ହୋଇଛି । ଜମ୍ମୁକାଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବ୍‌ଦୁଲ୍ଲାଙ୍କ ଉପସ୍ଥିତିରେ ଜମ୍ମୁର ଶିଳ୍ପ ଓ ବାଣିଜ୍ୟ ବିଭାଗର ନିର୍ଦ୍ଦେଶକ ଶ୍ରୀ ଅରୁଣ ମନହାସ, କାଶ୍ମୀରର ଶିଳ୍ପ ଓ ବାଣିଜ୍ୟ ବିଭାଗର ନିର୍ଦ୍ଦେଶକ ଖାଲିଦ ମାଜିଦ ଏବଂ ଏନଏସଇର ବରିଷ୍ଠ ଉପାଧ୍ୟକ୍ଷ ଶ୍ରୀ କ୍ରିଷ୍ଣନ ଆୟରଙ୍କ ମଧ୍ୟରେ ଜମ୍ମୁରେ ଏହି ବୁଝାମଣାପତ୍ରର ଆଦାନପ୍ରଦାନ ହୋଇଥିଲା ।

ଏମଓୟୁ ପରେ ଜମ୍ମୁକାଶ୍ମୀର ସରକାରଙ୍କ ସହଯୋଗରେ ଏନଏସଇ ପକ୍ଷରୁ ଏନଏସଇ ଏମର୍ଜ ପ୍ଲାଟଫର୍ମ ମାଧ୍ୟମରେ ପାଣ୍ଠି ସଂଗ୍ରହ କରିବା ଉପରେ ରାଜ୍ୟର କର୍ପୋରେଟଗୁଡିକୁ ମାର୍ଗଦର୍ଶନ ପ୍ରଦାନ କରିବା ପାଇଁ ସେମିନାର, ଏମଏସଏମଇ କ୍ୟାମ୍ପ, ନଲେଜ ସେଶନ, ରୋଡଶୋ’ ଓ ୱର୍କସପ ଦ୍ୱାରା ସଚେତନତା ଅଭିଯାନଗୁଡିକୁ ପରିଚାଳନା କରାଯିବ । ଏସମ୍ପକରେ ଶିଳ୍ପ ଓ ବାଣିଜ୍ୟ ବିଭାଗର ସଚିବ ଶ୍ରୀ ବିକ୍ରମଜିତ ସିଂହ କହିଛନ୍ତି, “ଜମ୍ମୁକାଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବ୍‌ଦୁଲ୍ଲାଙ୍କ ନେତୃତ୍ୱାଧୀନରେ ଆମେ ଆମର କେନ୍ଦ୍ରଶାସିତ ଅଂଚଳର ଏମଏସଏମଇଗୁଡିକ ପାଇଁ ଏକ ସମାବେଶୀ ଇକୋସିଷ୍ଟମ ପ୍ରଦାନ କରିବାକୁ ପ୍ରୟାସ କରୁଛୁ ଯାହା ସେମାନଙ୍କର ବ୍ୟବସାୟ ବୃଦ୍ଧି କରିବ ଏବଂ ଆକର୍ଷଣୀୟ ବ୍ୟବସାୟ ମଡେଲ ସୃଷ୍ଟି କରିବ ।

ଏହି ଅଭିବୃଦ୍ଧି କାହାଣୀକୁ ଆଗକୁ ବଢାଇବା ପାଇଁ ଏକ ପଦକ୍ଷେପ ଭାବେ ଆମେ ଜମ୍ମୁକାଶ୍ମୀରର ଏମ୍‌ଏସଏମଇଗୁଡିକୁ ଏନଏସଇ ଏମର୍ଜ ପ୍ଲାଟଫର୍ମ ମାଧ୍ୟମରେ ପୁଞ୍ଜି ବଜାରର ଉପଯୋଗ କରିବା ଓ ଆଇପିଓ ମାଧ୍ୟମରେ ଫଣ୍ଡ ହାସଲ କରିବା ପାଇଁ ପ୍ରୋତ୍ସାହିତ କରିବା ଲାଗି ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ ସହ ଏକ ଏମ୍‌ଓୟୁ ସ୍ୱାକ୍ଷର କରିଛୁ । ଏନଏସଇ ଏମର୍ଜ ହେଉଛି ଏକ ପ୍ଲାଟଫର୍ମ ଯାହା ବିକଶିତ ଏସଏମଇଗୁଡିକ ପାଇଁ ନିବେଶ ବୃଦ୍ଧି ସୁଯୋଗର ଏକ ବିକଳ୍ପ ଉତ୍ସ ପ୍ରଦାନ କରୁଛି । ଏମଓୟୁର ଅଂଶ ଭାବେ ଜମ୍ମୁକାଶ୍ମୀର ସରକାର ଓ ଏନଏସଇ ମିଳିତ ଭାବେ ଏମ୍‌ଏସଏମଇଗୁଡିକରେ ସଚେତନତା ଅଧିବେଶନ ଓ କ୍ୟାମ୍ପେନର ପରିଚାଳନା କରିବେ ।

” ସେହିପରି ଏନଏସଇର ମୁଖ୍ୟ ବାଣିଜ୍ୟ ବିକାଶ ଅଧିକାରୀ ଶ୍ରୀରାମ କ୍ରିଷ୍ଣନ କହିଛନ୍ତି, “ଏନଏସଇ ଏମର୍ଜ ପ୍ଲାଟଫର୍ମ ମାଧ୍ୟମରେ ଏମଏସଏମଇଗୁଡିକର ଅଭିବୃଦ୍ଧିକୁ ସମର୍ଥନ କରିବା ଓ ସହଭାଗିତା କରିବା ପାଇଁ ଜମ୍ମୁକାଶ୍ମୀର ଓ ଏନଏସଇ ଏକ ଏମ୍‌ଓୟୁରେ ପ୍ରବେଶ କରିଛନ୍ତି । ଏନଏସଇ ଏମର୍ଜ, ଏସଏମଇଗୁଡିକୁ ଏକ ଦକ୍ଷ ଶୈଳୀରେ ପୁଞ୍ଜି ହାସଲ କରିବା ଏବଂ ଷ୍ଟକ ଏକ୍ସଚେଞ୍ଜରେ ତାଲିକାଭୁକ୍ତ ହୋଇ ସେମାନଙ୍କର ଦୃଶ୍ୟମାନତା ବୃଦ୍ଧି କରିବା ପାଇଁ ସକ୍ଷମ କରିଥାଏ । ଆମେ ଜମ୍ମୁକାଶ୍ମୀର ସରକାରଙ୍କ ସହଯୋଗରେ ସ୍ଥାନୀୟ ଏମଏସଏମଇଗୁଡିକ ପାଇଁ ସଚେତନତା ଅଧିବେଶନର ପରିଚାଳନା କରିବୁ । ଆମେ ଏହି କେନ୍ଦ୍ରଶାସିତ ଅଂଚଳର ଏମଏସଏମଇଗୁଡିକୁ ଆଗକୁ ଆସିବା ଓ ଏନଏସଇ ଏମର୍ଜ ମାଧ୍ୟମରେ ନିଜର ନୂତନ ଆର୍ଥିକ ଉତ୍ସର ଲାଭ ଉଠାଇବାକୁ ଆବେଦନ କରୁଛୁ ।”

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କାଶୀନଗର ବଂଶଧାରା ନଦୀ ହିଡ଼ବନ୍ଧ ନିର୍ମାଣ କାର୍ଯ୍ୟ ନିମ୍ନ ମାନର ଅଭିଯୋଗ ପାରଳାଖେମୁଣ୍ଡି ବିଧାୟକ ରୂପେଶ ପାଣିଗ୍ରାହୀଙ୍କ ଅସନ୍ତୋଷ

କାଶୀନଗର ବଂଶଧାରା ନଦୀ ହିଡ଼ବନ୍ଧ ନିର୍ମାଣ କାର୍ଯ୍ୟ ନିମ୍ନ ମାନର ଅଭିଯୋଗ ପାରଳାଖେମୁଣ୍ଡି ବିଧାୟକ ରୂପେଶ ପାଣିଗ୍ରାହୀଙ୍କ ଅସନ୍ତୋଷ

July 5, 2026
କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଥାନା ଅଧିକାରୀ   ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘେରରେ

କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘେରରେ

July 5, 2026
ରାଜ୍ୟରେ ଡାକ୍ତର ମାନଙ୍କ ଆନେ୍ଦାଳନ ପ୍ରସଙ୍ଗ

ରାଜ୍ୟରେ ଡାକ୍ତର ମାନଙ୍କ ଆନେ୍ଦାଳନ ପ୍ରସଙ୍ଗ

July 4, 2026
NAFED Odisha and GM University Collaborate to Celebrate Cooperative Week, Empowering Farmers of Western Odisha

NAFED Odisha and GM University Collaborate to Celebrate Cooperative Week, Empowering Farmers of Western Odisha

July 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କାଶୀନଗର ବଂଶଧାରା ନଦୀ ହିଡ଼ବନ୍ଧ ନିର୍ମାଣ କାର୍ଯ୍ୟ ନିମ୍ନ ମାନର ଅଭିଯୋଗ ପାରଳାଖେମୁଣ୍ଡି ବିଧାୟକ ରୂପେଶ ପାଣିଗ୍ରାହୀଙ୍କ ଅସନ୍ତୋଷ

କାଶୀନଗର ବଂଶଧାରା ନଦୀ ହିଡ଼ବନ୍ଧ ନିର୍ମାଣ କାର୍ଯ୍ୟ ନିମ୍ନ ମାନର ଅଭିଯୋଗ ପାରଳାଖେମୁଣ୍ଡି ବିଧାୟକ ରୂପେଶ ପାଣିଗ୍ରାହୀଙ୍କ ଅସନ୍ତୋଷ

July 5, 2026
କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଥାନା ଅଧିକାରୀ   ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘେରରେ

କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘେରରେ

July 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version